-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ସ୍ତ୍ରୀ କୁ ଗୁଳି ମାରି ଜେଲ୍ ଗଲେ ସ୍ୱାମୀ, ବନ୍ଧୁକ ଜବତ

25-Aug-2024



ମୁରିବାହାଲ(ସୁଦାମ ଚରଣ ବଘାର)ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡସାଇମରା ପଞ୍ଚାୟତ ଟେଙ୍ଗରା ଗ୍ରାମରେ ଏକ ଛାତି ଥରା ତଥା ଚାଞ୍ଚଲ୍ୟକର ଘଟଣା ବହୁ ବିଳମ୍ବରେ ପର୍ଦାଫାଶ ହୋଇଛି । ଜଣେ ସ୍ଵାମୀ ତାଙ୍କ ନିଜ ସ୍ତ୍ରୀଙ୍କୁ ଏକ ହାତ ତିଆରି ବନ୍ଧୁକରେ ଗୁଳି ମାରିଦେବାରୁ ସ୍ତ୍ରୀ ଜଣଙ୍କ ଜଂଘରେ ଗୁଳିଟି ରହିଯାଇଛି । ସେ ଅତ୍ୟନ୍ତ ଗୁରୁତର ଥିବା ବେଳେ କିନ୍ତୁ ଘଟଣାର ୯ ଦିନ ପରେ ଆସି ସ୍ଵାମୀ ବିରୁଦ୍ଧରେ ଥାନାରେ ଲିଖିତ ଅଭିଯୋଗ ପରେ ସ୍ୱାମୀ କୁ ମୁରିବାହାଲ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି l  ଟେଙ୍ଗରା ଗ୍ରାମର ସୁଧାକର ମଲ୍ଲିକ(୩୭) ବେଲପଡା ଥାନା ଡୁଙ୍ଗୁରୀପାଲି ଗ୍ରାମର ବେଦମତୀ ମଲ୍ଲିକ(୩୫)ଙ୍କୁ ବିବାହ କରି ୧୩ ବର୍ଷର ପୁଅ ଓ ୬ ବର୍ଷୀୟା ଝିଅ ସହ ଗାଁରେ ରହୁଥିଲେ । ଗତ ୧୬ ତାରିଖ ଦିନ ସୁଧାକର ଅତ୍ୟନ୍ତ ନିଶା ସେବନ କରିଥିବା ବେଳେ ତାଙ୍କ ସ୍ତ୍ରୀ ବେଦମତୀଙ୍କ ସହ ତାଙ୍କ ପାରିବାରିକ କଳହ ହୋଇଥିଲା । ସେ ସ୍ତ୍ରୀଙ୍କୁ ଘରେ ପୂର୍ବରୁ ଆଣି ରଖାଯାଇଥିବା ଏକ ହାତ ତିଆରି ଘରୋଇ ବନ୍ଧୁକ ଆଣି ଡରାଉଥିଲେ । ଏହି ସମୟରେ ହଠାତ୍ ବନ୍ଧୁକଟି ଫୁଟି ଯାଇ ସେଥିରେ ଥିବା ଗୁଳିଟି ସ୍ତ୍ରୀ ବେଦମତୀଙ୍କ ଜଂଘରେ ଯାଇ ଲାଗିଥିଲା । ଗୁରୁତର ସ୍ତ୍ରୀ ସେଠାରୁ ହଠାତ୍ କେଉଁଆଡେ ଚାଲି ଯାଇଥିଲେ । ସେ ନିଜ ବାପ ଘରକୁ ଚାଲିଯାଇ ସେଠାରୁ ବଲାଙ୍ଗିର ଯାଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଜଂଘରେ ଗୁଳିଟି ରହିଯାଇଥିବାରୁ ଅବସ୍ଥା ଦିନକୁ ଦିନ ଆହୁରି ଗୁରୁତର ଆକାର ଧାରଣ କରିଥିବା ଜଣାପଡିଛି । ଫଳରେ ଘଟଣାର ୯ ଦିନ ପରେ ଶନିବାର ସ୍ତ୍ରୀ ବେଦମତୀ ମୁରିବାହାଲ ଥାନା ପହଞ୍ଚି ସ୍ଵାମୀ ବିରୁଦ୍ଧରେ ଲିଖିତ ଏତଲା ଦେଇଥିଲେ । ବେଦମତୀଙ୍କ ଏତଲା ଆଧାରରେ ପୁଲିସ କେଶ ନଂ ୨୭୧/୨୪ ରୁଜୁ କରି ତତ୍ପରତା ପ୍ରକାଶ ସହ ତନାଘନା ଆରମ୍ଭ କରିଥିଲା । ପୁଲିସ୍ ଟେଙ୍ଗରା ଗ୍ରାମକୁ ପହଞ୍ଚି ଅଭିଯୁକ୍ତ ସ୍ଵାମୀ ସୁଧାକର ମଲ୍ଲିକଙ୍କୁ କାବୁ କରିବା ସହ ସେ ବ୍ୟବହାର କରିଥିବା ହାତ ତିଆରି ଘରୋଇ ବନ୍ଧୁକକୁ ମଧ୍ୟ ଜବତ କରିଥିଲା । ବେଦମତୀଙ୍କ ଏତଲା ଆଧାରରେ ତାଙ୍କ ସ୍ଵାମୀ ସୁଧାକରଙ୍କୁ କୋର୍ଟ ଚାଲାଣ କରାଯାଇଛି ଓ ଜାମିନ ନମଂଜୁର ହେବାରୁ କଣ୍ଟାବାଞ୍ଜି ଜେଲ କୁ ପଠା ଯାଇଥିବା ମୁରିବାହାଲ ପୋଲିସ ସୂଚନା ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like