-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା : ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

25-Aug-2024



କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): ଜନ୍ମାଷ୍ଟମୀ ଓ ବ୍ରହ୍ମଲିନ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ଉପଲକ୍ଷେ କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥି ପାଇଁ ତୁମୁଡ଼ିବନ୍ଧ ସ୍ତିତ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ପରିସରରେ ବ୍ୟାପକ ଆୟୋଜନ କରାଯାଉଛି । ଉକ୍ତ ଦିନ ସକାଳୁ ସୂର୍ଯ୍ୟ ପୂଜା ଠାରୁ ଆରମ୍ଭ କରି ତିଳ ତର୍ପଣ କରିବା ପରେ ରାହୁଳ ନଦୀ କୁ ଯାଇ ଜଳେଶ୍ଵର ଶୈବ ପୀଠ ରୁ ୧୦୮କଳସରେ ପବିତ୍ର ଜଳ ସଂଗ୍ରହ କରି ଯଜ୍ଞ ମଣ୍ଡପ କୁ ଆଣିବେ। ଏହା ପରେ ଘୃତ ଯଜ୍ଞ, ନାମ ଯଜ୍ଞ ,୧୦୮ ହନୁମାନ ଚାଳିଶା ପାଠ , ହରି ନାମ ରେ ପ୍ରକମ୍ପିତ ହେବ ଓ ଅନ୍ନ ପ୍ରସାଦ ସେବନ କାର୍ଯକ୍ରମ ରହିଛି । ଆଶ୍ରମ ର ଉତ୍ତରାଧିକାରୀ ସ୍ବାମୀ ମୁକ୍ତା ନନ୍ଦ ପୁରୀ ମହାରାଜ ଏହି କାର୍ଯ୍ୟକ୍ରମର ଆୟୋଜନ କରୁଥିବା ବେଳେ ସ୍ବାମୀ ଜୀ ଙ୍କ ଅନୁଗାମୀ ଓ ସ୍ବାମୀଜୀ ଙ୍କ ସ୍ମୃତି ନ୍ୟାସ ପକ୍ଷରୁ ଆୟୋଜନ କରାଯାଉଛି। ପବିତ୍ର ଜନ୍ମାଷ୍ଟମୀ ଅଗଷ୍ଟ ୨୬ ତାରିଖ ସୋମବାର ଦିବା ୧୦ ଘଣ୍ଟିକା ସମୟରେ ଏକ ସ୍ମୃତି ସଭା ଅନୁଷ୍ଠିତ ହେବ। ଏହି ସ୍ମୃତି ସଭା ରେ ଓଡିଶା ସରକାରଙ୍କ ପଞ୍ଚାୟତରାଜ, ଗ୍ରାମ୍ୟ ଜଳଯୋଗାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ଯୋଗଦେବା କାର୍ଯକ୍ରମ ରହିଛି ତାଙ୍କ ସହ ବହୁ ସାଧୁସନ୍ଥ ଓ ଅନୁଗାମୀ ଏକାଠି ହେବେ। ଏଥି ପାଇଁ କନ୍ଧମାଳ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like