-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀ ଗୁରୁତର

25-Aug-2024



ରାଇରଙ୍ଗପୁର(ମୟୂରଭଞ୍ଜ): ପୂର୍ବତନ ଓଡ଼ିଶା ସରକାର ନବୀନ ପଟ୍ଟନାୟକଙ୍କ ଦ୍ବାରା ଆରମ୍ଭ ହୋଇଥିଲା ପ୍ରତ୍ୟେକ ପଞ୍ଚାୟତରେ ଲକ୍ଷ୍ମୀ ବସ୍ ସେବା। ଯୋଉଥିରେ ରିହାତି ଭଡ଼ା ରେ ଗ୍ରାମାଞ୍ଚଳ ଲୋକେ ଯାତ୍ରା କରିପାରିବେ ବୋଲି। ତେବେ ଓଡିଶାରେ ନୂତନ ସରକାର ଆସିବା ପରେ ଉକ୍ତ ଲକ୍ଷ୍ମୀ ବସ୍ ସେବା ନାଁ କୁ ବଦଳାଇ ମୂଖ୍ୟମନ୍ତ୍ରୀ ବସ୍ ସେବା ନାଁ ରେ ନାମିତ ହୋଇ ଗ୍ରାମାଞ୍ଚଳ ରେ ଚାଲୁଥିବା ଏକ ବସ ଧକ୍କାରେ ଆଜି ଦୁଇ ଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇ ମେଡ଼ିକାଲ ରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।
   ସୂଚନା ମୁତାବକ ଆଜି ସକାଳେ ମୟୂରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକ ରୁ ଏକ ମୂଖ୍ୟମନ୍ତ୍ରୀ ବସ୍ ଯାତ୍ରା ଆରମ୍ଭ କରି ମହୁ ଭଣ୍ଡାର ଦେଇ ବାଲିଚୁଆ, ବଡ଼ ବାଲିଚୁଆ, ଅଶାଡୋଲା ଦେଇ ଏନ୍ ବି ପୋଖରିଆ ହୋଇ ପୁଣି ବିଶୋଇ ବ୍ଲକ ଛକରେ ପହଞ୍ଚିଥାନ୍ତା। କିନ୍ତୁ ବସଟିକୁ ବସର ଡ୍ରାଇଭର ଡ୍ରାଇଭିଙ୍ଗ୍ ନ କରି ବସ କଣ୍ଡକ୍ଟର ୨୦ ଜଣ ଯାତ୍ରୀଙ୍କୁ ନେଇ ଡ୍ରାଇଭିଙ୍ଗ୍ କରୁଥିବା ନିଜେ କଣ୍ଡକ୍ଟର କହିଛନ୍ତି। ଯାହା ଦ୍ଵାରା ଆଜି ବିଶୋଇ ବ୍ଲକ ଏନ୍ ବି ପୋଖରିଆ ପଞ୍ଚାୟତର ବଡ଼ ବାଲିଚୁଆ ଠାରେ ଅଶାଡୋଲା ଗ୍ରାମର ଧାରମାଲ ମାଝୀ ପିତା - ଚନ୍ଦ୍ର ମାଝୀ ଏବଂ କାହ୍ନୁ ମାର୍ଣ୍ଡୀ, ପିତା- ପିଥ ମାର୍ଣ୍ଡୀ ନାମକ ଦୁଇ ଜଣ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇ ନାଳରେ ପକାଇ ଦେଇଥିଲା। ତେବେ ବସର କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ବାଇକ୍ ଟି କ୍ଷତିଗ୍ରସ୍ତ

ହେବା ସହିତ ଦୁଇ ଜଣ ଆରୋହୀ ଗୁରୁତର ଆହତ ମେଡ଼ିକାଲ ରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ତେବେ ଘଟଣାର ଖବର ପାଇ ବିଶୋଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ ଓ ବସକୁ ଜବତ କରିବା ସହିତ ବସ ଷ୍ଟାଫ୍ ଙ୍କୁ ମଧ୍ୟ ଥାନାରେ ଅଟକ ରଖିଛନ୍ତି। ତେବେ ଖବର ହେଲା ପର୍ଯ୍ୟନ୍ତ ଧାରମାଲ ମାଝୀଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବାରିପଦା ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଅଛି।
    《ରାଇରଙ୍ଗପୁରରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ》


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like