-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସି ଆର ସି ସି ଙ୍କ ବିଦାୟ ସମ୍ବର୍ଦ୍ଧନା ସମାରୋହ,

24-Aug-2024



ସିନାପାଲି (ଚିନ୍ତାମଣି ନେତାମ )  ନୂଆପଡା ଜିଲ୍ଲା ସିନାପାଲି ବ୍ଲକ କୈଟ ପଦର କ୍ଲଷ୍ଟର ସ୍ତରୀୟ ସାରଧା ପୁର ଉପ୍ରା ବିଦ୍ୟାଳୟ ରେ ତୃତୀୟ ମାସିକ ବୈଠକ ତଥା ସି ଆର ସି ସି ଙ୍କ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସର ରେ ଅନୁଷ୍ଠିତ ହୋଇଥିବା ସଭାରେ କୈଟପଦର ନୋଡାଲ ଉପ୍ରା ବିଦ୍ୟାଳୟ  ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୋମନାଥ ନାଏକ  ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ କୈଟପଦର   ଏସ୍କ ସି ଆର ସି ସି ଶ୍ରୀଯୁକ୍ତ ଶୋଭାରମ ଜଗତ, ମୁଖ୍ୟ ବକ୍ତା ଭାବରେ ଭାରପ୍ରାପ୍ତ ସି ଆର ସି ସି  ଶ୍ରୀଯୁକ୍ତ ଦେବେନ୍ଦ୍ର ସୁନାନୀ,ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ବିପିନ ମାଳି ପ୍ରଧାନ ଶିକ୍ଷକ  ଆଶ୍ରମ ବିଦ୍ୟାଳୟ ଖଇର ପଦର,ଶ୍ରୀଯୁକ୍ତ ଧର୍ମୁ ଗୌଡ଼  ପ୍ରଧାନ ଶିକ୍ଷକ କୋଲଥିଆ ପଡା  ପ୍ରାଥମିକ ବିଦ୍ୟାଳୟ, ଯୋଗ ଦେଇଥିଲେ । ସହକାରୀ ଶିକ୍ଷକ କୈ ଟ ପଦର  ନୋଡାଲ ଉପ୍ରା ବିଦ୍ୟାଳୟ ର ଶ୍ରୀଯୁକ୍ତ କ୍ଷିତିପତି ନାଗ  ଅତିଥି ଅଧିକାରୀ ଙ୍କୁ ମଞ୍ଚ କୁ  ସ୍ୱାଗତ କରିବା ସହ ସଭା କାର୍ଯ୍ୟ ପରିଚାଳନା କରିଥିଲେ ।ଉପସ୍ଥିତ ସି ଆର ସି ସି ଓ ଶିକ୍ଷକ ଶିକ୍ଷୟିତ୍ରୀ, ଅତିଥିଗଣ ବିଦାୟୀ  ଏସ୍କ ସି ଆର ସି ସି ଶ୍ରୀଯୁକ୍ତ ଶୋଭା ରାମଜଗତଙ୍କ ର ଦୀର୍ଘ ୫ ବର୍ଷ ର ସଫଳ ସି ଆର ସି ସି କାର୍ଯ୍ୟ କାଳ ପୂର୍ଣ୍ଣ କରି  ଲେବଲ ଥାର୍ଡ଼ ପ୍ରମୋସନ ପାଇ ବର୍ତମାନ ଖିପ୍ରିମାଲ ଉପ୍ରା ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ଭାବରେ ଯୋଗଦାନ କଲେ ।ତାଙ୍କ ସ୍ଥାନରେ ନୂତନ ଅସ୍ଥାୟୀ ସି ଆର ସି ସି ଭାବେ ଶ୍ରୀଯୁକ୍ତ ଦେବେନ୍ଦ୍ର ସୁନାନୀ  ପ୍ରଧାନ ଶିକ୍ଷକ ସରଧାପୁର ଉପ୍ରା ବିଦ୍ୟାଳୟ କୁ ନିଯୁକ୍ତି ଦିଆଗଲା । ଶ୍ରୀ ଜଗତ  ଙ୍କ ୫ ବର୍ଷ ର ସି ଆର ସି ସି ଅଧିକାରୀ ଭାବରେ ପ୍ରଶାସନିକ ଦକ୍ଷତାର ଭୁୟସୀ ପ୍ରଶଂସା କରିଥିଲେ। ତାଙ୍କର ସରଳ ଜୀବନ ଯାପନ, ଛାତ୍ର ବତ୍ସଲତା, ସହ କର୍ମୀ ଙ୍କ ସହ  ସୁ ସମ୍ପର୍କ ଓ ବନ୍ଧୁତା ପଣ ଯୋଗୁଁ ସବୁଦିନ ପାଇଁ ସିନାପାଲି ର ଶିକ୍ଷକ  ଓ ସି ଆର ସି ସି ଙ୍କ ମନରେ  ରହିବେ ବୋଲି ଅତିଥି ଗଣ  ମନ୍ତବ୍ୟ ଦେଇଥିଲେ । କ୍ଲଷ୍ଟର କାର୍ଯ୍ୟାଳୟ ତରଫରୁ ତାଙ୍କୁ ମାନ ପତ୍ର, ଉପ ଢୌକନ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ଶେଷରେ ଶ୍ରୀ କ୍ଷିତୀରାମ ମେହେର ଅତିଥି ଗଣ ଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ପ୍ରେମ ଲାଲ ମାଝୀ,କମଳା କାନ୍ତ ମେହେର,ଯୁଗେ ହରିଜନ,ପ୍ରଶାନ୍ତ ଜଗତ,ଧ୍ୱଜରାଜ ହାତୀ,ଦୁଧନାଥ ମାଝୀ,ନୀଳ ଲୋହିତ ମାଝୀ,ଅକ୍ଷୟ,କେନସିଂ ମାଝୀ,ଡାଇମଣ୍ଡ ମେହେର,ମନୋଜ ସା,ଟୁନା ନାଗ,ଧନନାଥ ମାଝୀ,ଚନ୍ଦ୍ର ଭାନୁ ମାଝୀ,ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like