-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଭାରତୀୟ ତୈଳ ନିଗମର ଅଫ ସାଇଟ ଜରୁରୀକାଳୀନ ମକ୍ ଡ୍ରିଲ୍

23-Aug-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)ସମ୍ବଲପୁର-ସରେଇପାଲି ପାଇପଲାଇନ ଅଞ୍ଚଳରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ  ଜିଲ୍ଲା ପ୍ରଶାସନ ଏବଂ ଭାରତୀୟ ତୈଳ ନିଗମ (ଆଇଓସିଏଲ) ମଧ୍ୟରେ ସାହେଲା ବ୍ଲକ ଅନ୍ତର୍ଗତ ବାଦିପାଲି ଗ୍ରାମରେ ଅଫ୍ ସାଇଟ୍ ଜରୁରୀକାଳୀନ ମକ୍ ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି । ସୂଚନାଯୋଗ୍ୟକି, ବରଗଡ ଜିଲ୍ଲାର ଗଡଭୋଗା, ଅତାବିରା, ବରଗଡ, ପଥର୍ଲା, ଗର୍ଭଣା, ଲୁହୁରଚଟି  ଏବଂ କୋନଗାଁ ଛକ ଦେଇ ଦୀର୍ଘ ୭୦ କିମି ଦୂରତାରେ ବିଛାଯାଇଥିବା ତେଲ ପାଇପଲାଇନର ତଦାରଖ, ରକ୍ଷଣାବେକ୍ଷଣ ତଥା ଅଞ୍ଚଳରେ ଉତ୍ପାଦ ଲିକ ହେତୁ ସମ୍ଭାବ୍ୟ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଆଇଓସିଏଲ ନିଜ ଗାର୍ଡ ନିଯୁକ୍ତ କରିଛନ୍ତି । କୌଣସି ପରିସ୍ଥିତିରେ ଭୂତଳ ପାଇପଲାଇନରୁ ଉତ୍ପାଦ ଲିକ ହେଲେ ସେମାନେ ସମ୍ବଲପୁର କାର୍ଯ୍ୟାଳୟର ଟିମ୍ କୁ ଅବଗତ କରିବେ । ସୂଚନା ପାଇବା ମାତ୍ରେ ଆଇଓସିଏଲ୍ ସମ୍ବଲପୁର କାର୍ଯ୍ୟାଳୟର ଟିମ୍ ଉକ୍ତ ସ୍ଥାନରେ ପହଞ୍ଚି ଜରୁରୀକାଳୀନ ପରିସ୍ଥିତିକୁ ନିୟନ୍ତ୍ରଣ କରିବେ । ପରିସ୍ଥିତି ଅଣାୟତ ହେଲେ ଜିଲ୍ଲାର ଜରୁରୀକାଳୀନ ବିଭଗକୁ ଟିମ ଅବଗତ କରିବା ସହ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପ୍ରସାଶନର ସହାୟତା ନେବେ । ଜିଲ୍ଲା ପ୍ରଶାସନ ଦ୍ଵାରା ଅଗ୍ନିଶମ ବିଭାଗ, ପୋଲିସ ବାହୀନ ଏବଂ ସ୍ୱାସ୍ଥ୍ୟ ବିଭାଗ ଉପସ୍ଥିତ ରହି ଏହି ପରିସ୍ଥିତିର ମୁକାବିଲା କରିବେ । ଏଭଳି ସମସ୍ତଙ୍କ ମଧ୍ୟରେ ସମନ୍ଵୟ ରକ୍ଷା ରଖି ଜରୁରୀ କାଳୀନ ପରିସ୍ଥିତିର ସଠିକ ମୁକାବିଲା ଲାଗି ଆଜି ବାଦିପାଲି ଗ୍ରାମର ପାଇପଲାଇନ ଅଞ୍ଚଳରେ ପୋଲିସ ଟିମ୍, ମେଡିକାଲ୍ ଟିମ୍, ଜିଲ୍ଲା ଅଗ୍ନିଶମ କାର୍ଯ୍ୟାଳୟ ଏବଂ ଜିଲ୍ଲା କର୍ତ୍ତୃପକ୍ଷଙ୍କ ଭୂମିକା ଏବଂ ପାରସ୍ପାରିକ  ସହାୟତାର ପ୍ରଦର୍ଶନର ଏକ ମକ୍  ଡ୍ରିଲ ଗ୍ରାମବାସୀଙ୍କ ସମ୍ମୁଖରେ ପ୍ରଦର୍ଶନ କରି ନିଆଁ ଲିଭାଯାଇଥିଲା । ମକ୍ ଡ୍ରିଲ୍ ର ସଫଳ ସମାପ୍ତି ପରେ ଉପରୋକ୍ତ ସମସ୍ତ ଦଳର ସଦସ୍ୟଙ୍କୁ ନେଇ ଏକ ସଂକ୍ଷିପ୍ତ ଅଧିବେଶନ କରାଯାଇଛି।କାର୍ଯ୍ୟକ୍ରମରେ ଜରୁରୀକାଳୀନ ବିଭାଗ, ସ୍ୱାସ୍ଥ୍ୟ, ପିଲୋସ, ଅଗ୍ନିଶମ, ଆରଡବ୍ଲୁଏସ୍ଏସ୍, ପରିବହନ ଏବଂ  ସୂଚନା ଓ ଲୋକ ସମ୍ପର୍କ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିବା ବେଳେ ଆଇଓସିଏଲ ସମ୍ବଲପୁର ଡିଭିଜନର ସମସ୍ତ କମକର୍ତ୍ତା ଉପସ୍ଥିତ ରହି ବାଦିପାଲି ଗ୍ରାମର ପ୍ରାୟ ୨୫୦ ଜଣ ଗ୍ରାମବାସୀଙ୍କ ସମ୍ମୁଖରେ ମକ୍ ଡ୍ରିଲ୍ କରିଥିଲେ ବୋଲି ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀମାନ ପ୍ରହଲ୍ଲାଦ ଖୋସଲା ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like