-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବିଶାଶହେ କୁଳ କୁଳିତା ସମାଜ ର ମହାସଭା ପାଇଁ ରାମ ଚଣ୍ଡୀ ମନ୍ଦିରରେ ପ୍ରସ୍ତୁତି ବୈଠକ

25-Aug-2024



ବରଗଡ଼/ପାଇକମାଲ:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲା ପାଇକମାଳ, ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ନିକଟସ୍ଥ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପରିସରରେ ବିଶାଶହେ କୁଳ କୁଳିତା ସମାଜର ମହାସଭା କରାଯିବା ପାଇଁ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇ ଯାଇଛି ।  ଏହି ବିଶାଳ ସଭାରେ ସଭାପତିତ୍ୱ କରିଥିଲେ ବଲାଙ୍ଗୀର ଜିଲା ର ବେଳାର ସିଂ ଭୋଇ । ପରିଚାଳନା କରିଥିଲେ ଗୋପାଳ ପ୍ରଧାନ ଓ ରଥିଲାଲ ଗୁପ୍ତା । କୁଳିତା ସମାଜ ର ପଦ୍ମପୁର କାର୍ଯ୍ୟକାରିଣୀ ସଭାପତି ଯୋଗେନ୍ଦ୍ର କୁମାର ଭୋଇ ଉପସ୍ଥିତ ସମସ୍ତ କୁଳିତା ଜାତିଭାଇ ମାନଙ୍କୁ ବିନମ୍ର  ନମସ୍କାର କରିବା ସହ    ସ୍ୱାଗତ ଭାଷଣ ଦେଇ ଥିଲେ । ବୈଠକ ରେ ଅନେକ ଆଲୋଚନା ହେବା ପରେ  କୁଳିତା ସମାଜ ଇଷ୍ଟଦେବୀ  ରଣେଶ୍ୱର ରାମଚଣ୍ଡୀ ମନ୍ଦିର ନୃସିଂହ ନାଥ ରେ ମହାସଭା ଆୟୋଜନ କରାଯିବା ନେଇ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ହୋଇଥିଲା । ଓଡିଶା ତଥା ଛତିଶଗଡ଼ ରୁ ବିଭିନ୍ନ ଜିଲା ରୁ ୨୧ ଜଣିଆ କମିଟି ଗଠନ କରା ଯାଇଥିଲା |ଏହି କମିଟି ଆସନ୍ତା ମହା ସଭାର ରୂପ ରେଖ ପ୍ରସ୍ତୁତ କରିବେ

ବୋଲି ଜଣା ଯାଏ । ଆଜିର ପ୍ରସ୍ତୁତି ବୈଠକ ରେ ସମାଜ ର ବିଶିଷ୍ଠ ପଦାଧିକାରୀ ସରୋଜ ସାହୁ, ହରିଚରଣ ପ୍ରଧାନ, ଗିରିଧାରୀ ସାହୁ, ସୁବର୍ଧନ ପ୍ରଧାନ, ଦିବାକର ପ୍ରଧାନ, ବାସୁଦେବ ପ୍ରଧାନ, କେଶବ ଭୋଇ, ସୁରେଶ ପ୍ରଧାନ ପ୍ରମୁଖ ନିଜ ନିଜର ସୁଚିନ୍ତିତ ମତା ମତ ଦେଇ ଥିବାବେଳେ ମହା ଅନୁଭବୀ ମାନ୍ୟ ଗଣ୍ୟ ବ୍ୟକ୍ତି ତଥା କୁଳିତା ଜାତିର ଅଗ୍ରଣୀ ମା, ଭଉଣୀ ମାନେ ଯୋଗଦାନ କରିଥିଲେ । ପାଇକମାଳ ର ତଥା ବିଭିନ୍ନ ଅଂଚଳ ରୁ ଆସିଥିବା ଯୁବକ, ଯୁବତୀ ମାନେ ବିଭିନ୍ନ କାମ ରେ ସାହାଯ୍ୟ କରି ଆଜିର ବୈଠକ କୁ ସଫଳ କରି ଥିଲେ । ଶେଷରେ ସମସ୍ତଙ୍କୁ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପରିସରରେ ଅନ୍ନ ଭୋଗ ବଣ୍ଟନ କରା ଯାଇଥିଲା, ପାଇକମାଳ ଯୁବକ ମାନଙ୍କ ଭୂମିକା ବେଶ ନିଆରା ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like