-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଗଣ୍ତାବାହାଲିରେ ସ୍ଵଭାବକବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

26-Aug-2024



ସିନାପାଲି( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ଗ୍ରାମ୍ୟ ମେହେର ଭୁଲିଆ ସମାଜ ଆନୁକୁଲ୍ୟରେ ରବିବାର ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଅଛି । ଗ୍ରାମ୍ୟ ମେହେର ସମାଜର ସଭାପତି ପୁର୍ଣ୍ଣଚନ୍ଦ୍ର ମେହେରଙ୍କ  ସଭାପତିତ୍ବରେ ଅନୁଷ୍ଠିତ ଜୟନ୍ତୀ ସଭାରେ ମୁଖ୍ୟଅତିଥି ଭାବରେ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ମୁଖ୍ୟବକ୍ତା ସିନାପାଲି ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ କନକ ବର୍ଦ୍ଧନ ସାହୁ, ବିଶିଷ୍ଟ ଅତିଥି ଗୋଲାମୁଣ୍ତା ମହାବିଦ୍ୟାଳୟର ଅଧ୍ୟାପକ ନବୀନ ଚନ୍ଦ୍ର ମେହେର ଓ  ସମ୍ମାନିତ ଅତିଥି ଭାବରେ ଜିଲ୍ଲା ମେହେର ସମାଜ ସଂପାଦକ ସୁରେଶ୍ଵର ମେହେର ଯୋଗ ଦେଇ ଥିବା ବେଳେ ଗଣ୍ତାବାହାଲୀ ଗ୍ରାମ୍ଯ ମେହେର ସମାଜ ସମ୍ପାଦକ ରଥି ମେହେର ମଞ୍ଚାସୀନ ଥିଲେ । ଗୁପ୍ତେଶ୍ୱର ମେହେର ସ୍ୱାଗତ କରିବା ସହ ସଭା ପରିଚାଳନା କରିଥିଲେ ା  ଗଙ୍ଗାଧର ମେହେରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପରେ‌ ସ୍ଥାନୀୟ ପଞ୍ଚାୟତ ହାଇସ୍କୁଲ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା । ଏହି ଅବସରରେ କୁଶଳୀ ତନ୍ତୀ କପୁରଚନ୍ ମେହେର ଓ ଯୁବ ସମାଜସେବୀ ତୁଲସୀରାମ ମେହେରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା  ା ଅନ୍ଯମାନଙ୍କ ମଧ୍ଯରେ ସିନାପାଲି ଗଙ୍ଗାଧର ସାରସ୍ୱତ ସମିତିର ସଭାପତି ବୈଷ୍ଣବ ମେହେର, ସଦସ୍ଯ ଲଳିତ କୁମାର ସୁନାରୀ, ବଂଶୀଧର ଜଗତ, ପ୍ରେମାନନ୍ଦ ମେହେର, ପ୍ରକାଶ ଚଂଦ୍ର ମେହେର ଓ ଗଣ୍ତାବାହାଲୀର ରାହାସ ବିହାରୀ ମେହେର, ତ୍ରିନାଥ ମେହେର, ଚତୁର୍ଭୁଜ ସେଠୀ, ଯୋଗେଂଦ୍ର ମେହେର, ଭୀଷ୍ମରାଜ ମେହେର, ସଚିଦାନନ୍ଦ ମେହେର, ନିରଞ୍ଜନ ମେହେର ପ୍ରମୁଖ ସାହିତ୍ଯପ୍ରେମୀ ଉପସ୍ଥିତ ଥିଲେ ା ଶେଷରେ ଭୁବନେଶ୍ୱର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like