-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ: ସ୍ଵର୍ଗତ କ୍ୟାମେରାମ୍ୟାନ ଦୁଃଖୀ ଶ୍ୟାମ ପ୍ରଧାନଙ୍କୁ ମିଡ଼ିଆ ଫୋରମ୍ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

25-Aug-2024



କନ୍ଧମାଳ/ଟିକାବାଲି(ରମେଶ ପଣ୍ଡା):  ଜିଲ୍ଲା ମିଡିଆ ଫୋରମ ପକ୍ଷରୁ ସ୍ଵର୍ଗତ ବରିଷ୍ଠ କ୍ୟାମେରାମ୍ୟାନ ଦୁଃଖୀଶ୍ୟାମ ପ୍ରଧାନଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଜିଲ୍ଲା ପ୍ରେସ କ୍ଲବ ଠାରେ ଏକ ଶୋକ ସଭା ଆୟୋଜନ କରାଯାଇଥିଲା l ସର୍ବପ୍ରଥମେ ସମ୍ପାଦକ ଶିବ ବିଶ୍ଵାଳ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସ୍ଵାଗତ କରିବା ସହ ସଭାପତି ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ସଭା ପରିଚାଳନା କରିବା ପାଇଁ ଅନୁରୋଧ କରିଥିଲେ l ସଭାପତି ଅନୁରୋଧ କ୍ରମେ ସ୍ୱର୍ଗତ ଦୁଃଖୀ ଭାଇଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ଦୁଇ ମିନଟ ନୀରବ ପ୍ରାର୍ଥନା ପୂର୍ବକ ଫୋଟ ପ୍ରତିଛବିରେ ପୁଷ୍ପ ଓ ଧୂପ ପ୍ରଦାନ କରାଯାଇଥିଲା  l ପରେ ସଂଘର  ବରିଷ୍ଠ ଉପଦେଷ୍ଟା ତଥା ସାମ୍ବାଦିକ ଗୋପାଳ କୃଷ୍ଣ ପଟ୍ଟନାୟକ ଦୁଃଖୀଶ୍ୟାମଙ୍କ ସ୍ମୃତିଚାରଣ କରିଥିଲେ l ଏଥି ସହିତ ପୂର୍ବତନ ଚାଇଲ୍ଡ ଲାଇନ ସଦସ୍ୟ ଶିବ ବେହେରା ସ୍ଵର୍ଗତ ଦୁଃଖୀ ଭାଇ ଜଣେ ହସଖୁସି ମିଜାଜ ଓ ମେଳାପୀ ଥିଲେ l ସାନକୁ ଶ୍ରଦ୍ଧା ବଡ଼କୁ ସମ୍ମାନ ପ୍ରଦାନ କରୁଥିଲେ ବୋଲି କହିଥିଲେ l ତାଙ୍କ ସ୍ମୃତିରେ ସଦସ୍ୟ ମାନେ ନିଜ ନିଜର ଅଭିଜ୍ଞତା ସମ୍ଵନ୍ଧରେ କିଛି କିଛି ବକ୍ତବ୍ୟ ରଖିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସଂଘର ଉପସଭାପତି ରମେଶ ଚନ୍ଦ୍ର ପ୍ରଧାନ, ଆଦିତ୍ୟ ପ୍ରସାଦ ତ୍ରିପାଠୀ, ବ୍ରଜ ମୋହନ ନାୟକ, ବୈଦ୍ଯ ନାଥ ନାୟକ, ଶିବ ପ୍ରସାଦ ନାୟକ, ରଞ୍ଜନ ଦାସ, ପ୍ରଶାନ୍ତ ଜେନା, ଶିବ ରାମ ନାୟକ,ପ୍ରଶାନ୍ତ ପଣ୍ଡା, ରଞ୍ଜିତ କୁମାର ଦିଗାଲ, ସୁଧୀର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like