-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲସକୁମ୍ପା ପଂଚାୟତରେ ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଦାବି

24-Aug-2024



ଖଜୁରୀପଡ଼ା (ପ୍ରେରଣା ଖବର) କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଖଜୁରୀପଡା ଥାନା ଅଧୀନରେ ଥିବା ଵଲସକୁମ୍ପା ଗ୍ରାମପଞ୍ଚାୟତ କାଇଁ ଆବାହନ କାଳରୁ ପୂଜା ପାଇଁ ଆସୁଛନ୍ତି କନ୍ଧମାଳ ଜିଲ୍ଲାର ଅଧିଷ୍ଠାତ୍ରୀ  "" ମାଁ ବରାଳ ଦେବୀ  "" ଆଉ ଆଶ୍ୱିନ ମାସ ନବମୀ ତିଥିରେ ପୂଜା ପାଆନ୍ତି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ବରାଳି  ଆଉ କେଉଁ ଅନାଦି ଅନନ୍ତ କାଳରୁ ଖଜୁରୀପଡ଼ା ଥାନା ଅନ୍ତର୍ଗତ ବଳସକୁମ୍ପା ଠାରେ ପୂଜା ପାଇ ଆସୁଛି ଆଉ ଆସୁଥିବେ ମଧ୍ୟ୍ୟ ।ତେଣୁ ପ୍ରତିଦିନ ଏହି ପବିତ୍ର ଦେବୀ ପୀଠ କୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ, ବରାଳି ଦେବୀଙ୍କ ଭକ୍ତ, ଓ ଶ୍ରଦ୍ଧାଳୁ ମାନେ ମାଁ ଙ୍କ ଦର୍ଶନ ପାଇଁ ମନ୍ଦିରକୁ ଆସନ୍ତି । ମନ୍ଦିରର ଅନତି ଦୂରରେ ଲାଗି ରହିଛି ପିଲା ସାଲୁଙ୍କି ଡ୍ୟାମ୍ ଏବଂ ପୁରୁଣା ପାଣି ଡ୍ୟାମ୍  |  ଯାହାର ପରିବେଶ ବେଶ୍ ମନୋରମ ହୋଇଥିବାରୁ ପର୍ଯ୍ୟଟକ ମାନେ ଆକୃଷ୍ଟ ହୋଇ ବୁଲିବା ପାଇଁ ଆସନ୍ତି ।ସୁରକ୍ଷା ଦୃଷ୍ଟିକୁ ଅନୁମାନ କଲେ ଜଣା ପଡେ ଯେ ଖଜୁରୀପଡ଼ା ଥାନା  ବଲାସ କୁମ୍ପା ମନ୍ଦିର  ଠାରୁ ୧୪ /15 କିମି ଦୂରରେ ଥିବାରୁ ପୋଲିସ ସବୁ ବେଳେ ସୁରକ୍ଷା ଦେବା ସମ୍ଭବ ହୋଇ ପାରୁ ନାହିଁ । ଯାହାର ସୁଯୋଗ ନେଇ ବେଳେ ଆଖ ପାଖ ଗାଁ ଗୁଡିକରେ ଚୋରି ହାରି ବୃଦ୍ଧି ପାଉଥିବା ସହିତ  ମାଁ ବରାଳ ଦେବୀ ମନ୍ଦିର  ହୁଣ୍ଡିର କୁ ବାରମ୍ବାର ତାଲା ଭାଙ୍ଗି ଚୋରି କରିଥିବାର ବହୁ ନଜିର ରହିଛି ।ଅନେକ ସମୟରେ ଅସାମାଜିକ ବ୍ୟକ୍ତି ମାନେ ପିଲା ସାଲୁଙ୍କୀ ଡ୍ୟାମ୍ ରେ ଆଡ଼ା ସ୍ଥଳୀ କରି ପର୍ଯ୍ୟଟକ ମାନଙ୍କୁ ହଇରାଣ ହରକତ କରିବା ସହିତ ଡକାୟତ କରିଥିବା ଘଟଣା ଥାନାରେ ଅଭିଯୋଗ ହେଉଛି । ତେଣୁ ଏହି ଅଞ୍ଚଳର ସୁରକ୍ଷା ଦୃଷ୍ଟି କୁ ନଜରରେ ରଖି ଖଜୁରୀପଡ଼ା ବ୍ଲକର ଅନ୍ତର୍ଗତ ପ୍ରତେକ୍ ପଞ୍ଚାୟତର ସରପଞ୍ଚ ସମେତ ମା ବରାଳ ଦେବୀ ମନ୍ଦିର ପରିଚାଳନା କମିଟିର ମିଳିତ ଉଦ୍ୟମରେ ବଲସକୁମ୍ପା ଠାରେ ଏକ ପୋଲିସ ଫାଣ୍ଡି ସ୍ଥାପନ କରିବା ପାଇଁ ଏକ ଲିଖିତ ଦରଖାସ୍ତ ଜିଲ୍ଲା ଆରକ୍ଷୀ ଅଧିକାରୀ ଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକାରୀ ବଳଭଦ୍ର ଦୀପକ ଏବଂ ଡିଏସପି କୋମଳ କୁମାର୍ ପଣ୍ଡା ଙ୍କୁ ପିରୀକୁଡି ସରପଞ୍ଚ ଉମା ଚରଣ ମଲ୍ଲିକ, ଗୁଦାରୀ ସରପଞ୍ଚ ସୁଜିତ୍ କୁମାର ମଲ୍ଲିକ , ଅଡ଼ାସୀ ପଡା ସରପଞ୍ଚ ବ୍ରଜ ମୋହନ କହଁର ,ମାଁ ବରାଳ ଦେବୀ ମନ୍ଦିର ପରିଚାଳନା କମିଟି ସାଧାରଣ ସମ୍ପାଦକ ସଞ୍ଜୟ କହଁର, ଟିଟ୍ରା ପଙ୍ଗା  ସରପଞ୍ଚ ସଞ୍ଜୀବ ଲୋଚନ ପ୍ରଧାନ ଏବଂ ମାଁ ଇଷ୍ଟ ଦେବୀ ଯୁବ କଳା ପରିଷଦ ର ସାଧାରଣ ସମ୍ପାଦକ ବିଦୁର ବେହେରା ସମେତ ଦଳପଡ଼ା ପଞ୍ଚାୟତ  ପୂର୍ବତନ ସମିତି ସଭ୍ୟ ଗୌର ଚରଣ ବେହେରା ଏବଂ ଗଣମାଧ୍ୟମ ପ୍ରତିନିଧି ବଳଦେବ ବେହେରା ,ଯୁବ ନେତା ଦୀନବନ୍ଧୁ ପ୍ରଧାନ ପ୍ରମୁଖ ସାକ୍ଷାତ କରି ଦାବି ଜଣାଇଛନ୍ତି । ଏ ଅଂଚଳର ଆଇନ ଶୃଙ୍ଖଳା ପରିସ୍ଥିତି କୁ ନିୟନ୍ତ୍ରଣ ରେ ରଖିବା ପାଇଁ ବଳସକୁମ୍ପା ରେ ଏକ ପୋଲିସ ଫାଣ୍ଡି ସ୍ଥାପନ କରାଗଲେ ଏହି ଅଂଚଳରେ ହେଉଥିବା ଚୋରି ହାରି କୁ ବନ୍ଦ କରାଯିବା ସହିତ ସର୍ବସାଧାରଣ ଙ୍କ ଜୀବନ ଯାତ୍ରା ସରଳ ହୋଇ ପାରିବ ବୋଲି ଅଞ୍ଚଳ ବାସି ଆଶା ରଖିଛନ୍ତି |  ଯଦି ପ୍ରଶାସନ ବଲାସ କୁମ୍ପାରେ ପୋଲିସ ଫାଣ୍ଡି ପ୍ରତିଷ୍ଠା କରିବାରେ ଅଣ ଦେଖା କରନ୍ତି ତାହେଲେ  ବରାଳି ଦେବୀ ମନ୍ଦିର ପରିଚାଳନା କମିଟି ଓ ଅଞ୍ଚଳ ବାସୀ ଦରକାର ପଡିଲେ ଗଣ ଆନ୍ଦୋଳନ କରିବାକୁ ପଛାଇବେ ନାହିଁ ବୋଲି ସମସ୍ତ ପଂଚାୟତ ର ସରପଞ୍ଚ ସମିତି ସଭ୍ୟ ମାନେ ପ୍ରକାଶ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like