-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଦୁଇମୃତ ଜଙ୍ଗଲୀ ବାରହା ସହିତ ପାଞ୍ଚଜଣ ଶିକାରୀ ଗିରଫ

24-Aug-2024



କନ୍ଧମାଳ (କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକର ବନ ଅଧିକାରିଣୀ ଶ୍ରୀମତୀ ମାଣିକେଶ୍ବରୀ ପଟନାୟକଙ୍କ ନେତୃତ୍ୱରେ ଗତକାଲି ବିଳମ୍ବିତ  ରାତ୍ରରେ ରାତି ପେଟ୍ରୋଲିଙ୍ଗ କରୁଥିବା ସମୟରେ ଗୋଟିଏ ଦିନରେ ଅଞ୍ଚଳର ଦୁଇଟି ପୃଥକ ସ୍ଥାନରେ  ଚଢ଼ାଉ କରି ବାରାହା ଶିକାରୀଙ୍କୁ ଗିରଫ କରିବାର ସଫଳ କରିବାରେ ଅଭିନବ ଉପାୟ ରଚିଥିଲେ। ଟିକାବାଲି ରେଞ୍ଜର ଶ୍ରୀମତୀ  ମାଣିକେଶ୍ବରୀ ପଟ୍ଟନାୟକ  ଗୁପ୍ତଚର ର ସୂଚନା ମୁତାବକ ଏକ ଟିମ ନେଇ ବାରହା ଶିକାରୀ ମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ | ଗିରଫ  ହୋଇଥିବା ଶିକାରୀ ମାନେ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ବୃଙ୍ଗିବାଲି ଗ୍ରାମର ବୁଆନ କହଁର  ଡାଗାରୀ ପଦର ଗ୍ରାମରର ମଧୁସୂଦନ କହଁର, ଡ଼ାକରିମୁଣ୍ଡା ଗ୍ରାମର ରସାନ୍ତ କହଁର   ହୋଇଥିବା ବେଳେ  ଚକାପାଦ ବ୍ଲକ ଦଳ ଗାଁ ଗ୍ରାମର ଯୁଗେଶ୍ବର କହଁର , ବୋଲି ଜଣା ପଡିଛି l ଏହି ଚାରିଜଣ ବ୍ୟକ୍ତିଙ୍କୁ କାପାଦରେ ମୃତ ବାରାହା ସହିତ ଆସାମୀଙ୍କୁ ଗିରଫକରି OR କେଶ ନଂ 76/24/25 ଏକ   ଅପରାଧିକ ମାମଳା ରୁଜୁ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଏକ ବ୍ୟକ୍ତିଙ୍କୁ  ଟିକାବାଲି ଥାନା କେନ୍ଦୁଗୁଡାରି ଗ୍ରାମର ସଦେଇ ମଳିକଙ୍କୁ  ମଧ୍ୟ୍ୟ ମୃତ ବାରାହା ସହିତ ଜଣେ ଆସାମୀଙ୍କୁ ରାତିରେ କାବୁକରି ଗିରଫ କରି OR କେଶନଂ 75/24/25 ରେ ଗିରଫ କରିଥିବା ସହିତ ଏକ ଅଟୋ , ଏକ ମଟର ସାଇକେଲ, ଏବଂ ଗୋଟିଏ ସ୍କୁଟି ମଧ୍ୟ ଜବତ କରିଥିବା ସୂଚନା ରହିଛି ଶେଷରେ ଦୁଇଟି ମୃତ ବାରାହା ଗୁଡ଼ିକୁ ଵ୍ୟବଛେଦ କରିଥିଲେ ପାବୁରିଆ ଅତିରିକ୍ତ ପ୍ରାଣୀଧନ ଚିକିତ୍ସକ ଶ୍ରୀ ଅନିରୁଦ ସାହୁ l   ଏପରି ଏକ ନିନ୍ଦନୀୟ ଘଟଣାକୁ ନେଇ ରେଞ୍ଜର ମାଣିକେଶ୍ବରୀ ପଟ୍ଟନାୟକ କହିଛନ୍ତି ଯେ ଜଙ୍ଗଲ, ଓ ଜୀବଜନ୍ତୁ ଙ୍କୁ ସୁରକ୍ଷା ଦେବା ସହିତ ପରିବେଶକୁ ସୁରକ୍ଷା କରିବା  ଜଙ୍ଗଲ ବିଭାଗ ଅଧିକାରୀଙ୍କ ମୁଖ୍ୟ ଭୂମିକା ଥିବା ବେଳେ ଏପରି ବନ୍ୟ ଜୀବଜନ୍ତୁ ଙ୍କୁ ଗୁଳି କରି ଶିକାର କରିବା ନିହାତି ଏକ ଜଘନ୍ୟ ଅପରାଧ ବୋଲି ମଧ୍ୟ୍ୟ କହିଛନ୍ତି l ତେଣୁ ଟିକାବାଲି ବ୍ଲକ ଦାୟିତ୍ୱ ରେ ଥିବା ସମସ୍ତ ବନପାଳ, ବନରକ୍ଷକ ଓ ବନସୁରକ୍ଷା କମିଟି ଉଭୟ କଡ଼ା ନଜର ରଖିବା ସହିତ ଏଭଳି ଏକ ଅପରାଧ ଘଟଣାକୁ କେବେ ବରଦାସ କରାଯିବ ନାହିଁ ବୋଲି କଡ଼ା ଚେତାବନୀ ଦେଇଛନ୍ତି l  ଆଜିର ଏହି ଗିରଫ ଘଟଣା ରେ ଫୁଲବାଣୀ ସହକାରୀ ବନ ରକ୍ଷକ ମଳୟ ରଞ୍ଜନ କାଲୋ, ଟିକାବାଲି ବନପାଳ ଶ୍ରୀଧର ସାହୁ, ଚାହାଳୀ ବନପାଳ ମହେନ୍ଦ୍ର କୁମାର ବିଶ୍ୱାଳ ଚକାପାଦ ବନପାଳ କୋମଳ କାନ୍ତ ପ୍ରଧାନ ,ଅରୁଣ କୁମାର ପାତ୍ର, ରଜତ କୁମାର ଭୋଇ ସମେତ ସମସ୍ତ ବନ କର୍ମଚାରି ଉପସ୍ଥିତ ଥିବାର ସୂଚନା ମିଳିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like