-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଶାରୀରିକ ଶିକ୍ଷା ଶିକ୍ଷକ ଙ୍କ ଶାରୀରିକ ନିର୍ଯ୍ୟାତନା*- *ତଦନ୍ତ ନ ହେଉ ବାଟବଣା*-

24-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଜବାହାର ନବୋଦୟ ବିଦ୍ୟାଳୟ  ତରଭା ରେ ଦଶମ ଶ୍ରେଣୀର ଜଣେ ଛାତ୍ର କରନ ସାହୁ ସ୍କୁଲ୍ ରେ ନିର୍ଯାତନା ହେବା ପରେ ଜରୁରୀ କାଳୀନ ଫୋନ ନ ୧୦୯୮ କୁ ଫୋନ ଯୋଗେ ଯୋଗାଯୋଗ କରିଥିଲେ l ଜିଲ୍ଲା ପ୍ରକଳ୍ପ ସଂଯୋଜକ ଚାଇଲ୍ଡ ହେଲ୍ପ ଲାଇନ  ସୁଜିତ କୁମାର ମିଶ୍ର  କଲ୍ ରିଶିଭ ପରେ ଶିଶୁ ସୁରକ୍ଷା କଲ୍ୟାଣ ସମିତି ଙ୍କୁ ପତ୍ର  ମାଧ୍ୟମରେ ତୁରନ୍ତ ଜଣlଇଥିଲେ । ଯୁଗ୍ମ କମିଟି ସଂକର୍ଷଣ ପଣ୍ଡା ଅଧକ୍ଷ୍ୟ ଶିଶୁ ମଙ୍ଗଳ ସମିତି , ଶାନ୍ତନୁ କୁମାର କର୍ଣ୍ଣ, ଶିଶୁ ମଙ୍ଗଳ ସମିତି, ହେମନ୍ତ କୁମାର ସା, ଶିଶୁ କଲ୍ୟାଣ ସମିତି ର ସଦସ୍ୟ, ସୁଜିତ କୁମାର ମିଶ୍ର ଜିଲ୍ଲା ପ୍ରକଳ୍ପ ସଂଯୋଜକ ଚାଇଲ୍ଡ ହେଲ୍ପ ଲାଇନ ସୁବର୍ଣ୍ଣପୁର  ସୁଧୀର କୁମାର ଦାସ,  କାଉନ୍ଶିଲର , ଚାଇଲ୍ଡ ହେଲ୍ପ ଲାଇନ ,ସୁବର୍ଣ୍ଣପୁର  ପ୍ରଶାନ୍ତ ମାହାକୁଡ କାଉନସିଲର, ଡିସିପିଓ ସୁବର୍ଣ୍ଣପୁର ଙ୍କ ମିଳିତ ଉଦ୍ୟମରେ ନବୋଦୟ ବିଦ୍ୟାଳୟକୁ ଯାଇ ଉକ୍ତ ଶିଶୁ  କୁ ପୁରା ଘଟଣା ବିଷୟ ରେ ପଚାରି ବୁଝିଥିଲେ। ଶାରୀରିକ ଶିକ୍ଷା ଶିକ୍ଷକ ମନମହୋନ ପଟେଲ ତାର ଚୁଟିକୁ ଟାଣି ଘୋଷାଡି ନେଇ ଭଙ୍ଗା କାଚ ପଡିଥିବା ଡ୍ରେନ ରେ ପକେଇବାକୁ ଚେଷ୍ଟା କରୁଥିବା ବେଳେ  ଶିଶୁ ଟି ଶିକ୍ଷକଙ୍କ  ଠୂ ଛଡେଇ ହେବାକୁ ଯାଇ ତଳେ ପଡି ଯାଇଥିଲା l ଯେଉଁଥିରେ କି ମୁଣ୍ଡରେ ଭୀଷଣ ଆଘାତ ଲାଗିଛି ଓ  ଶିଶୁ ର ମୁଣ୍ଡ ବୁଲେଇବା ସହ ବାନ୍ତି ଲାଗିବା କଥା  ଅଭିଯୋଗ କରିଥଲେ ଉକ୍ତ କମିଟି କୁ l କମିଟି ତୁରନ୍ତ ଭୀମ ଭୋଇ ଚିକିତ୍ସାଳୟକୁ ପୀଡିତ  କରନ୍ ଙ୍କୁ ସ୍ଥାନତାରିତ କରିବାକୁ ପରାମର୍ଶ ଦେଇଥିଲେ। ଯୁଗ୍ମ କମିଟି ଆଗରେ ଛ।ତ୍ର / ଛାତ୍ରୀ ମାନେ ସ୍ବେଚ୍ଛା କୃତ ଭାବେ କହିଥିଲେ ଯେ ଶିକ୍ଷଙ୍କ ଏହି ପରି ଅଭ୍ଯାସ ଆଗରୁ ମଧ୍ୟ  ରହିଛି । ଏବଂ ବିଦ୍ୟାଳୟ ର ହାଉସ ଫାଦର ପିଲାମାନଙ୍କୁ ଡରେଇ ଧମକେଇ କାହାକୁ ନ ଜଣେଇବାକୁ ତାଗୀଦ କରନ୍ତି ବୋଲି କହିଥିଲେ l ଏଣୁ  ତଦନ୍ତ କୁ ବାଟବଣା ନ କରି ଏହାର ତୁରନ୍ତ ତଦନ୍ତ ହୋଇ ଏହି ଶିକ୍ଷକ ଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠନ ପାଇଁ ଛାତ୍ର ଛାତ୍ରୀ ଅଭିଭାବକ ଏବଂ ଜନସାଧାରଣ  ଜିଲ୍ଲା ପ୍ରଶାସନକୁ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like