-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ବିକାଶ ତାଲିମ ଶିବିର ଉଦଘାଟିତ

24-Aug-2024



ନୂଆପଡ଼ା  (ରାମନାଥ ପଣ୍ଡା)
ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଓ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ କଳାହାଣ୍ଡି ଅଧିନସ୍ଥ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନର ଜାତୀୟ ସେବା ସଂସ୍ଥା ଦ୍ଵାରା ଆୟୋଜିତ ତିନି ଦିନିଆ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ବିକାଶ ତାଲିମ ଶିବିର ଉଦଘାଟିତ ହୋଇଛି।ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମ ସଂଯୋଜକ ଡଃ ଚିତ୍ତରଞ୍ଜନ ଖୁଣ୍ଟିଆ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ଜୟନ୍ତ ଦଣ୍ଡସେନା ମୁଖ୍ୟ ବକ୍ତା ରୂପେ ଅଳଙ୍କୃତ ଥିଲେ ,ସମ୍ମାନିତ ଅତିଥି ଭାବରେ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ପ୍ରଣତି ପଣ୍ଡା,ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇଥିଲେ ।ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ଅଧ୍ୟକ୍ଷ ଅବନୀ କୁମାର ଖମାରୀଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ  ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ଆଜି ଏହି ଶିବିରରେ ଓଡ଼ିଶା ଯୁବ ପୁରସ୍କାର ପ୍ରାପ୍ତ କାର୍ଯ୍ୟକ୍ରମ ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ,ଯୁବ ସ୍ଵେଚ୍ଛାସେବୀ ଦୀପକ କୁମାର ବେହେରା ଓ ପ୍ରତ୍ୟୁଷ ବାଣୁଆଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଶିବିରରେ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଦ୍ଵାରା ଅନୁବନ୍ଧିତ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ୧୦୦ ଜଣ ସ୍ୱେଚ୍ଛା ସେବୀ ଏବଂ ୧୧ ଜଣ କାର୍ଯ୍ୟକ୍ରମ ଅଧିକାରୀ ଯୋଗଦାନ କରିଛନ୍ତି ।ତିନି ଦିନ ବିଶିଷ୍ଟ ଏହି ଶିବିରରେ ୧୦ ଗୋଟି ବିଷୟବସ୍ତୁ ସହ ୧୦ ଟି ଅଧିବେଶନ ହେବାର ସୂଚନା ମିଳିଛି ।ନେତୃତ୍ବର ବିକାଶରେ ରାଜ୍ୟ ଓ ଦେଶର ବିକାଶ ଦିଗଟି ମଜବୁତ୍ ହୋଇପାରିବ ତେଣୁ ଏହି ତାଲିମ କାର୍ଯ୍ୟକ୍ରମଟି ଯୁବ ଗୋଷ୍ଠୀକୁ ଉତ୍ସାହିତ କରିବା ସହିତ ସେମାନଙ୍କ ମନୋବଳକୁ ଦୃଢ଼ କରିବାରେ ସହାୟକ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।ଶେଷରେ ଅଧ୍ୟାପିକା କେତକୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like