-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ମହାନଗର

ଉପର ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍ ର ଆଉ ୬ ଟି ଗେଟ୍ ଖୋଲିଲା

25-Aug-2024



ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ହେବା ଯୋଗୁଁ ହୀରାକୁଦ ଡ୍ୟାମ୍ ର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ସୁରକ୍ଷା ଦୃଷ୍ଟିରୁ ଆଉ ୬ ଗୋଟି ଗେଟ୍ ଖୋଲି ୨୦ ଗୋଟି ଗେଟ୍ ଦେଇ ଜଳଭଣ୍ଡାର ରୁ ୩ ଲକ୍ଷ ଘନଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି।ପ୍ରତି ସେକେଣ୍ଡ ରେ ହୀରାକୁଦ ଜଳଭଣ୍ଡାରରୁ ୨ ଲକ୍ଷ ୫୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବା ବେଳେ ଜଳ ଭଣ୍ଡାର ରେ ଜଳସ୍ତର ୬୨୧.୯୭ ଘନଫୁଟ ଜଳ ରହିଛି।ପ୍ରତି ସେକେଣ୍ଡ ରେ ଜଳଭଣ୍ଡାର କୁ ୩ ଲକ୍ଷ ୫୯ କ୍ୟୁସେକ ଜଳ ପ୍ରବେଶ କରୁଛି।ଗେଟ୍ ଖୋଲାଯିବା ଯୋଗୁଁ ତଳିଆ ଅଞ୍ଚଳରେ ବନ୍ୟା ହେବାର ଆଶଙ୍କା ନାହିଁ।କାରଣ ଗେଟ୍ ଖୋଲାଯିବା ପୂର୍ବରୁ ତଳିଆ ଅଞ୍ଚଳର ଜନସାଧାରଣ ଙ୍କୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚାଇ ଦିଆଯାଉଛି।ଆଗକୁ ଲଘୁଚାପ ହେବାର ସମ୍ଭାବନା କୁ ଏଡାଇ ଦିଆଯାଇନପାରେ।ଏଣୁ ଉପର ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ହୀରାକୁଦ ଜଳଭଣ୍ଡାର ର ଜଳସ୍ତର ବୃଦ୍ଧି ପାଇପାରେ।ବର୍ତ୍ତମାନ ପର୍ଯ୍ୟନ୍ତ ୨୦ ଗୋଟି ଗେଟ୍ ଖୋଲାଯାଇ ଜଳ ନିଷ୍କାସନ ଜାରି ରହିଛି।ଆଗକୁ ଯଦି ୨୦ ରୁ ଅଧିକ ଗେଟ୍ ଖୋଲାଯାଏ ତେବେ ତଳିଆ ଅଞ୍ଚଳରେ ବନ୍ୟା ର ସମ୍ଭାବନା ଦେଖା ଦେଇପାରେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like