-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ସଂସ୍କୃତ ଦିବସ ପାଳିତ

24-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ସଂସ୍କୃତ ଦିବସ ପାଳିତ ହୋଇଯାଇଛି l  ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ସଭାପତିତ୍ୱ ଅନୁଷ୍ଠିତ ସଭାରେ ଦଧିବାବନ ଉଚ୍ଚ ବିଦ୍ୟାଳୟ ସଂସ୍କୃତ ଶିକ୍ଷକ ନିରଞ୍ଜନ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ଯୋଗଦେଇ ସଂସ୍କୃତର ଉପାଦେୟତା ଓ ଉପଯୋଗିତା ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ l 

 ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମନୋରଞ୍ଜନ ସାହୁ, ଶିକ୍ଷୟିତ୍ରୀ ହେମବନ୍ତି ବାଘ ଓ ଏମ.ମାଧୁରୀ ଡୋରା ପ୍ରମୁଖ ଅତିଥିଭାବେ ଯୋଗଦେଇ ଆଧୁନିକ ଯୁଗରେ ସଂସ୍କୃତର ଆବଶ୍ୟକତା ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ  l  ବିଦ୍ୟାଳୟ

ସଂସ୍କୃତ ଶିକ୍ଷୟିତ୍ରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଦୁଦ୍ୟମରେ ପିଲାଙ୍କ ମଧ୍ୟରେ ସଂସ୍କୃତ ସମ୍ଭାଷଣ ଓ ସଂଗୀତ ପ୍ରତିଯୋଗିତା ହୋଇଥିଲା l  ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ଓ ସହଭାଗିତା ପ୍ରମାଣପତ୍ର ଦ୍ୱାରା ପୁରସ୍କୃତ କରାଯାଇଥିଲା l  ସ୍କୁଲର କଳା ଶିକ୍ଷକ ବନମାଳୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ lକାର୍ଯ୍ୟକ୍ରମକୁ ବିଦ୍ୟାଳୟର ସୁଜିତ ତରିଆ, ସତ୍ୟଜିତ ପଣ୍ଡା, ଆଲୋକ ପରଡ଼ିଆ, ଦୁଷ୍ମନ୍ତ ବିଶ୍ୱାଳ, ଦେବାଶ୍ରିତ ପ୍ରଧାନ, ନବ କୁମାର, ମୀରାବାଈ ଧରୁଆ, ସୁପ୍ରିୟା ପ୍ରିୟଦର୍ଶିନୀ, ମନୋଜ ବନଛୋର ଆଦି ପରିଚାଳନାରେ ସହଯୋଗ କରିଥିବା ବେଳେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଉପସ୍ଥିତଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like