-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ରାଜ୍ୟ

ବୁଡାପାଲିରେ ତୃତୀୟ କ୍ଲଷ୍ଟରସ୍ତରୀୟ ବୈଠକ

24-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରର ବୁଡାପାଲି ହାଇସ୍କୁଲରେ ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସି.ଆର.ସି.ସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ କ୍ଷେତରପଡା ସ୍କୁଲର ପ୍ରଧାନଶିକ୍ଷକ ସୌଦାମିନୀ ମାଝୀ, ସ୍ଥାନୀୟ ହାଇସ୍କୁଲର ପ୍ରଧାନଶିକ୍ଷକ ବିଜୟ ରଞ୍ଜନ ମେହେର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରାରମ୍ଭରେ ସ୍ଥାନୀୟ ହାଇସ୍କୁଲର ଛାତ୍ରୀମାନେ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ। ବିଦ୍ୟାଳୟର ଭୌତିକ ଓ ଶୈକ୍ଷିକ ପରିବେଶକୁ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀଗଣ ପରିଦର୍ଶନ କରିଥିଲେ।ଚଳିତ ମାସର ପାଠ୍ୟ ଖସଡା ସଂପର୍କରେ ଲେମଧର ସେବାଶ୍ରମର ଶିକ୍ଷୟିତ୍ରୀ ନମିତା ବେହେରା ଆଲୋଚନା କରିଥିଲେ।ପରେ ଦୀକ୍ଷା ଆପ୍ସରେ ଗଣିତ ଶିକ୍ଷଣ, ଜାତୀୟ ଉପଲବ୍ଧି ସର୍ବେକ୍ଷଣ, ଶ୍ରେଣୀ ଗୃହ ପର୍ଯ୍ୟବେକ୍ଷଣ ସଂପର୍କରେ ବିଶଦ ଆଲୋଚନା ହୋଇଥିଲା। ଏଥିରେ ଦଶଟି ଶିଳ୍ପାନୁଷ୍ଠାନର ପ୍ରଧାନଶିକ୍ଷକ ଓ ଏଫ୍ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ୍ ହେଇଥିଲେ। ଆନନ୍ଦ ଚନ୍ଦ୍ର ପୁଜାରୀ, ପ୍ରସନ୍ନ ଭୋଇ,କମଳ ଛତର, ସ୍ଵର୍ଣ୍ଣପ୍ରଭା ମେହେର, ମୈଥିଳୀ ମେହେର,କେଶବ ମେହେର, ଅଶୋକ ପାଣ୍ଡେ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ବଡବାଉଁଶେନ କ୍ଲଷ୍ଟରର ଅଇଲପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସି.ଆର.ସି.ସି ଦୁର୍ବାଦଳ ବଡଗୋଛିଆ, ବାନ୍ଦୁପାଲି କ୍ଲଷ୍ଟରର ବିନୂଆପାଲିରେ ସି.ଆର.ସି.ସି ସୀତାରାମ ଦୀପ, ତାଲପଦର କ୍ଲଷ୍ଟରର ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସି.ଆର.ସି.ସି ବାସୁଦେବ ପଧାନଙ୍କ ଅଧ୍ୟକ୍ଷତାରେ ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like