-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ଶୈକ୍ଷିକ ବାତାବରଣ ସୃଷ୍ଟି ପାଇଁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉଦ୍ୟମ

25-Aug-2024



ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ହାଇସ୍କୁଲରେ ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଓ ସମ୍ମାନିତ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।  ଶିକ୍ଷାର୍ଥୀମାନଙ୍କୁ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପ୍ରଦାନ କରିବା ପାଇଁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ  ଦକ୍ଷତା ବୃଦ୍ଧି  କରିବା ଉଦ୍ଦେଶ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ଲଷ୍ଟରର ସି ଆରସିସି କେଦାର ନାଏକ ଉଦ୍ଦେଶ୍ୟ ଜ୍ଞାପନ

କରିଥିଲେ।ସମ୍ବଳ ଶିକ୍ଷକ ଭାବରେ ସ୍ଵାଧୀନ ସାହୁ ଯୋଗ ଦେଇ ବିଦ୍ୟାଳୟରେ ଶୈକ୍ଷିକ ବାତାବରଣରେ ଉନ୍ନତି ପାଇଁ ସମସ୍ତେ ପ୍ରୟାସ କରିବା ପାଇଁ ଅନୁରୋଧ କରିଥିଲେ। ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ଶୈକ୍ଷିକ ଓ ଭୌତିକ ପରିବେଶ ସମ୍ପର୍କିତ ତଥ୍ଯ ସଂଗ୍ରହ କରି  ବିଶଦ ଭାବରେ ଆଲୋଚନା କରିଥିଲେ।ବାଲ୍ୟାବସ୍ଥାରୁ

ଶିକ୍ଷାର୍ଥୀମାନଙ୍କ  ସ୍ବାସ୍ଥ୍ୟ, ସୁସ୍ଥତା, ପରିମଳ ଅଭ୍ୟାସ ଓ ସୁସ୍ଥ ଖାଦ୍ୟ ଅଭ୍ୟାସକୁ ଉନ୍ନତ କରିବା ପାଇଁ ସେମାନଙ୍କୁ ଉତ୍ସାହିତ କରିବା ନିମନ୍ତେ  ସମସ୍ତେ ପ୍ରୟାସ କରିବା ପାଇଁ ମତବ୍ୟକ୍ତ କରିଥିଲେ।ଆଲୋଚନାରେ କ୍ଲଷ୍ଟରର ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ବନ୍ଧୀୟ ଆଲୋଚନାରେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଉତ୍ସର୍ଗୀକୃତ   ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ଅଂଶ ଗ୍ରହଣ କରିଥିବା ବେଳେ ଶିକ୍ଷକ ଅମୂଲ୍ୟ ଭୋଇ, ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ ମହନ୍ତ ସହଯୋଗ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ସୌଦାମିନୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

《ପବିତ୍ର ମେହେରଙ୍କ ରିପୋର୍ଟ》 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like