-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପିତାମହୁଲ ଠାରେ ପ୍ରଥମ ମିନି ମାରାଥନ

25-Aug-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ସ୍ପୋର୍ଟ୍ସ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ପ୍ରଥମ ମିନିମାରାଥନ ଅନୁଷ୍ଠିତ ହୋଇଥିଲା। ସେଥିର ୪୦ ଜଣ ବିଭିନ୍ନ ଜିଲ୍ଲାରୁ ଭାଗ ନେଇଥିଲେ। ଏଥିରେ  ଗଞ୍ଜାମ ଜିଲ୍ଲାର ସରୋଜ ବେହେରା ପ୍ରଥମ ସ୍ଥାନ, ସମ୍ବଲପୁର ଜିଲ୍ଲାର ଆକାଶ ମିର୍ଦ୍ଧା ଦ୍ବିତୀୟ ସ୍ଥାନ, ସୋନପୁର ଜିଲ୍ଲାର ଜୁଣେଶ ନନ୍ଦ ତୃତୀୟ ସ୍ଥାନ, କଲାହାଣ୍ଡି ଜିଲ୍ଲାର ନେତ୍ରାନନ୍ଦ ସବର ଚତୁର୍ଥ ସ୍ଥାନ,  ବୌଦ୍ଧ ଜିଲ୍ଲାର ରିଙ୍କୁ ବିଶୋଇ ପଞ୍ଚମ ସ୍ଥାନ ଅଧିକାର କରିଥିଲେ। ଏହି ଅବସର ସ୍ଥାନୀୟ ବ୍ଳକ ଉପାଧ୍ୟକ୍ଷ  ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ  ସୁବଳୟା ଥାନା ଅଧିକାରୀ  ସୁଶାନ୍ତ କୁମାର ପଧାନ,  ପିତାମହୁଳ ସରପଞ୍ଚ  ଆକସ୍ମିତା ବଢିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇ। ମଧୁସୂଦନ ପଣ୍ଡା ,ଶ୍ରୀକାନ୍ତ କର୍ମୀ, ଦିବ୍ୟଲୋଚନ ଗଡୁଆ ,କୁଶଧର ମହାକୁର, ଭୀଷ୍ମ ଦନ୍ତା, ଶରତ କୁମାର ତାଣ୍ଡିଆ, ମହେନ୍ଦ୍ର ମହାଲିକ, ବିଶ୍ଵନାଥ ତାଣ୍ଡିଆ, ପ୍ରଦୀପ ବଢିଆ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଦ୍ୟାଳୟ ର ଖେଳ ଶିକ୍ଷକ ଶ୍ରୀକାନ୍ତ ନାଏକ, ବିପ୍ର ଚରଣ ପେରା ଓ ବୁଲୁ ଚାନ୍ଦ ଏହି ମାରାଥନ ଦୌଡ଼ ରେ ଜେଆରସି ପରାମର୍ଶ ଦାତା ଚନ୍ଦ୍ରମଣି ବାଘ ସହଯୋଗ କରିବା ସହିତ ପୁରସ୍କାର ବିତରଣ ସଭାରେ ସଂଯୋଜନl କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପିତାମହୁଲ ସ୍ପୋର୍ଟ୍ସ ଆସୋସିଏସନ୍ ର ସଭାପତି ମୀନକେତନ ଗଡୁଆ , ସଂପାଦକ ମିଳନ ଗର୍ଡିଆ ,ପ୍ରଦୀପ ତାଣ୍ଡିଆ ,ଅଭିଳାଷ ପଣ୍ଡା ,ରୁଦ୍ର ମହାକୁର ,ଆଶିଷ ଖେତୀ, ଘନଶ୍ୟାମ କର୍ମୀ ,ଆର୍ତ୍ତ ତ୍ରାଣ ମାଝୀ, ସିପୁନ ରାଉଳ, ଭଜମନ କଅଁର, ସୁମନ ମଳିକ, ହେମନ୍ତ ସେଠି, ରଞ୍ଜିତ ତାଣ୍ଡିଆ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like