-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବୈଗାପଡା ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

25-Aug-2024



ସିନାପାଲି (ଚିନ୍ତାମଣି  ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି କ୍ଲଷ୍ଟର ବୈଗାପଡା ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଣ ଙ୍କ ମାସିକ ବୈଠକ ସି ଆର ସି ସି  ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର ଙ୍କ ସଂଯୋଜନା ଓ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ ବିଦ୍ୟାଦାତ୍ରୀ ସରସ୍ବତୀ ଦେବୀ ଓ ଗଣେଷ ମହାପ୍ରଭୁଙ୍କ ଫଟୋ ଚିତ୍ର ରେ ସିନ୍ଦୁର, ଚନ୍ଦନ ଓ ଫୁଲ ମାଲ ଦେଇ ସାଲେକେଲା ଉପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ପାତ୍ର ସାଲେବିହିଡି ଉପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭାଗ୍ୟବନ୍ତ ସାହୁ,ବୈଗାପଡା ଉପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୌରଚନ୍ଦ୍ର ସା,ନୀଳଜି ଉପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର,ସାଗୁନଭାଡି ଉପ୍ରା ବିଦ୍ୟାଳୟ ର ଶ୍ରୀଯୁକ୍ତ ହେରାମ୍ବ ଭୋଇ,ନୀଳଜି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୁଭନାରାୟଣ ଦଣ୍ଡସେନା,ଗଡ୍ରାମାଳ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଡମ୍ବରୁ ଧର ମାଝୀ ପୂଜାର୍ଚନା କରିଥିଲେ। ପରେ ବୈଗାପଡା ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଶ୍ରୀ ରୁଦ୍ରଭୋଇ ତୃତୀୟ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପରିବେଶ ବିଜ୍ଞାନ ପାଠର ରେଲୱେ ଷ୍ଟେଷନ ଉପରେ ଏକ ଡେମୋ ଶିକ୍ଷଣ କାର୍ଯ୍ୟ ପରିଚାଳନା କରିଥିଲେ,ଶିକ୍ଷଣୀୟ କାର୍ଯ୍ୟ ଅତି ଆକର୍ଷଣୀୟ ହୋଇ ଥିଲା,ଏହାପରେ ଶିକ୍ଷା ବିଭାଗରୁ ମିଳିଥିବା ବିଭିନ୍ନ ଗ୍ରାଣ୍ଡରେ ଯଥା ଯଥ ବିନିଯୋଗ ଉପରେ ସି ଆର ସି ସି ଶ୍ରୀ ମିଶ୍ର ଆଲୋଚନା କରିଥିଲେ। ଶିକ୍ଷକ ଗଣ ନିଜ ନିଜ ବିଦ୍ୟାଳୟ ର ସମସ୍ୟା ଗୁଡିକ ମଧ୍ୟ ଉପସ୍ଥାପନା କରିଥିଲେ,ପରିଶସରେ ଶ୍ରୀଯୁକ୍ତ ମିଶ୍ର ସଭା ଆୟୋଜକ ବୈଗାପଡା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବେଦବ୍ୟାସ ବାଗ ଙ୍କୁ ଧନ୍ୟବାଦ ଦେଇଥିଲେ ,ଏହି ବୈଠକରେ ନୀଳଜି କ୍ଲଷ୍ଟର ର ସମୁଦାୟ ୧୧ ଟି ବିଦ୍ୟାଳୟ ର  ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like