-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା

24-Aug-2024



ବରଗଡ଼ / ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)-ଶିକ୍ଷାର୍ଥୀଙ୍କ ମନରେ ବୈଜ୍ଞାନିକ ମନୋବୃତ୍ତି ଜାଗ୍ରତ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ 'ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ' କାର୍ଯ୍ୟକ୍ରମ ତରଫରୁ  ସମଗ୍ର ଶିକ୍ଷା ବରଗଡ଼ ଆନୁକୂଲ୍ୟରେ ଅମ୍ବାଭୋନା ବ୍ଲକ କଣ୍ଡପଲା ସ୍ଥିତ ପଞ୍ଚାୟତ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ଭିତ୍ତିକ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ବୈଠକରେ ଅମ୍ବାଭୋନା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବନା ସାହୁଙ୍କ ଅଧ୍ଯକ୍ଷତାରେ ମୁଖ୍ଯଅତିଥି ଭାବରେ ଭୁକ୍ତା ମହାତ୍ମାଗାନ୍ଧୀ ମାଧ୍ୟମିକ ମହାବିଦ୍ୟାଳୟର ଅଧ୍ଯାପକ ଡଃ ଜୟନ୍ତ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ ଭୁକ୍ତା ଜନତା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ ମାଷ୍ଟର ଟ୍ରେନର ସଂଜୟ ଖମାରୀ  ଏବଂ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲମୋହନ ସିଂହ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ,କଣ୍ତପଲା ପଞ୍ଚାୟତ ହାଇସ୍କୁଲର ପ୍ରଧାନ ଶିକ୍ଷକ ରନ୍ତିଦେବ ନାୟକ,ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସୁରେଶ ନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ସନୁ ପଧାନ  ଯୋଗଦେଇଥିଲେ।ଅତିଥିବୃନ୍ଦ ବିଘ୍ନ ବିନାଶକ ଗଣେଶଙ୍କ ଫଟୋ ଚିତ୍ରରେ  ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପ ପ୍ରଦାନ କରି ପୂଜାର୍ଚ୍ଚନା କରିବା ପରେ ଆନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଅମ୍ବାଭୋନା କ୍ଳଷ୍ଟରର ସି.ଆର.ସି.ସି ପୁନୀରାମ ଗଣ୍ତ ପ୍ରାରମ୍ଭିକ ସୂଚନା ଓ ସ୍ବାଗତ ଭାଷଣ, କୁମ୍ମୋ କ୍ଳଷ୍ଟରର ସି.ଆର.ସି.ସି ରାମେଶ୍ଵର ଭୋଇ ଅତିଥି  ପରିଚୟ ପ୍ରଦାନ ଏବଂ  ଲଖନପୁର କମଳ ସିଂ ଦାଉ ସରକାରୀ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ମନୋହର ସାହୁ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ।ଆୟୋଜିତ କୁଇଜ ପ୍ରତିଯୋଗିତାରେ ଅମ୍ବାଭୋନାବ୍ଳକର ସମସ୍ତ ବିଦ୍ଯାଳୟର  କୃତୀ ଛାତ୍ରଛାତ୍ରୀ  ଅଂଶଗ୍ରହଣ କରିଥିଲେ।ଉପକନିଷ୍ଠ ବିଭାଗରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭୈନାତୋରାର ଆର୍ଯ୍ୟ ପରିଧି ସାହୁ, କନିଷ୍ଠ ବିଭାଗରେ ହୀରାଧର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭୈନାତୋରାର ଅଭିଜିତ ମାଝି  ଏବଂ ବରିଷ୍ଠ ବିଭାଗରେ ଦ୍ବାରିକାଧୀଶ ହାଇସ୍କୁଲ ଦ୍ଵାରୀର ପ୍ରତୀକ୍ଷା ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିଲେ।ମୂଲ୍ୟାୟନ କାର୍ଯ୍ୟରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ମନୋହର ସାହୁ, ତୁଷାର ପ୍ରଧାନ,ଶୁଭାଶିଷ ଜଗତ, ଆକୁଳ ବାଗ ତପେଶ୍ୱର ପଧାନ, ପ୍ରଣୟ ରଞ୍ଜନ ଭୁଏ, ଶିକ୍ଷୟିତ୍ରୀ ରୀନା କୁମାରୀ ମେହେର ପ୍ରମୁଖ ସହଯୋଗ କରିଥିଲେ।ଉଦଯାପନୀ କାର୍ଯ୍ୟକ୍ରମରେ କୃତି ଛାତ୍ର ଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ଏହି  କାର୍ଯ୍ୟକ୍ରମରେ  ଗୋଷ୍ଠି ଶିକ୍ଷା କାର୍ଯ୍ଯାଳୟର ହିସାବ ରକ୍ଷକ ଭାଗବତ ବେହେରା ,ହିସାବ ରକ୍ଷକ ଇଶ୍ବର ସାହୁ, କନିଷ୍ଠ କିରାଣୀ ପ୍ରଦୀପ ଡନସନା, ଶିକ୍ଷକ ଜନକ ରାମ ବାରିକ,କଣ୍ତପଲା ସ୍କୁଲର ଶିକ୍ଷକ ଟେଙ୍ଗନୁ ନାୟକ, ପଦ୍ମନାଭ ପଧାନ, ବିବେକ କୁମାର ନାୟକ, ସିଆରସିସି କେଦାର ନାଏକ, ଚୌଧୁରୀ ପାତ୍ର, ସୁଶାନ୍ତ ପଧାନ, ନିରଞ୍ଜନ ପଟେଲ, ସୁମନ୍ତ ବାଗ  ଓ ବ୍ଲକର ସମସ୍ତ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ। ପରିଶେଷରେ ଶିକ୍ଷକ ସନ୍ତୋଷ ମାଝି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like