-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଜାତୀୟ ମହାକାଶ ଦିବସ ପାଳିତ

23-Aug-2024



ଡୁଙ୍ଗୁରିପାଲି, ତା .୨୩/୮: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ,  ମାୟାବର୍ହା ରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ମାର୍ଗଦର୍ଶନ ରେ ଆଜି ଶୁକ୍ରବାର ଜାତୀୟ ମହାକାଶ ଦିବସ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବରେ କ୍ଲଷ୍ଟର ସଂଯୋଜକ ଶ୍ରୀରାମ ସିକନ୍ଦର ଯୋଗ ଦେଇ ମହାକାଶ ବିଜ୍ଞାନ କ୍ଷେତ୍ରରେ ଭାରତ ର ଯୋଗଦାନ ଅତୁଳନୀୟ ବୋଲି ପ୍ରକାଶ କରିଥିଲେ । ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର୍ ପୂଜାରୀ ଯୋଗଦାନ କରି ଚନ୍ଦ୍ରୟାନ ପ୍ରେରଣ ସମ୍ପର୍କିତ ତଥ୍ୟ ପ୍ରଦାନ କରିଥିଲେ । ବକ୍ତା ଭାବରେ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର  ବିଜ୍ଞାନ ଶିକ୍ଷୟିତ୍ରୀ ତପସ୍ଵିନୀ ଦାସ ଯୋଗଦାନ କରି ମିଶନ ୨୦୩୭ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଶିକ୍ଷକ କିରଣ କୁମାର୍ ପଟେଲ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ ହୋଇଥିବା ମୁକ୍ତ କୁଇଜ ର ବିଜେତା ପ୍ରତିଭାଗୀ ମାନଙ୍କୁ  ପୁରସ୍କୃତ କରାଯାଇଥିଲା। ଦିବସର ପୂର୍ବାହ୍ନ ରେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ମାନେ ଚନ୍ଦ୍ରଜ।ନ-୩ ର ଏକ ସୁନ୍ଦର ପ୍ରତିକୃତି ତିଆରି କରି ପ୍ରଦର୍ଶନ କରିଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଛାତ୍ରୀ ଅର୍ଚ୍ଚିତା ପ୍ରଧାନ, ଜନନିକା ନାଏକ, କ୍ରିଶ ବାଗ, ସୁଜିତ୍ ସାହୁ, ସଂଜିତ୍ ମାଝୀ,ଝରଣା,ପୂଜା,ଅର୍ଚ୍ଚନା, ଅନୁପମା ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

ସଭାର ପ୍ରାରମ୍ଭରେ ପୂଜା, ପ୍ରୀତି, ରେଖା,ଶୁଭଶ୍ରୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଶେଷରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ କୁ ସଞ୍ଜୀବ ପୂଜାରୀ, ବିଭୀଷଣ, ମିନିକେତନ୍, ସୁରଜ୍, ସମୀର,ଲିପି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   04-Aug-2026
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026

You Might Also Like