-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କଳା ଓ କ୍ରୀଡା ଶିକ୍ଷକ ସଂଘର ନୁଆଁ କର୍ମକର୍ତ୍ତା ଚୟନ

25-Aug-2024



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ର କଳା ଓ କ୍ରୀଡା ଶିକ୍ଷକ ସଂଘର ନୁଆଁ କର୍ମକର୍ତ୍ତା ଚୟନ ପଏଁରୀ ଅଫିସରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସଭାପତି ହେମସାଗର ଗରତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ୬ ଟି ବ୍ଲକର ଶତାଧିକ କଳାକ୍ରୀଡା ଶିକ୍ଷକମାନେ ଯୋଗଦେଇଥିଲେ । ପ୍ରଥମେ ସ୍ୱର୍ଗତ ସନ୍ତୋଷ ସାହୁଙ୍କ ବିଯୋଗରେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସେହିପରି ଆମ ଜିଲ୍ଲାର ପ୍ରଥମ କରି ବାନ୍ଧ ଶାଢିରେ ଡିଜାଇନ କରି ଜାତୀୟ ପୁରସ୍କାର ରେ
 ପୁରସ୍କୃତ ହୋଇଥିବା କଳା ଶିକ୍ଷକ ଶ୍ରୀ ଶ୍ୟାମ ସୁନ୍ଦର ମେହେରଙ୍କୁ ସ୍ୱାଗତ ସର୍ମଦ୍ଧନା  ପ୍ରଦାନ କରାଯାଇଥିଲା । ତାପରେ କିପରି ଆମର ଚାକିରି ସ୍ଥାୟୀ କରାଯିବ ସେ ବିଷୟରେ ଆଲୋଚନା କରାଯାଇଥିବା ବେଳେ ରାଜ୍ୟ କଳା ଓ କ୍ରୀଡା ଶିକ୍ଷକ ସଂଘର କୁ କିପରି ସାହାର୍ଯ୍ୟ  ଓ ସହଯୋଗ କରାଯିବା ସେ ବିଷୟରେ ମଧ୍ୟ ଆଲୋକପାତ କରାଯାଇଥିଲା । ଅନୁଷ୍ଠିତ ବୈଠକରେ  ସଂଘର ନୂତନ କର୍ମକର୍ତ୍ତା ମନୋନିତ କରାଯାଉ ବୋଲି ମତାମତ ଦିଆଯାଇଥିଲା । ଶିକ୍ଷକ ସଂଘର ସର୍ବସମ୍ମତି କ୍ରମେ  ଏଥିରେ  ସଭାପତି ଭାବରେ ହେମସାଗର ଗରତିଆ, ଉପ ସଭାପତି- ଅଭିନନ୍ଦନ ପୁଝାହାରୀ, ସଂପାଦକ- ଚୌଧୁରୀ ବିଭାର, ସହ-ସଂପାଦକ- ଶ୍ରୀମତି ସସ୍ମିତା ଶତପଥି ଓ ସଂଜୟ କୁମାର ସାହୁ, କୋଷାଧ୍ୟକ୍ଷ- ହରିବୋଲ ଦୀପ, ମିଡିଆ ସଂଯୋଜକ- ଶୁଭେନ୍ଦୁ ମେହେର, କାର୍ଯ୍ୟକାରୀ କମିଟିରେ - ଶ୍ୟାମସୁନ୍ଦର ମେହେର, ପିନଟୁ ପଧାନ, ଶୁକାନ୍ତ ମହାକୁର, ଅଭିଲାଶ ରଣା, ଶିବସାଗର ସେଠ, ଚୈତନ୍ୟ ବାରିକ ଓ ପ୍ରିୟଙ୍କା ରଥ । ସେହିପରି ଉପଦେଷ୍ଠା ଭାବରେ ସୁଧ୍ୟାଂଶୁ ସା, ପ୍ରଦୀପ ବରାଳ ଓ ମିନକେତନ ବାଗଙ୍କୁ ଚୟନ କରାଯାଇଥିଲା । ୨୦୧୩ ମସିହାରୁ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତ କଳାକ୍ରୀଡା ଶିକ୍ଷକଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯିବା ନେଇ ବୈଠକରେ  ଦାବି କରାଯାଇଥିଲା । ସଭା ଶେଷରେ ତରଭା ବ୍ଲକର ସଭାପତି ପ୍ରଦୀପ ବରାଳ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like