-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଲଡୁଗାଁ ରେ ରାସ୍ତା ପ୍ରଶସ୍ତିକରଣ ପାଇଁ ସରକାରୀ ଜାଗା ଚିଂହ୍ନଟ ପାଇଁ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ

23-Aug-2024



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ର ଲଡୁଗାଁ ହେଉଛି ଏକ ବ୍ୟବସାୟିକ କ୍ଷେତ୍ର ଅଟେ । ଲଡୁଗାଁ ରେ ଅନେକ ଶିଳ୍ପାନୁଷ୍ଠାନ, କଳ କାରଖାନା ଦୋକାନ ବଜାର ରହିଥିବା ବେଳେ ଲଡୁଗାଁ ସହର ମଧ୍ୟକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ସମେତ ଅନ୍ୟ ରାସ୍ତା ଦୁଇ କଡ଼ ରେ ବ୍ୟବସାୟିକ ପ୍ରତିଷ୍ଠାନ ସହ ବଡ଼ ବଡ଼ କୋଠା ରହିଥିବା କାରଣରୁ କ୍ରମ ବର୍ଦ୍ଧିତ ଜନସଂଖ୍ୟା ଓ ଟ୍ରାଫିକ ସମସ୍ୟା ଯୋଗୁଁ ଲଡୁଗାଁ ସହରବାସୀ ଓ ଦୈନନ୍ଦିନ ସହର କୁ ଆସୁଥିବା ଜନ ସାଧାରଣ ମାନେ ଅନେକ ସମୟରେ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ସମସ୍ୟା ରେ ଫସି ରହୁଥିବା ବେଳେ ଲଡୁଗାଁ ରେ ରହିଥିବା ଶିଳ୍ପାନୁଷ୍ଠାନ, କଳ କାରଖାନା କୁ ଆସୁଥିବା ଭାରିଜାନ ଗାଡି ଲଡୁଗାଁ ସହର ଦେଇ ଯାତାୟାତ ସମୟରେ ଲୋକେ ଟ୍ରାଫିକ ସମସ୍ୟା ରେ ଉବୁଡୁବୁ ହୋଇ ଅତିଷ୍ଠ ହୋଇ ଅନେକ ସମୟରେ ଗ୍ରାମ ର ସଚେତନ ନାଗରିକ ମାନେ ଜିଲ୍ଲା ଓ ବ୍ଲକ ପ୍ରଶାସନ ର ଦ୍ୱାରସ୍ଥ ହୋଇ ଲଡୁଗାଁ ସହର ରେ ରାସ୍ତା ପ୍ରଶସ୍ତିକରଣ କରଣ ସହ ରାସ୍ତା କଡ ରେ ଥିବା ସରକାରୀ ଜମି ଜବରଦଖଲ ଉଚ୍ଛେଦ କରିବା ପାଇଁ ଅଭିଯୋଗ କରି ଆସୁଥିଲେ। ଅନ୍ୟପକ୍ଷରେ ପୂର୍ତ୍ତ ବିଭାଗ ପକ୍ଷରୁ ମୋଟେର ରୁ ଲଡୁଗାଁ
 ନିର୍ମାଣଧୀନ ରାସ୍ତା ପାଇଁ ଲଡୁଗାଁ ମଧ୍ୟରେ ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ ଜମି ଅଧିଗ୍ରହଣ ରେ ରାସ୍ତା ନିର୍ମାଣ ରେ ବାଧାପ୍ରାପ୍ତ ହେବା କାରଣରୁ ପୂର୍ତ୍ତ ବିଭାଗ ପକ୍ଷରୁ ମଧ୍ୟ ଅନୁରୂପ ଭାବେ ଜିଲ୍ଲା ପ୍ରଶାସନ ନିକଟରେ ସରକାରୀ ଜାଗା ଚିଂହ୍ନଟ ଓ ଅଧିଗ୍ରହଣ ପାଇଁ ଲିଖିତ ଭାବେଅଭିଯୋଗ ହୋଇଥିବା ଜଣାପଡିଛି।  ବାରମ୍ବାର ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲଡୁଗାଁ ସହର ରେ ସରକାରୀ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ଧର୍ମଗଡ ଉପ ଜିଲ୍ଲାପାଳ ଧୀମାନ ଚକମା,କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ ,ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ,ପୂର୍ତ୍ତ ବିଭାଗ ର କନିଷ୍ଠ ଯନ୍ତ୍ରୀ ନବ କିଶୋର ବେହେରା ଙ୍କ ଉପସ୍ଥିତି ରେ ରାଜସ୍ୱ ବିଭାଗ ନିରୀକ୍ଷକ ଓ କର୍ମଚାରୀ ମାନେ ଲଡୁଗାଁ ସହର ର ବିଭିନ୍ନ ସ୍ଥାନରେ ସରକାରୀ ଜମି ଚିଂହ୍ନଟ ପାଇଁ ଡେମାରକେସନ କରିଛନ୍ତି। ଏହି ସମୟର ଲଡୁଗାଁ ର ଅନେକ ସଚେତନ ନାଗରିକ ଉପସ୍ଥିତ ରହି ସରକାରୀ କାର୍ଯ୍ୟ ରେ ସହଯୋଗ କରିବା ସହ ପ୍ରଶାସନ ନିକଟରେ ଶୀଘ୍ର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like