-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମୈଦଲପୁର ବନବିଭାଗ ଅଞ୍ଚଳ ରେ ଜଙ୍ଗଲ କ୍ଷୟ ହେବାରୁ ଗାଁ ମୁହାଁ ଜଙ୍ଗଲୀ ଭାଲୁ

25-Aug-2024



ଡାବୁଗାଁ: (ମିହିର ଶଙ୍କର ପାତ୍ର,)
ମୈଦଲପୁର ବନବିଭାଗ ଅଞ୍ଚଳରେ ଧୀରେଧୀରେ ଜଙ୍ଗଲ କ୍ଷୟ ହେବାକୁ ବସିଲାଣି ,ଏହାର ସିଧାସଲାଖ ପ୍ରଭାବ ବନ୍ୟଜନ୍ତୁ ମାନଙ୍କ ଉପରେ ପଡୁଛି।ବର୍ତ୍ତମାନ ଜଙ୍ଗଲ ଭିତରେ ଖାଦ୍ୟ ଅଭାବ ଯୋଗୁଁ ଗାଁ ମୁହାଁ ହେଉଛନ୍ତି ଜଙ୍ଗଲୀ ଭାଲୁ । ଏହର ଜଳନ୍ତା ଉଦାହରଣ ଦେଖିବାକୁ ମିଳିଛି ମୈଦଲପୁର ବନବିଭାଗ  ଅଞ୍ଚଳର ଚନ୍ଦ୍ରପୁର ଗ୍ରାମରେ । ଧୀରେଧୀରେ ମୈଦଲପୁର ଜଙ୍ଗଲ ଧ୍ୱଂସ ପାଇ ଚାଲିଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ସୃଷ୍ଟି ହେଉଛି । ଦୁଃଖର ବିଷୟ ବର୍ତ୍ତମାନ ମୈଦଲପୁର ଜଙ୍ଗଲ କିଛିବର୍ଷ ଭିତରେ ଧ୍ୱଂସ ପାଇଯିବାର ଯଥେଷ୍ଟ ସମ୍ଭାବନା ରହୁଛି । ବର୍ତ୍ତମାନ ଜଙ୍ଗଲ କ୍ଷୟ ହେବଯଗୁଁ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି । ବର୍ଷକୁ ବର୍ଷ ତାପମାତ୍ରା ବଢୁଛି ।
ବିଭାଗୀୟ ଅବହେଳା ଓ ସୁରକ୍ଷା ଅଭାବରୁ ବନ୍ୟପ୍ରାଣୀ ମାନଙ୍କ  ମୃତୁ୍ ବଢିଵା ରେ ଲାଗିଛି ।  ଜଙ୍ଗଲ ସୁରକ୍ଷା ଓ କୃର୍ତିମ ଜଙ୍ଗଲ ସୃଷ୍ଟି ପାଇଁ ସରକାର ଅନେକ ସ୍ୱାଗତଯୋଗ୍ୟ ପଦକ୍ଷେପ ନେଉଛନ୍ତି ।  କିନ୍ତୁ ମୈଦଲପୁର ଅଞ୍ଚଳରେ ଏହା ସମ୍ପୂର୍ଣ୍ଣ ଓଲଟା  । ଜଙ୍ଗଲ ସୁରକ୍ଷା ଓ ନୂଆ ଜଙ୍ଗଲ ସୃଷ୍ଟି ପାଇଁ ସରକାରଙ୍କର ବିଭିନ୍ନ ପଦକ୍ଷେପର ସଫଳତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ??? ଯେହେତୁ କେତେକ କାର୍ଯ୍ୟକ୍ରମ ଖାତାପତ୍ର ବା ଘୋଷଣାରେ ସୀମିତ ରହିଥିବାବେଳେ ଆଉ କେତେକ କାର୍ଯ୍ୟକାରୀତାରେ ଅନିୟମିତତା ରହିଛି । ସରକାର ଆନ୍ତରିକତାର ସହ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ବୁଦ୍ଧିଜିବୀ    ମହଳରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like