-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବିଶିପଡା ମୌଜାର ସଂରକ୍ଷିତ ସରକାରୀ ଜମିକୁ ଜବର ଦଖଲ ଉଛେଦ କଲେ ରାଜସ୍ବ ନିରୀକ୍ଷକ

23-Aug-2024



ଫୁଲବାଣୀ[କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ] କନ୍ଧମାଳ ଜିଲ୍ଲାରେ ବର୍ତମାନ ବହୁ ମୂଲ୍ୟବାନ ସରକାରୀ ଜମିକୁ କିଛି ଦଲାଲ ମନଇଚ୍ଛା ଶାଗମାଛ ଦରରେ ବେଆଇନ ଭାବେ ବିକ୍ରି କରି ନିଜର ସ୍ୱାର୍ଥ ହାସଲ କରିବାରେ ବ୍ୟସ୍ତ ଥିବା ବେଳେ ରାଜସ୍ବ ବିଭାଗ ନିରବଦ୍ରଷ୍ଟା ସାଜି ଆଖି ବନ୍ଦ କରି ରହୁଛି । ବିଶେଷ ଘଟଣା ହେଲା ଫୁଲବାଣୀ ତହସିଲ ଅଧୀନରେ ଥିବା ବିଶିପଡା ରାଜସ୍ବ ବିଭାଗ ଅଂଚଳର ବିଶିପଡା ମୌଜା ଖାତା ନଂ ୩୭୫ ପ୍ଲଟ ନଂ ୫୧ ସରକାର ଓ  ସର୍ବସାଧାରଣଙ୍କ ନିମନ୍ତେ  ଅଙ୍ଗନବାଡି କେନ୍ଦ୍ର, ବିଦ୍ୟାଳୟ ସ୍ଥାପନ, ଧର୍ମମଣ୍ଡପ  ଭଳି ସାମୁହିକ ଉନ୍ନତି ନିମନ୍ତେ ଉଦ୍ଦିଷ୍ଟ ଥିବା ବହୁ ମୂଲ୍ୟବାନ ଜମି କିଛି ଦଲାଲ ଜବରଦଖଲ କରି ବେଆଇନ ନିଶା କାରବାର, ମଦବିକ୍ରି କରିବା, ଗଂଜେଇ ବ୍ୟବସାୟ କରି ଉକ୍ତ ଅଂଚଳରେ ଏକ ଅସ୍ୱାଭିକ ପରିସ୍ଥିତି ସୃଷ୍ଟି କରୁଥିଲେ। ଏପରି ଅସାମାଜିକ କାର୍ଯ୍ୟ ସେଇ ଅଂଚଳରେ ଦିନରାତି ଚାଲୁଥିବା ଫଳରେ ଶାନ୍ତପ୍ରିୟ ଜନସାଧାରଣଙ୍କ ବାରମ୍ବାର ଅଭିଯୋଗ କ୍ରମେ ବିଶିପଡା ରାଜସ୍ବ ନିରୀକ୍ଷକ ରାଜେନ୍ଦ୍ର କୁମାର ଷଡ଼ଙ୍ଗୀ ଓ ସହକାରୀ ନିରୀକ୍ଷକ ଶ୍ରୀମତୀ ଅଞ୍ଜଳି ରଣା ଘଟଣାସ୍ଥଳରେ ପହଂଚି କିଛି ଜବରଦଖଲକାରୀଙ୍କ କବଳରୁ ଉକ୍ତ  ମୂଲ୍ୟବାନ ଜମିକୁ ଜବରଦଖଲ ଉଛେଦ କରିପାରିଛନ୍ତି । ପୂର୍ବରୁ ବିଶିପଡା ରାଜସ୍ବ ବିଭାଗ ଅଧୀନରେ ଥିବା ବହୁ ସରକାରୀ ଜମି ଜବର ଦଖଲ ହୋଇଥିଲେ ମଧ୍ୟ୍ୟ କୌଣସି ଆରଆଇ ଉକ୍ତ ଜମିଗୁଡିକ ଜବରଦଖଲ ଉଛେଦ କରି ନଥିଲେ । ଆରଆଇ ରାଜେନ୍ଦ୍ର କୁମାର ଷଡ଼ଙ୍ଗୀ ଉକ୍ତ ଜମିକୁ ଜବରଦଖଲ ମୁକ୍ତ କରି ଜଣେ ନିଷ୍ଠାପର ସରକାରୀ କର୍ମଚାରୀର କାର୍ଯ୍ୟ କରିଥିବା ଯୋଗୁଁ ଜନସାଧାରଣଙ୍କ ଦ୍ୱାରା ଭୁୟସୀ ପ୍ରଶଂସା କରାଯାଉଥିବା ଦେଖିବାକୁ ମିଳିଛି । ଉକ୍ତ ଜମି ଜବରଦଖଲ ଉଛେଦ ସମୟରେ ସହକାରୀ ଆରଆଇ ଶ୍ରୀମତୀ ଅଞ୍ଜଳି ରଣା ସମେତ ଗ୍ରାମବାସୀଙ୍କ ମଧ୍ୟରେ ଦୀନବନ୍ଧୁ ସାହାଣୀ, ରମେଶ ଚନ୍ଦ୍ର ସାହାଣୀ, ଉତ୍ତମ ସାହାଣୀ, ଗୋପବନ୍ଧୁ ସାହାଣୀ ଲକ୍ଷ୍ମୀଧର ସାହାଣୀ ସୁବଲ ସାହାଣୀ, ଋତୁପୂର୍ଣ୍ଣ ସାହାଣୀ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ଭବିଷ୍ୟତରେ ଉକ୍ତ ସରକାରୀ ଜମିରେ କୌଣସି ବ୍ୟକ୍ତିଙ୍କୁ ଜବରଦଖଲ କରିବାକୁ ଦିଆଯିବ ନାହିଁ ବୋଲି ଆରଆଇ ରାଜେନ୍ଦ୍ର କୁମାର ଷଡ଼ଙ୍ଗୀ ଜବର ଦଖଲକାରି ମାନଙ୍କୁ ସଚେତନ କରିଦେଇ ଥିଲେ ଓ ଏହି ଜମି ଉଛେଦ କାର୍ଯ୍ୟ କରିବା ପାଇଁ ଫୁଲବାଣୀ ତହସିଲଦାର ସଚ୍ଚିଦାନନ୍ଦ ନାଏକ ସମସ୍ତ ପ୍ରକାର ପ୍ରଶାସନିକ ସହାୟତା ଯୋଗାଇ ଦେଇଥିଲେ  |
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like