-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଦେଶ ବିଦେଶ

ପେଟ୍ରୋଲ ପମ୍ପ ଓ ସପିଂ ମଲ୍ ବନ୍ଦ କରିଦେବୁ

02-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦୀର୍ଘ ୩୮ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ଚାଷୀ । ଦିନକୁ ଦିନ ଏହି ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ସରକାର ଚାଷୀଙ୍କ ସହ ବାରମ୍ବାର ଆଲୋଚନା କରିବା ପରେ ମଧ୍ୟ ଏହା ବିଳଫ ହେଉଛି । ଏବେ ସରକାରଙ୍କୁ କୃଷକମାନ କଡା ଚେତାବନୀ ଦେଇଛନ୍ତି । ଆସନ୍ତା ୪ ତାରିଖରେ ଯଦି ସରକାରଙ୍କ ସହ ଆଲୋଚନା ସଫଳ ନହୁଏ ତେବେ ହରିଆଣାର ସମସ୍ତ ପେଟ୍ରୋଲ ପମ୍ପ ଏବଂ ସପିଂ ମଲ ବନ୍ଦ କରିବାକୁ ସେମାନେ ଧମକ ଦେଇଛନ୍ତି ।

    ଏଥିସହ ୬ ଜାନୁଆରୀରେ ସରକାରଙ୍କ ବିରୋଧରେ ଟ୍ରାକ୍ଟର ରାଲି ବାହାର କରାଯିବ । କେବଳ ସେତିକି ନୁହଁ ବିଜେପି ବିରୋଧରେ ଦଳ ଛଡ ଆନ୍ଦୋଳନ ଆରମ୍ଭ ହେବ ବୋଲି କୃଷକ ସଙ୍ଗଠନ ଚେତାବନୀ ଦେଇଛନ୍ତି ।

    କୃଷକମାନେ ଦାବି କରିଛନ୍ତି ଯେ, ସରକାରୀ ତିନୋଟି ନୂଆ କୃଷି ଆଇନକୁ ରବ୍ଦ କରନ୍ତୁ । ଏହାସହ ଏମଏସପି ଉପରେ ଗ୍ୟାରେଣ୍ଟି ଦିଅନ୍ତୁ ସରକାର । ଏହା ମଧ୍ୟରେ ସରକାର ଓ କୃଷକଙ୍କ ମଧ୍ୟରେ ୬ ଥର ଆଲୋଚନା ହୋଇଛି । କିନ୍ତୁ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ବୁଧବାର ଉଭୟ ପକ୍ଷ ମଧ୍ୟରେ ବିଜୁଳି ବିଲ୍ ଉପରେ ଆଲୋଚନା ହୋଇଥିଲା । ତେବେ ପ୍ରସଙ୍ଗ ଭିତ୍ତିକ ସହମତି ହୋଇଥିବା କୁହାଯାଉଛି । କିନ୍ତୁ ଏମଏସପିକୁ ନେଇ ଏବେବି ଦ୍ୱନ୍ଦ୍ୱ ଲାଗି ରହିଛି । ତେଣୁ ଜାନୁଆରୀ ୪ରେ ଉଭୟ ପକ୍ଷ ମଧ୍ୟରେ ପରବର୍ତ୍ତୀ ଆଲୋଚନା ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like