-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଜନତା ସରକାରୀ ହାଇସ୍କୁଲରେ ପ୍ରଥମ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଦିବସ ପାଳିତ

23-Aug-2024



ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଚନ୍ଦ୍ରଯାନ -୩ ସଫଳତାର ସହ ଚନ୍ଦ୍ରରେ ଅବତରଣ କରିବାର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ  ବିଦ୍ୟାଳୟ ସ୍ତରୀୟ ପ୍ରଥମ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଦିବସ ପାଳିତ ହୋଇଯାଇଛି।ଶିକ୍ଷାର୍ଥୀମାନଙ୍କ  ମଧ୍ୟରେ ଅନ୍ତରୀକ୍ଷ ସମ୍ବନ୍ଧୀୟ ଜ୍ଞାନ ପ୍ରଦାନ କରିବା ଆଭିମୁଖ୍ୟ ନେଇ ବିଦ୍ୟାଳୟରେ ସେମିନାର, କୁଇଜ୍ ପ୍ରତିଯୋଗୀତା ଏବଂ ଗୋଲକ ଧନ୍ଦା ସମାଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଅମ୍ବାଭୋନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବନା ସାହୁ, ସମ୍ମାନିତ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଯୋଗ ଦେଇଥିଲେ।ବିଜ୍ଞାନ କ୍ଲବର ମାର୍ଗ ଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଦିବସ ପାଳନର ତାପ୍ତର୍ଯ୍ୟ ବିଷୟରେ ଆଲୋକପାତ କରିଥିବା ବେଳେ ପ୍ରଧାନ ଶିକ୍ଷକ ଓ ଅତିଥିବୃନ୍ଦ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିବା ପାଇଁ ମହାକାଶବିଜ୍ଞାନୀଙ୍କ ଜୀବନୀ ଓ ସେମାନଙ୍କ ଗବେଷଣାଲବ୍ଧ ତଥ୍ଯ ପ୍ରଦାନ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ମହାକାଶ ଗବେଷଣା ସମ୍ବନ୍ଧୀୟ ଏକ ଗୋଲକ ଧନ୍ଦା ସମାଧାନ କାର୍ଯ୍ୟକ୍ରମରେ  ଶିକ୍ଷାର୍ଥୀମାନଙ୍କ ମଧ୍ୟରୁ ଉମାକାନ୍ତ ମହାରଣା , କରିସ୍ମା ପଟେଲ ଏବଂ ଅଙ୍କିତା ଦୁଆନ୍ ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଠିକ୍ ସେହିପରି କୁଇଜ୍ ପ୍ରତିଯୋଗୀତାରେ ମୋନିକା ପଧାନ, ଆଦ୍ୟାଶା ଭୋଇ ଏବଂ ସ୍ଵାତୀ ସାହୁ

ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପୁରସ୍କୃତ କରିଥିଲେ। ଭୁକ୍ତା କ୍ଲଷ୍ଟରର ସି ଆର ସିସି କେଦାର ନାଏକ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ବୋଧରାମ ବିଶ୍ବାଳ, ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ,ପଦ୍ମଲୋଚନ ବିଶି,ଶ୍ରୀପତି ସାହୁ,ପ୍ରଶାନ୍ତ ମହାପାତ୍ର ସକ୍ରିୟ ସହଯୋଗ କରିଥିଲେ।ପରିଶେଷରେ ଶିକ୍ଷୟିତ୍ରୀ ଅନୀତା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like