-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ରାଜଧାନୀରେ ଉପ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ଭେଟି ଅଞ୍ଚଳର ସମସ୍ୟା ଜଣାଇଲେ ନର୍ଲା ସାମ୍ବାଦିକ ସଂଘ

26-Aug-2024



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ସାମ୍ବାଦିକ ସଂଘ ଓଜେୟୁ ଶାଖା ପକ୍ଷରୁ ଏକ ପ୍ରତିନିଧି ଦଳ ଭୁବନେଶ୍ବର ଗ୍ରସ୍ତ କରି ଗତ ଶୁକ୍ରବାର ଦିନ,ବିଧାନସଭା ପରିସରରେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀଯୁକ୍ତ। ମୁକେଶ ମହାଲିଙ୍ଗ ଙ୍କୁ ତାଙ୍କ ନିଜ ନିଜ କାର୍ଯ୍ୟାଳୟ ରେ ସାକ୍ଷାତ କରି ନର୍ଲା ଅଞ୍ଚଳ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଓ ସ୍ଵାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ମାନ ଉପସ୍ଥାପନ କରିଛନ୍ତି ଯଥା ନର୍ଲା ଠାରେ ଏକ ସରକାରୀ ଆଇଟିଆଇ କଲେଜ , ଓ ନର୍ସିଂ ଟ୍ରେନିଂ କଲେଜ ଖୋଲିବା ସହ ବୃହତ୍ ଏକ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ପାଇଁ ଅବଗତ କରିଛନ୍ତି ଏହା ହେଲେ ନର୍ଲା ଅଞ୍ଚଳର ପ୍ରତିବର୍ଷ ବିଭିନ୍ନ କଲେଜ ରୁ  ଉତିନ୍ନ ହେଉଥିବା ଯୁକ୍ତ ଦୁଇ ଓ ଯୁକ୍ତ ତିନି ହଜାର ହଜାର ଛାତ୍ରଛାତ୍ରୀ କୌଣସି କର୍ମ ନିଯୁକ୍ତି ନ ପାଇ ଦାଦନ ଖଟିବା ପାଇଁ ବାଧ୍ୟ ହେଉଥିବା ପରିସ୍ଥିତି କୁ ଏଡ଼ାଇ ଦିଆଯାଇ ପାରିବ ବୋଲି ସଂଘ ପକ୍ଷରୁ ସରକାର ଙ୍କୁ ଅବଗତ କରାଯାଇଛି,ସେହିଭଳି ସ୍ଵାସ୍ଥ୍ୟ ମନ୍ତ୍ରୀ ମାନ୍ୟବର ମୁକେଶ ମହାଳିଙ୍ଗ ଙ୍କୁ ନର୍ଲା ଠାରେ ଯଥାଶୀଘ୍ର ଏକ ବହୁମୁଖି ଉନ୍ନତ ମାନର ମେଡିକାଲ ଖୋଲିବା ସହ, ରକ୍ତ ଭଣ୍ଡାର ବ୍ୟବସ୍ଥା ଓ ଶବ ବ୍ୟବଚ୍ଛେଦ ଗୃହ ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଛନ୍ତି ଯାହା ଫଳରେ ଅଞ୍ଚଳର ଗରିବ ଶ୍ରେଣୀର ଲୋକ ମାନଙ୍କୁ ଉନ୍ନତ ମାନର ବହୁ ବିଧ ସ୍ଵାସ୍ଥ୍ୟ ସେବା ସାଧାରଣ ଲୋକଙ୍କ ହାତ ପାହାନ୍ତା ରେ ଉପଲବ୍ଧ ହୋଇ ପାରିବା ସହ,ଅନେକ ଗରିବ ଶ୍ରେଣୀର ଲୋକେ ବହୁଳ ଖର୍ଚ୍ଚାନ୍ତ ରୁ ମୁକ୍ତି ପାଇ ପାରିବେ ବୋଲି ସଂଘ ପକ୍ଷରୁ ମାନ୍ୟବର ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଅଛି ମାନ୍ୟବର ମନ୍ତ୍ରୀ ମଧ୍ୟ ନର୍ଲା ପ୍ରେସ ଆସୋସିଏସନ୍ ର ସମସ୍ତ ପ୍ରତିନିଧି ମାନଙ୍କ କଥାକୁ ସମ୍ମାନ ର ସହ ଗ୍ରହଣ କରି ଆଗାମୀ ଦିନରେ ତତ୍ ସଂଲଗ୍ନ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରି ପର୍ଯ୍ୟାୟ କ୍ରମେ ସମସ୍ତ ସମସ୍ୟା ର ସମାଧାନ ନିଶ୍ଚିତ ରୂପେ କରାଯିବ ବୋଲି ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like