-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

25-Aug-2024



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ସଦର ବୁଟୁପାଳି ସ୍ଥିତ ଶ୍ରୀ ଶ୍ରୀ ରାଧା ମାଧବ ସେବା ଶ୍ରମ ଠାରେ  ଡମ୍ବରୁଗଡ଼ ମଠରେ ହେବାକୁ ଥିବା ଆସନ୍ତା କାର୍ତ୍ତିକ ମାସ ପଞ୍ଚକ ପାଞ୍ଚ ଦିନ ଧରି ବିଶ୍ୱ ଶାନ୍ତି ବିଷ୍ଣୁ ମହା ଯଜ୍ଞ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଡମ୍ବରୁଗଡ଼ ମଠର ମହନ୍ତ ସର୍ବେଶ୍ୱର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ବିଶ୍ୱ ଶାନ୍ତି ଯଜ୍ଞରେ ସମସ୍ତେ ସହଯୋଗ କରିବା ନିମନ୍ତେ ପରାମର୍ଶ ଦେଇଥିଲେ l ଯଜ୍ଞ କମିଟି ସଭାପତି ଗୌରୀ ପ୍ରସାଦ ସାହୁ ସଭାପତିତ୍ଵ କରିଥିଲେ, ରାଧା ମାଧବ ସେବା ଶ୍ରମର ମୁଖ୍ୟ ତଥା ଯଜ୍ଞ କମିଟି ଆବାହକ ଶ୍ରୀମାନ ଆଦିତ୍ୟ ବ୍ରହ୍ମଚାରୀ, ଯଜ୍ଞ କମିଟି ସମ୍ପାଦକ କୃତ୍ତିବାସ ପଲିଆ, ଅର୍ଥ କମିଟି ସଦସ୍ୟ ଶିବ କର୍ମୀ, ମାହେଶ୍ୱରୀ ଗୋଶାଳାର ଅଧକ୍ଷ ନିର୍ଗୁଣ ମହାକୁଡ଼, ରାଧା ମାଧବ ସେବା ଶ୍ରମର ସମସ୍ତ କର୍ମକର୍ତ୍ତା ଯୋଗଦେଇ ଯଜ୍ଞ ଆୟୋଜନ ନିମନ୍ତେ ବିଭିନ୍ନ ଆଲୋଚନା କରାଯାଇଥିଲା l ଶେଷରେ ଯଜ୍ଞ କମିଟି ସହ ସମ୍ପାଦକ ଆକାଶ ଜେନା ଧନ୍ୟବାଦ ଅର୍ପଣ କରିଥିଲେ l
ଦ୍ୱିତୀୟ ପର୍ଯ୍ୟାୟରେ ବୁଟୁପାଳି ର ରାଧାକୃଷ୍ଣ ମନ୍ଦିର କମିଟି, ଭାଗବତ ମନ୍ଦିର କମିଟି ଉପର ସାହି, ମଝିସାହି  ଭାଗବତ ମନ୍ଦିର କମିଟି,ଜଗନ୍ନାଥ ମନ୍ଦିର କମିଟି କର୍ମକର୍ତ୍ତାଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇ ଯଜ୍ଞ ନିମନ୍ତେ ସୂଚନା ପ୍ରଦାନ ସହିତ କର୍ମକର୍ତ୍ତା ମାନଙ୍କୁ ଯଜ୍ଞରେ ଅଂଶ ଗ୍ରହଣ ନିମନ୍ତେ ଅନୁରୋଧ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like