-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

କ୍ୟାମେରାମ୍ୟାନ ତଥା ସାମ୍ବାଦିକ ଦୁଃଖିଶ୍ୟାମ ପ୍ରଧାନଙ୍କର ଶ୍ରଦ୍ଧାଞ୍ଜଳି ସଭା

23-Aug-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ): କନ୍ଧମାଳ ଜିଲ୍ଲାର ଜଣେ  ଖ୍ୟାତନାମା କ୍ୟାମେରାମ୍ୟାନ ତଥା ସୂର୍ଯ୍ୟାସ୍ତ ସାପ୍ତାହିକ ଖବର କାଗଜର ପ୍ରରିନିଧି ଭାବେ କାର୍ଯ୍ୟ କରି ସେ ଜିଲ୍ଲାର ସାମ୍ବାଦିକ ଜଗତରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିପାରିଥିଲେ | ହେଲେ ଭାଗ୍ୟ ଓ ଭଗବାନଙ୍କ ଇଛା ଥିଲା ଅଲଗା | ଦୁଖୀ ଶ୍ୟାମ ପ୍ରଧାନଙ୍କ ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେବାରେ ଲାଗିଲା ଓ ସେ ଚିକିତ୍ସିଚିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଯାଇଛି । ତାଙ୍କର ଆତ୍ମାର ସଦଗତି କାମନା କରିବା ପାଇଁ ଫୁଲବାଣୀ ପ୍ରେସକ୍ଳବ ଠାରେ କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଖବର ସରବରାହ ସଂଗଠନ କନ୍ଧମାଳ ମିଡ଼ିଆ ଫୋରମର ସଭାପତି ସୂର୍ଯ୍ୟନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଥିଲା | ଉକ୍ତ ସଭାରେ ସ୍ବର୍ଗତ ଦୁଃଖିଶ୍ୟାମ ପ୍ରଧାନଙ୍କ ସ୍ମୃତିଚାରଣ କରିବା ସହିତ ତାଙ୍କର ଆତ୍ମାର ସଦଗତି କାମନା କରାଯଇଥିଲା | ଏହି ଶ୍ରଦ୍ଧାଞ୍ଜଳି ସଭାରେ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ପ୍ରେସ କ୍ଲବର ସଭାପତି  ସୁନୀଲ ପଟନାୟକ, ପୂର୍ବତନ ମିଡ଼ିଆ ଫୋରମର ସଭାପତି ସୁନୀଲ ବିଶ୍ୱାଳ, ତଥା ବରିଷ୍ଠ ସାମ୍ବାଦିକ ଗୋପାଳ ପଟନାୟକ, ଶିବାନନ୍ଦ ପଟନାୟକ, ଆଦିତ୍ୟ ପ୍ରସାଦ ତ୍ରିପାଠୀ, ରମେଶ ଚନ୍ଦ୍ର ପ୍ରଧାନ, ଶ୍ରୀ ବୈଦ୍ୟନାଥ ନାୟକ, ବରିଷ୍ଠ ଆଇନଜୀବୀ ତଥା ସାମ୍ବାଦିକ ରଞ୍ଜନ କୁମାର ଦାସ, ସୁଧୀର ମହାରଣା ଏବଂ ମିଡ଼ିଆ ଫୋରମର ସାଧାରଣ ସମ୍ପାଦକ ଶିବ ବିଶ୍ୱାଳ, ଯୁଗ୍ମ ସମ୍ପାଦକ ଶିବ ନାୟକ ଏବଂ ସ୍ବେଛାସେବୀ ଶିବରାମ ବେହେରା, ରଂଜିତ କୁମାର ଡିଗାଲ, ପ୍ରଶାନ୍ତ କୁମାର ପଣ୍ଡା, ବ୍ରଜ ମୋହନ ନାୟକ ଓ ପ୍ରଶାନ୍ତ କୁମାର ଜେନା ପ୍ରମୁଖ ଦୁଖୀ ଭାଇଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଅଂଶଗ୍ରହଣ କରିଥିଲେ | ମିଡ଼ିଆ ଫୋରମ ତରଫରୁ ସ୍ବର୍ଗତ ଦୁଃଖିଶ୍ୟାମଙ୍କ ଶୋକ ସନ୍ତପ୍ତ ପରିବାରକୁ କିଛି ଆର୍ଥିକ ସହାୟତା ଯୋଗାଇଦେବା ପାଈଁ ସଭାରେ ଉପସ୍ଥିତ ଥିବା  ମିଡ଼ିଆ ଫୋରମର ସମସ୍ତ ସାମ୍ବାଦିକ ମାନେ ସହମତି ପ୍ରାଦନ କରିଥିଲେ l  


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like