-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାର ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଦ୍ଵାରା ସାମ୍ବାଦିକ ସମ୍ମିଳନୀ

23-Aug-2024



ନୂଆପଡ଼ା  (ରାମନାଥ ପଣ୍ଡା)
 ନୂଆପଡା ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ ଜନମନ ଯୋଜନାରେ ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ଆଣିବା ପାଇଁ ଜିଲ୍ଲା ପ୍ରଶାସନ ସଂକଳ୍ପବଦ୍ଧ ବୋଲି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ମଧୁସୂଦନ ଦାଶ ପ୍ରକାଶ କରିଛନ୍ତି l ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ସୂଚନା ଦେଇ କହିଲେ ଯେ -  ଆମ ନୂଆପଡ଼ା ଜିଲ୍ଲାର ସୁନାବେଡା ଅଞ୍ଚଳରେ ଚକୋଟିଆ ଭୁଞ୍ଜିଆ ଜନଜାତିର ଆଦିବାସୀମାନେ ବହୁ ବର୍ଷ ଧରି ବସବାସ କରୁଛନ୍ତି l ନୂଆପଡା ଓ କୋମନା ବ୍ଳକର ୩୫ ଟି ବସତିରେ ମୋଟ ୧୨୬୮ଟି ପରିବାର ମଧ୍ୟରେ ୫୦୬୨ ଜଣ ସଦସ୍ୟ ଅଛନ୍ତି କିନ୍ତୁ ଅନେକ ଲୋକ ସମାଜର ମୁଖ୍ୟ ସ୍ରୋତରେ ବର୍ତ୍ତମାନ ପର୍ଯ୍ୟନ୍ତ ସାମିଲ ହୋଇପାରିନାହାନ୍ତି l ଏହି ଯୋଜନାରେ ସରକାରଙ୍କ ଦ୍ୱାରା ବିଭିନ୍ନ ବିଭାଗ ତରଫରୁ ଉପଲବ୍ଧ ସୁବିଧା ସୁଯୋଗ ସମସ୍ତ ପରିବାର ତଥା ସଦସ୍ୟଙ୍କ ପାଖରେ ପହଞ୍ଚାଇବା ହେଉଛି ଏହି ଯୋଜନାର ମୂଳ ଲକ୍ଷ୍ୟ l ଯଦି କୌଣସି ବ୍ୟକ୍ତି ଏହି ସବୁ ଜନ କଲ୍ୟାଣକାରୀ ଯୋଜନାରୁ ବଞ୍ଚିତ ଅଛନ୍ତି ତାହେଲେ ଏଇ ସୁବିଧା ସବୁ ସେମାନଙ୍କ ଦ୍ୱାର ଦେଶରେ ପହଞ୍ଚାଇ ଦିଆଯିବ l ସରକାରଙ୍କ ବିଭିନ୍ନ ବିଭାଗ ଏଥିପାଇଁ ଅତିଶୀଘ୍ର ସ୍ୱତନ୍ତ୍ର ଯୋଜନା ଆରମ୍ଭ କରିବେ l ଅଗଷ୍ଟ ୨୩ ତାରିଖରୁ  ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଏହି ଜନଜାତିଙ୍କ  ମଧ୍ୟରେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସମ୍ପୃକ୍ତ ଅଂଚଳରେ ପ୍ରଚାର ପ୍ରସାର ଅଭିଯାନ ଚାଲିବ l ଜନଜାତି ବସତି ମାନଙ୍କରେ ଶିବିର ମାଧ୍ୟମରେ ହିତାଧିକାରୀ ମାନଙ୍କୁ ଆଧାର କାର୍ଡ, ଖାଉଟି କାର୍ଡ, ଜନଧନ ଆକାଉଣ୍ଟ ଏବଂ ବିଭିନ୍ନ ପ୍ରମାଣ ପତ୍ର ଯୋଗାଇଦିଆଯିବ l ସିକିଲ ସେଲ, ରକ୍ତ ହୀନତା ତଥା ବିଭିନ୍ନ ରୋଗ ନିରାକାରଣ ପାଇଁ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l  ଏଠାକାର ମହିଳା ସ୍ୱୟଂ ସହାୟକ ଦଳ ମାନଙ୍କୁ ସଶକ୍ତିକରଣ କରି ସେମାନଙ୍କ ଜୀବନ ଜୀବିକାରେ ସୁଧାର ଆଣିବା ପାଇଁ ବିଭିନ୍ନ ସହାୟତା ଯୋଗାଇ ଦିଆଯିବ l ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମସ୍ତ ପରିବାରକୁ ପକ୍କା ଘର ପ୍ରଦାନ କରାଯିବ । ସମସ୍ତ ଯୋଜନାର ଯେମିତି ଦ୍ରୁତ କାର୍ଯ୍ୟାନ୍ୱୟନ ହୋଇପାରିବ ତା'ପାଇଁ ଜିଲ୍ଲାସ୍ତରରେ ଜିଲ୍ଲାପାଳ ଏବଂ ବ୍ଲକ ମାନଙ୍କରେ  ବିଡ଼ିଓ ମାନେ ନୋଡାଲ ଅଫିସର ଦାୟିତ୍ୱରେ ରହିବେ l ଚକୋଟିଆ ଭୁଞ୍ଜିଆ ଉନ୍ନୟନ ସଂସ୍ଥା ବିଭିନ୍ନ ଲାଇନ ବିଭାଗ ମାନଙ୍କ ସହାୟତରେ ସେମାନଙ୍କ ଦ୍ରୁତ ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ନେବେ l ଉପରୋକ୍ତ ସମସ୍ତ ମହତ କାମର ପ୍ରଚାର ପ୍ରସାରରେ ସହାୟତା କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ଜିଲ୍ଳାର ସମସ୍ତ ପ୍ରିଣ୍ଟ ଏବଂ ଇଲେକ୍ଟ୍ରୋନିକ୍ସ ମିଡ଼ିଆର ପ୍ରତିନିଧି ମାନଙ୍କୁ ଅନୁରୋଧ କରିଛନ୍ତି l ଆଜିର ଏହି ସଭାରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମଙ୍ଗଳ ଅଧିକାରୀ ଦିପ୍ତିମନ୍ତ ଭୋଇ, ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like