-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

୧୪ ବର୍ଷ ନାବାଳିକା ଦୁଷ୍କର୍ମ ମାମଲା ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ଆଉ ୫୫ ହଜାର ଟଙ୍କା ଜୋରିମାନା

25-Aug-2024



ଫୁଲବାଣୀ(ଶ୍ରୀ କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଫାଷ୍ଟ ଟ୍ରାକ କୋର୍ଟ ର ବିଚାରପତି ରାଜେଶ ଦାଶ ଏକ ୧୪ ଵର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଆସାମୀ ମୁକୁନ୍ଦ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦେବା ସହିତ ୫୫ ହଜାର ଟଙ୍କା ଅର୍ଥ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜୋରିମାନା ଅନାଦେୟ ହେଲେ ଆଉ ଅଧିକ ୮ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋର ସ୍ଵତନ୍ତ୍ର ପି.ପି. ଅସୀମ କୁମାର ପ୍ରହରାଜମାମଲା କୁ ପରିଚାଳନା କରୁଥିଲେ। 
ପ୍ରାପ୍ତ ସୂଚନା ଅନୁସାରେ ପୀଡିତା ପରିବାର ପକ୍ଷରୁ ଏନେଇ ବାଲିଗୁଡ଼ା ଥାନାରେ ଏତଲା ଦିଆଯାଇଥିଲା l ଏତଲା ପ୍ରକାରେ ଥାନାଧିକାରୀ ଥାନା କେଶ ନଂ ୧୩୦/ ୨୧ ରେ ମାମଲା ରୁଜୁ କରି କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ। ଆଜି ଉକ୍ତ ମାମଲାର ବିଚାr କରି ରାୟ ପ୍ରକାଶ କରିଛନ୍ତି ଏବଂ ପିଡୀତାକୁ କ୍ଷତିପୂରଣ ଅର୍ଥ ରାଶି ୬ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ନ୍ୟାୟଧୀସ ଜିଲ୍ଲା ଆଇନ ସେବା ପ୍ରାଧୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୁଷ୍କର୍ମ କରିଥିବା ଅପରାଧୀ ମାନଙ୍କୁ ନ୍ୟାୟାଧୀଶ ଙ୍କ ଏଭଳି ରାୟପ୍ରଦାନକୁ ଜନସାଧାରଣ ଭୁୟସୀ ପ୍ରଶଂସା କରିଛନ୍ତି ଓ ପୀଡିତାଙ୍କ ପରିବାର ଦୋଷୀ ଉପଯୁକ୍ତ ଦଣ୍ଡ ପାଇଥିବା ଯୋଗୁଁ ଟିକିଏ ଆତ୍ମ ସନ୍ତୋଷ ଲାଭ କରିଥିବା ଜଣା ପଡିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like