-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଟାଇକୋଣ୍ଡା ଆଇଟିଏଫରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିଣି ଗୈାରବ ଆଣିଲେ ପୂର୍ଣ୍ଣବ୍ରହ୍ମ ମୁଦୁଲି

24-Aug-2024



ଭୁବନେଶ୍ବର(ପ୍ରେରଣା ଖବର)-ଦଶମ ଏସିଆନ ଟାଇକୋଣ୍ଡା ଚମ୍ପିୟାନସିପରେ ଭାଗନେଇ ଭାରତବର୍ଷ ପାଇଁ ଇତିହାସ ରଚିଲେ ପୂର୍ଣ୍ଣବ୍ରହ୍ମ ମୁଦୁଲି। ପୂର୍ଣ୍ଣବ୍ରହ୍ମ ମୁଦୁଲି ୬୦ କେ.ଜି ରେ ଭାଗନେଇ ପ୍ରତିଦ୍ବନ୍ଦିତା କରୁଥିବା ପ୍ରତିଯୋଗୀଙ୍କ ସହ ପ୍ରତିଯୋଗିତା କରି ଲଗାତାର ତୃତୀୟ ରାଉଣ୍ଡରେ ବିଜୟ ଲାଭକରି ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିଣିବା ସହ ଦେଶ ତଥା ଓଡ଼ିଶା ରାଜ୍ୟର ସମ୍ମାନକୁ ଉଚ୍ଚତର ସୋପାନରେ ପହଞ୍ଚାଇଛନ୍ତି। ପୂର୍ଣ୍ଣବ୍ରହ୍ମ ମୁଦୁଲିଙ୍କ ପ୍ରଶିକ୍ଷକ ଶ୍ରୀଯୁକ୍ତ ଲକ୍ଷ୍ମୀପ୍ରସାଦ ନାୟକ ତୃତୀୟ ଡନଙ୍କ ବ୍ଲାକ ବେଲ୍ଟ ପାଖରେ ପ୍ରଶିକ୍ଷଣ ନେଉଥିଲେ।ଦିର୍ଘ ବର୍ଷ ହେଲାଣି ପୂର୍ଣ୍ଣବ୍ରହ୍ମ ମୁଦୁଲି ନିଷ୍ଠାର ସହିତ ଅକ୍ଲାନ୍ତ ପରିଶ୍ରମର ଫଳ ଦେଶ ପାଇଁ ଗର୍ବର ବିଷୟ ଅଟେ।ସେ କଳିଙ୍ଗ ଯୋଦ୍ଧା ଟାଇକୋଣ୍ଡା ଏକାଡେମୀର ପ୍ରଶିକ୍ଷକ ଲକ୍ଷ୍ମୀ ପ୍ରସାଦ ନାୟକ ବ୍ଲାକ ବେଲ୍ଟ ଡନ୍ ଙ୍କ ନିକଟରେ ପ୍ରଶିକ୍ଷଣ ନେଉଥିଲେ।୨୦୨୩ରେ ଜାତୀୟ ସ୍ତରରେ ଭାଗନେଇ ଶ୍ରୀ ପୂର୍ଣ୍ଣବ୍ରହ୍ମ ରୈାପ୍ୟ ପଦକ ହାସଲ କରିଥିଲେ ।୨୦୨୨ରେ ପୂର୍ବଭାରତ ପାଇଁ ବ୍ରୋଞ୍ଜ ପଦକ ହାସଲ କରି ଓଡ଼ିଶାର ମାନସମ୍ମାନକୁ ହାଇଦ୍ରାବାଦରେ ଉଚ୍ଚ କରିଥିଲେ।ଏସିଆନ ଟାଇକୋଣ୍ଡାରେ ସ୍ୱର୍ଣ୍ଣ ପଦକ ଜିଣିବା ସହିତ ଭାରତ ପ୍ରତିକ ଜାତୀୟ ପତାକାକୁ ସମ୍ମାନ ଜଣାଇ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା।ଏହି ଖେଳ ୧୯ ରେ ଆରମ୍ଭ ହୋଇଥିବାବେଳେ,୨୫ ତାରିଖରେ ସମାପନ ହେବ। ଶ୍ରୀ ପୂର୍ଣ୍ଣବ୍ରହ୍ମ ମୁଦୁଲି ଆଜି କଳିଙ୍ଗ ଯୋଦ୍ଧା ଟାଇକୋଣ୍ଡା ଏକାଡେମୀର ସମ୍ମାନକୁ ଉଚ୍ଚତର କରିବା ସ‌ହ ଓଡ଼ିଶା ତଥା ଭାରତବର୍ଷ  ସମ୍ମାନ ରକ୍ଷା କରି ପାରିଛନ୍ତି। ଆଜି  ଯେଉଁ ସମ୍ମାନର ଅଧିକାରୀ ହୋଇ ପାରିଛନ୍ତି ଖବର ଜଣିପଡିଲା ପରେ ପରେ ବିଭିନ୍ନ ମହଲରୁ ପୂର୍ଣ୍ଣବ୍ରହ୍ମ ମୁଦୁଲିଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଆଗାମୀ ଦିନରେ ପୂର୍ଣ୍ଣବ୍ରହ୍ମ ମୁଦୁଲି ଅଲମ୍ପିକରେ ଭାଗନେବା ପାଇଁ ଲକ୍ଷ ରଖିଛନ୍ତି ବୋଲି ତାଙ୍କ କୋଚ୍ ଲକ୍ଷ୍ମୀ ପ୍ରସାଦ ନାୟକଙ୍କ ଠାରୁ ପ୍ରକାଶ। ପୂର୍ଣ୍ଣବ୍ରହ୍ମ ହେଉଛନ୍ତି ଭୁବନେଶ୍ବରରେ ପ୍ରକାଶିତ ଦୈନିକ ତ୍ରୟ ଭାଷୀକ ସମ୍ବାଦପତ୍ର ବିଶ୍ୱବାଣୀର ସମ୍ପାଦକ ଶ୍ରୀମାନ ଅର୍ଜୁନ ମୁଦୁଲିଙ୍କ ଏକମାତ୍ର ଅଲିଅଳ ପୁତ୍ର।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like