-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ଲଡୁକେଶ୍ୱର ଜୀଉ ମହାବିଦ୍ୟାଳୟ ,କୁମ୍ଭାରପଡା ରେ ପ୍ରଥମ ବର୍ଷ ନୂତନ ଛାତ୍ରଛାତ୍ରୀ ଙ୍କ ସ୍ୱାଗତ ସମ୍ବର୍ଦ୍ଧନା

26-Aug-2024



ଖଣ୍ଡପଡା:ଖଣ୍ଡପଡା ବ୍ଲକ କୁମ୍ଭାରପଡା ଶ୍ରୀ ଶ୍ରୀ ଲଡ଼ୁକେଶ୍ୱର ଜୀଉ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଯୁକ୍ତଦୁଇ ପ୍ରଥମ ବର୍ଷ ର ଛାତ୍ରଛାତ୍ରୀ ଙ୍କ ପାଇଁ ସ୍ୱାଗତ ଉତ୍ସବ ପାଳିତ ହୋଇଯାଇଛି l ଅନୁଷ୍ଠାନର ଅଧକ୍ଷ ପ୍ରମୋଦ କୁମାର ରାଉତ ଙ୍କ ଅଧକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ଅଧ୍ୟାପିକା ବିଜୟ ଲଷ୍ମୀ ରାଉତ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l ପ୍ରଥମେ ଦ୍ୱିତୀୟ ବର୍ଷ ର ଛାତ୍ରଛାତ୍ରୀ ମାନେ ପ୍ରଥମ ବର୍ଷ ର ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରିଥିଲେ l ପରେ ଏକ ସାଧାରଣବୈଠକ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ଅଧ୍ୟାପକ ଗୁଣନିଧି ଦାଶ ଅନୁଷ୍ଠାନ ର ଇତିହାସ, ନୀତିନୀୟମ ଓ ଚଳିତବର୍ଷର ପାଠ୍ୟ କ୍ରମ, ସୁବିଧା ସୁଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ l ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ମାନେ ନିଜର ପାଠ୍ୟକ୍ରମ ସଂକ୍ରାନ୍ତରେ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସୂଚନା ପ୍ରଦାନ କରିବା ସହିତ  ଉନ୍ନତ ଶିକ୍ଷା ପ୍ରାପ୍ତି ଓ ସଂସ୍କାର ରେ ପରିଚାଳିତ ହେବା ପାଇଁ ପରାମର୍ଶ ଦେଇଥିଲେ l ମହାବିଦ୍ୟାଳୟ ର  ଦ୍ୱିତୀୟ ବର୍ଷ ର ଛାତ୍ରଛାତ୍ରୀ ମାନେ ଏହି ସୁନ୍ଦର କାର୍ଯ୍ୟ କ୍ରମ ଆୟୋଜନ କରିଥିବା ବେଳେ ଶେଷରେ ପାଠାଗାର ସହାୟକ ବିଜୟ କୁମାର ସେଠୀ  ଧନ୍ୟବାଦ ଅର୍ପଣ କରିଥିଲେ l ସୂଚନା ଥାଉ କି ଚଳିତବର୍ଷ ପ୍ରଥମ ପର୍ଯ୍ୟାୟରେ  ୮୦ ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପ୍ରଥମ ଶ୍ରେଣୀ ରେ ନାମ ଲେଖାଇଛନ୍ତି।

[ନୟାଗଡ଼ରୁ ବିଜୟ ଲକ୍ଷ୍ମୀ ରାଉତଙ୍କ ରିପୋର୍ଟ, ପ୍ରେରଣା ନିଉଜ୍]


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like