-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଅତାବିରା ରେ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ପାଳିତ, ଭାରତୀୟ ଅସ୍ମିତା ର ପ୍ରତୀକ "ସଂସ୍କୃତ" ମତ ପ୍ରକାଶ

24-Aug-2024



ବରଗଡ଼/ଅତାବିରା(ନିରଞ୍ଜନ ତ୍ରିପାଠୀ)- ଭାରତୀୟ ସଂସ୍କୃତି, ଐତିହ୍ୟ, ପରମ୍ପରା ର ମୂଳ ଆଧାର ତଥା ଭାରତୀୟ ଅସ୍ମିତା ର ପ୍ରତୀକ ହେଉଛି ସଂସ୍କୃତ । ସଂସ୍କୃତ ବଞ୍ଚିଲେ ଭାରତୀୟ ସଂସ୍କୃତି ସୁରକ୍ଷିତ ବୋଲି ବରଗଡ଼ ଜିଲ୍ଲା ଅତାବିରା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ପାଳନ ଅବସର ରେ ବିଶିଷ୍ଟ ଅତିଥି ଗଣ ମତ ପ୍ରକାଶ କରିଛନ୍ତି ।ବ୍ଲକ ସଂସ୍କୃତ ଶିକ୍ଷକ ସଂଘ ର  ସଭାପତି ଦିଲ୍ଲୀପ ପଟ୍ଟନାୟକ ଓ ସମ୍ପାଦକ ସୁଧୀର ରଥଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଓ ସାଗରିକା ଦାସଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ କୁ  ଅତାବିରା ବିଇଓ ମିଶ୍ରାଣୀ କୁମ୍ଭାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଶିକ୍ଷୟିତ୍ରୀ ସୁପ୍ରଭା ସାହୁ ଅବସର ପ୍ରାପ୍ତ  ଶିକ୍ଷକ ଲବ ସାହୁ   ପ୍ରମୁଖ ଯୋଗ ଦେଇ ସଂସ୍କୃତ ଭାଷା ଭାରତୀୟ ସଂସ୍କୃତି ର ମୂଳ ଆଧାର ବୋଲି ଉଲ୍ଲେଖ କରିଥିଲେ  ଏହି ଅବସର ରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ସଂସ୍କୃତ ନୃତ୍ୟ, ଗୀତ ରଚନା ଓ ସଂସ୍କୃତ ନାଟକ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା 
ବିଚାରକ ଭାବେ ଶିକ୍ଷକ ଅରୁଣ ଦାସ ଭାସ୍କର ପ୍ରଧାନ କିରଣ ବିଶ୍ଵାଳ ,ଘନଶ୍ୟାମ ପଣ୍ଡା ମୋହନ ମେହେର ପ୍ରମୁଖ ଯୋଗ ଦେଇଥିଲେ ।ଉଦଯାପନୀ ସମାରୋହ ରେ ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଂସ୍କୃତ ଭାଷା ହିଁ ଭାରତ ର ଆତ୍ମା ବୋଲି ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ଭାବେ ଭେଡେନ ବିଇଓ ମଛିନ୍ଦ୍ର

ମଲ୍ଲିକ ଏବିଇଓ କାର୍ତ୍ତିକ ବାଗ,ବରଗଡ଼ ଜିଲ୍ଲା ଶାରିରିକ ଶିକ୍ଷା ନିରୀକ୍ଷକ  ସୁଦୀପ୍ତ କୁମାର ନାୟକ ମୁଖ୍ୟ ବକ୍ତାଭାବେ  ନିଖିଲ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ର ଯୁଗ୍ମ ସଂପାଦକ ପଣ୍ଡିତ ଗୋପବନ୍ଧୁ ପୁରୋହିତ ପ୍ରମୁଖ ଯୋଗ ଦେଇ ସଂସ୍କୃତ ଭାଷା ର ମହନୀୟତା ଉପରେ ଆଲୋକପାତ କରିଥିଲେ ।ଦ୍ବିତୀୟ ଅଧିବେଶନ ର କାର୍ଯ୍ୟକ୍ରମ କୁ ସମ୍ପାଦକ ସୁଧୀର ରଥ ପରିଚାଳନା କରିଥିବା ବେଳେ ସଭାପତି ଦିଲ୍ଲୀପ ପଟ୍ଟନାୟକ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ରେ ଶିକ୍ଷୟିତ୍ରୀ ପଦ୍ମାଳୟା ସାହୁ,ସାଗରିକା ଦାସ , ମିଲୀ ଦାଶ, ଦେବାନନ୍ଦ ଭୋଇ ,ଲୁକେଶ୍ୱର୍ ବଗର୍ତ୍ତି ,ନେତ୍ରାନନ୍ଦ ପ୍ରଧାନ ରାମ ଭୋଇ ,ଚିତ୍ତରଞ୍ଜନ ଭୋଇ ପ୍ରମୁଖଙ୍କ ଅତାବିରା ବ୍ଲକର ସମସ୍ତ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।ପଣ୍ଡିତ ମେଦିନୀ କାନ୍ତ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like