-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କୁ ସାମିଲ, ସର୍ବାଙ୍ଗୀନ ଉନ୍ନତି ନେଇ ସଂକଳ୍ପବଦ୍ଧ - ଜିଲ୍ଲାପାଳ

23-Aug-2024



(ଡୋଲେଶ୍ଵର ବାଗ)
ନୂଆପଡା ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ, ଜନମନ ଯୋଜନାରେ ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆ ଆଦିବାସୀଙ୍କୁ ସାମିଲ ହେବା ସହ ସର୍ବାଙ୍ଗୀନ ଉନ୍ନତି ନେଇ ଜିଲ୍ଲା ପ୍ରଶାସନ ସଂକଳ୍ପବଦ୍ଧ ବୋଲି ଆଜି ଜିଲ୍ଲାପାଳ ମଧୁସୂଦନ ଦାଶ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି।  ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ  ଜିଲ୍ଲାର ସୁନାବେଡା ଅଂଚଳରେ   ଚକୋଟିଆ ଭୁଞ୍ଜିଆ  ଆଦିମ ଜନଜାତି ଦୀର୍ଘ ବର୍ଷ ରୁ  ବସବାସ କରୁଛନ୍ତି।  ନୂଆପଡା ଓ କୋମନା ବ୍ଳକ ର ୩୫ ଟି ବସତି ରେ ମୋଟ ୧୨୬୮ ଟି ପରିବାରର ୫୦୬୨ ଜଣ ସଦସ୍ୟଙ୍କୁ ସାମିଲ ହେବେ। ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ଏହି ଯୋଜନାରେ ସରକାରଙ୍କ ଦ୍ୱାରା ବିଭିନ୍ନ ବିଭାଗ ତରଫରୁ ଉପଲବ୍ଧ ସୁବିଧା ସୁଯୋଗ ପ୍ରଦାନ କରାଯିବ। ଅଗଷ୍ଟ ୨୩ ତାରିଖ ରୁ ସେପ୍ଟେମ୍ବର ୧୦ ପର୍ଯ୍ୟନ୍ତ ଜନକଲ୍ୟାଣକାରୀ ଯୋଜନା ଆଧାର କାର୍ଡ, ଖାଉଟି କାର୍ଡ, ଜନଧନ ବ୍ୟାଙ୍କ ଖାତା, ବିଭିନ୍ନ ପ୍ରମାଣ ପତ୍ର ପ୍ରଦାନ କରି ସହଜ ଏବଂ ସୁବିଧା ରେ ସେବା ପ୍ରଦାନ ପାଇଁ  ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲା ସମସ୍ତ ସାମ୍ବାଦିକ, ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026

You Might Also Like