-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ତୃଣମୂଳ ସ୍ତରରୁ କଂଗ୍ରେସ ର ସାଂଗଠାନିକ ପ୍ରକ୍ରିୟା ଆରମ୍ଭ ହେବ ଦୁଇଦିନ ଧରି ଅନୁଷ୍ଠିତ ସର୍ବୋଦୟ ଶିବିରରେ ନିଷ୍ପତି

25-Aug-2024



ସମ୍ବଲପୁର:(ପ୍ରେରଣା ଖବର)-ଅଖିଳ ଭାରତୀୟ କଂଗେସ କମିଟିର ଏକ ଛାମୁଆ ଶାଖା ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଗଠନର ଦୁଇ ଦିନିଆ ସର୍ବୋଦୟ ଶିବିର ଅଗଷ୍ଟ ୨୪ ଓ ୨୫ ତାରିଖ ଦୁଇଦିନ ଧରି ସ୍ଥାନୀୟ ଓଡ଼ିଶା ସାଂସ୍କୃତିକ ସମାଜ ଭବନ ଠାରେ  ଅନୁଷ୍ଠିତ ହୋଇଯାଇଛି l ତୃଣମୂଳ ସ୍ତରରେ ସଂଗଠନ କୁ ସଶକ୍ତ ଓ ପ୍ରସାରିତ କରିବାକୁ ଏଥିରେ ନିଷ୍ପତି ନିଆଯାଇଛି lଦୁଇ ଦିନ ଧରି ଅନୁଷ୍ଠିତ ଶିବିରରେ ବିଭିନ୍ନ ବିଷୟରେ ଅଧିବେଶନ ମାନ ଅନୁଷ୍ଠିତ ହୋଇଥିଲା l ଭାରତର ସ୍ଵାଧୀନତା ସଂଗ୍ରାମ ଓ ଦେଶ ନିର୍ମାଣରେ କଂଗ୍ରେସ ର ଭୂମିକା, ଦେଶର ସମ୍ବିଧାନ ଓ ଏହାର ସୁରକ୍ଷା, ସ୍ଵରାଜ ଓ ବିକଳ୍ପ ବିକାଶ, ସାମାଜିକ ନ୍ୟାୟ ଆନ୍ଦୋଳନ, ପଞ୍ଚାୟତି ରାଜ ବ୍ୟବସ୍ଥା ଓ କ୍ଷମତାର ବିକେନ୍ଦ୍ରୀକରଣ  ଇତ୍ୟାଦି ବିଷୟ ବସ୍ତୁ ଉପରେ ଶ୍ରୀ ଶିବ ପ୍ରସାଦ ନନ୍ଦ, ନିରାକାର ବେଉରା, ସୁଦର୍ଶନ ଦାସ, ମହେଶ ସତ୍ୟ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ lଉଦଘାଟନୀ ଓ ଉଦଯାପନୀ ଉତ୍ସବରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଚରଣ ଦାସ, ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ମନୋଜ ମିଶ୍ର, ରେଙ୍ଗାଲି ବିଧାନସଭା ପ୍ରାର୍ଥୀ ଦିଲ୍ଲୀପ ଦାସ, ସୋନପୁର ବିଧାନସଭା ପ୍ରାର୍ଥୀ ପ୍ରିୟବ୍ରତ ସାହୁ, ବୀରମହାରାପୁର ବିଧାନ ସଭା ପ୍ରାର୍ଥୀ ପ୍ରଦୀପ ସେଠୀ, ନାରୀନେତ୍ରୀ ବିଜୟଲକ୍ଷ୍ମୀ ବେହେରା, ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ସୁନ୍ଦରଗଡ଼ର କଂଗ୍ରେସ ନେତା ନିର୍ମଳ କୁମାର ନାୟକ, ବଲାଙ୍ଗୀରର ଯୁବ ନେତା ଗଣେଶ ସାହୁ ପ୍ରମୁଖ ଯୋଗ ଦେଇଥିଲେ lଏହି ଶିବିରରେ ପଶ୍ଚିମ ଓଡ଼ିଶା ର ୮ ଟି ଜିଲ୍ଲାର ପ୍ରତିନିଧି ମାନେ ଯୋଗ ଦେଇଥିଲେ l ଶିବିରର ଦ୍ଵିତୀୟ ଦିନରେ ଶିବିର ରେ ଯୋଗ ଦେଇଥିବା ସାଥୀମାନେ ଧନୁପାଲି ସ୍ଥିତ ଭତରା ଗାଁ ରେ ଥିବା ଗାନ୍ଧୀ ମନ୍ଦିର କୁ ଯାଇ ରାମ ଧୁନ ଗାନ କରିବା ସହିତ ସେଠାରେ ଶ୍ରମଦାନ କରିବା ସହ ସଫେଇ କାର୍ଯ୍ୟକ୍ରମ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଶ୍ରୀନିବାସ ଖମାରୀ, ପାଣ୍ଡବ କର୍ଣ୍ଣ, କିଶୋର ସାହୁ, ବିଘ୍ନେଶ୍ୱର ସେଠ, ଦିଲ୍ଲୀପ ପଣ୍ଡା, ସୁନିଲ ପ୍ରଧାନ ପ୍ରମୁଖ ଶିବିର ପରିଚାଳନା କରିଥିଲେ l
ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଗଠନର ଓଡ଼ିଶା ପ୍ରଭାରୀ ଶ୍ରୀ କୁନାଲ ବାନାର୍ଜୀ, ପର୍ଯ୍ୟବେକ୍ଷକ ଶ୍ରୀ ରଞ୍ଜନ ବ୍ୟାଇପୋଇ, ରାଜ୍ୟ ଅଧ୍ୟକ୍ଷ ଶ୍ରୀ ସୁଦର୍ଶନ ଦାସ ଏହି ଶିବିରରେ ବିଶେଷ ଅତିଥି ଭାବରେ ଯୋଗ ଦେଇଥିଲେ l
ବନ୍ଦେ ମାତରଂ ଗାନ ରୁ ଆରମ୍ଭ ହୋଇ ଜନ ଗଣ ମନ ଜାତୀୟ ସଙ୍ଗୀତ ଗାନ ରେ ଏହି ଶିବିର ସମାପ୍ତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like