-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

ଉତ୍ତମ ପ୍ରଦର୍ଶନ ନିମନ୍ତେ ପୁଇଁତଲା ପ୍ରଗତି ଏଫ.ପି.ଓ ସମ୍ମାନିତ

24-Aug-2024



ବଲାଙ୍ଗିର(ପ୍ରେରଣା ଖବର)  କୃଷି ଏବଂ କୃଷକଙ୍କ ପାଇଁ ସମର୍ପିତ ପୁଇଁତଲା ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ । ଆଜି ଭୁବନେଶ୍ବର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବ ବିଦ୍ୟାଳୟ (ଓୟୁଏଟି)ର ୬୩ତମ ସମାବର୍ତ୍ତନ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଉପସ୍ଥିତିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ପୁଇଁତଲା ଏଫ.ପି.ଓ ଙ୍କୁ  ସମ୍ମାନିତ କରିଛନ୍ତି । ପୁଇଁତଲା ପ୍ରଗତି ଏଫ.ପି.ଓ ତରଫରୁ ପରିଚାଳନା ନିର୍ଦେଶକ ପ୍ରଦୀପ ପ୍ରଧାନ ମାନପତ୍ର ଗ୍ରହଣ କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଭାରତ ସରକାରଙ୍କ କେନ୍ଦ୍ରୀୟ ଯୋଜନାରେ ନାବାର୍ଡ ଏବଂ ମହାଶକ୍ତି ଫାଉଣ୍ଡେସନ ଦ୍ବାରା ଗଠିତ ୧୧ ଗୋଟି କୃଷକ ଉତ୍ପାଦକ କମ୍ପାନୀ ମଧ୍ୟରେ ପୁଇଁତଲା ପ୍ରଗତି ଏଫ ପି ଓ ଅନ୍ୟତମ । ଡିସେମ୍ବର ୨୦୨୨ ରେ ଗଠିତ ଏହି କୃଷକ ଉତ୍ପାଦକ କମ୍ପାନୀ ବର୍ତ୍ତମାନ ସୁଦ୍ଧା ୭୫୧ ଅଂଶୀଦାର କୃଷକଙ୍କୁ ନେଇ କାମ କରୁଛି । ସମ୍ପ୍ରତି ଏହି କୃଷକ ଉତ୍ପାଦକ କମ୍ପାନୀ ଡାଲି ଜାତୀୟ ଫସଲ, ତୈଳବୀଜ, ପନିପରିବା, ଧାନ ମଞ୍ଜି ଉତ୍ପାଦନ, ପ୍ରକ୍ରିୟାକରଣ ଏବଂ ବିକ୍ରୟ କ୍ଷେତ୍ର ତଥା ବ୍ୟବସାୟୀକ ସଜନା ଚାଷ ଇତ୍ୟାଦିରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । କୃଷକ ମାନଙ୍କୁ ଏକତ୍ରିତ କରାଇ ତାଙ୍କର ଉତ୍ପାଦିତ ସାମଗ୍ରୀକୁ ସଠିକ ଦରରେ ବିକ୍ରି କରି ସେମାନଙ୍କ ଆର୍ଥିକ ମାନଦଣ୍ଡକୁ ସମୃଦ୍ଧ କରି ପାରିଛି । ଅଧୁନା କୃଷି କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ସ୍ବରୂପ ଏବେ ଡ୍ରୋନମାଧ୍ୟମରେ ସାର ଏବଂ କୀଟନାଶକ ସିଞ୍ଚନ ପାଇଁ ଚାଷୀ ମାନଙ୍କୁ ଡ୍ରୋନ ସେବା ଯୋଗାଇ ଦିଆ ଯାଉଛି । ଆଜିର ଏହି ସଫଳତା ପାଇଁ ସବୁଆଡୁ ପୁଇଁତଲା ଏଫପି କୁ ଶୁଭେଛାର ସୁଅ ଛୁଟୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like