-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରାଇରଙ୍ଗପୁରରେ କସମୋ ବଜାର ଖୋଲିଲା

25-Aug-2024



ରାଇରଙ୍ଗପୁର ବଜାର ଗୋଲେଇ ଛକ ନିକଟରେ କସମୋ ବଜାରର ନୂତନ କଳେବର ଉଦଘାଟିତ ହେଲା l ଏହି ଉଦଘାଟନୀ ସମାବେଶରେ ମାନ୍ୟଗଣ୍ୟ ଅତିଥି ଭାବେ ଶ୍ୟାମସୁନ୍ଦର ଅଗ୍ରୱାଲ, ବିଜୟ ଶଙ୍କର ଚାନ୍ଦଗୋଟିଆ ଓ ଓମପ୍ରକାଶ ଚୌବେ ଉପସ୍ଥିତ ରହି ଫିତାକାଟି ଶୁଭ ଉଦଘାଟନ କରିଥିଲେ l ଉକ୍ତ ଭବ୍ୟ କାର୍ଯ୍ୟକ୍ରମରେ ଏମ ଡି ଗଣେଶ ପଦ୍ଦାର, ଏରିଆ ମ୍ୟାନେଜର ବିଜୟ ପଣ୍ଡା, ଷ୍ଟୋର ମ୍ୟାନେଜର ସୌମ୍ୟରଞ୍ଜନ ନାୟକ, 

ଜମି ମାଲିକ ରଂଜନ ଚାନ୍ଦଗୋଟିଆ, ପ୍ରଜେକ୍ଟ ଏନଚାର୍ଜ ଅରୁଣ ମିଶ୍ରା ପ୍ରମୁଖ ସହିତ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିଥିଲେ l ଏଠାରେ ପୁରୁଷ , ମହିଳା ଓ ଶିଶୁମାନଙ୍କ ପାଇଁ ଭରପୁର ମାତ୍ରାରେ ଡ୍ରେସ୍ ରହିଛି l ଏଣିକି ଲୋକମାନଙ୍କୁ ରାଇରଙ୍ଗପୁର ଠାରୁ ଅନତି ଦୂରରେ ଟାଟା ଝାଡଖଣ୍ଡ, ବାରିପଦା ବାଲେଶ୍ବର ଯିବାକୁ ପଡିବ ନାହିଁ, ସ୍ଥାନୀୟ ଲୋକେ ସୁଲଭ ମୂଲ୍ୟରେ ଜନିଷପତ୍ର ଖରିଦି କରିପାରିପାବେ l

ଆଜକୁ ପୂଜାପାର୍ବଣ ପର୍ବ ଦୂର୍ଗାପୂଜା, କାଳିପୂଜା ଓ ଲକ୍ଷ୍ମୀପୂଜା ବିଶେଷ ଅଫର ରହିବ, ତାସହିତ ଆଜିଠାରୁ ୨୯ତାରିଖ ପର୍ଯ୍ୟନ୍ତ ଲକିଡ୍ର ମାଧ୍ୟମରେ ଗ୍ରାହକମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ଏରିଆ ମ୍ୟାନେଜର ସୂଚନା ଦେଇଥିଲେ l

॥ରାଇରଙ୍ଗପୁରରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like