-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||     

HOME   ଜିଲ୍ଲା

ମଦ ଜବତ,ଜଣେ ଗିରଫ 

24-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା):କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ବାଲିଙ୍ଗ ଜୋର ଗ୍ରାମ ରାସ୍ତା ନିକଟରେ ଚଢାଉ କରି ବିପୁଳ ଦେଶୀ ମଦ ଜବତ କରିଥିବା ବେଳେ ଘଟଣାରେ ଜଣକୁ ଗିରଫ କରାଯାଇଛି | ଜବତ ଦେଶୀ ମଦର ପରିମାଣ ୧୨ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ବାଲିଙ୍ଗ ଜୋର ଗ୍ରାମର କଳିଙ୍ଗ ଭୋଇ (୪୧) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୪୯/୨୪-୨୫ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ କଳିଙ୍ଗ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026

You Might Also Like