-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନୀଳଜି ଶିଶୁମନ୍ଦିର ଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

26-Aug-2024



ସିନାପାଲି (ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ଗ୍ରାମରେ ଥିବା ସରସ୍ବତୀ ଶିଶୁମନ୍ଦିର ଠାରେ ଖୁବ  ଉତ୍ସାହ  ଓ ଉଦ୍ଦୀପନା ସହ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ହୋଇଥିବା ସଭାରେ ଶିଶୁମନ୍ଦିର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ପରମେଶ୍ୱର ଖମାରି ଅବସର ପ୍ରାପ୍ତ  ମୃର୍ତ୍ତିକା ସଂରକ୍ଷଣ  ଓଭର ସିଅର , ମୁଖ୍ୟ ବକ୍ତା ଭାବରେ ନୀଳଜି କ୍ଲଷ୍ଟର ର ସି ଆର ସି ସି ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର ଓ ସମ୍ମାନିତ ଅତିଥି ଭାବରେ ପରିଚାଳନା କମିଟିର ସମ୍ପାଦକ ତଥା ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ଓ ପୂର୍ବତନ ସମ୍ପାଦକ ଶ୍ରୀଯୁକ୍ତ ତାରା ଚନ୍ଦ୍ର ପ୍ରଧାନ  ଯୋଗ ଦେଇ ଥିଲେ । ଆଚାର୍ଯ୍ୟ ଶ୍ରୀ ମୀନ କେତନ ହଂସ  ଅତିଥି ମାନଙ୍କୁ ସ୍ୱାଗତ  କରିବା ସହ  ପରିଚୟ ପ୍ରଦାନ କରିଥିଲେ। କୁନି କୁନି  ଛାତ୍ରୀ ମାନେ ଅତିଥି ମାନଙ୍କୁ  ଫୁଲ ଚନ୍ଦନ, ନାରିକେଳ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅତିଥିଗଣ ଦୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପମାଲ୍ୟ ପ୍ରଦାନ କରି ଭଗବାନ ଶ୍ରୀକୃଷ୍ଣ , ବିଦ୍ୟାଦାତ୍ରୀସରସ୍ବତୀ ଦେବୀ ଓ ଭାରତ ମାତାଙ୍କ ପୂଜାର୍ଚନା କରିଥିଲେ। ଛାତ୍ର ଛାତ୍ରୀ ମାନେ ସୁ  ଲଳିତ କଣ୍ଠ ରେ ପ୍ରାର୍ଥନା ଓ ଭକ୍ତି ସଂଗୀତ ଗାନ କରି ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀ ପ୍ରଶାନନ୍ଦ କୁମ୍ଭାର ସଭାକାର୍ଯ୍ୟ ସଂଯୋଜନା କରିଥିଲେ। ଅତିଥିଗଣ ଯୋଗୀରାଜ ଶ୍ରୀକୃଷ୍ଣ  ମହାପ୍ରଭୁ ଙ୍କ ପରି ମାତୃ ପିତୃ ଭକ୍ତ, ଗୁରୁ ଭକ୍ତ ଓ ଧର୍ମ ରକ୍ଷକ ହେବା ପାଇଁ ନିଜ ବକ୍ତବ୍ୟ  ଜରିଆରେ  ଛାତ୍ର ଛାତ୍ରୀ ମାନ ଙ୍କୁ ଉତ୍ସାହିତ କରିଥିଲେ ।ସଭାଶେଷରେ  ଆଚାର୍ଯ୍ୟ ଶ୍ରୀ ବୀରଭଦ୍ର ସା ଅତିଥିଗଣ ଙ୍କୁ ଧନ୍ୟବାଦ ଦେଇଥିଲେ  । ଏହି ଅବସରରେ ୩୫ ଜଣ ଛାତ୍ର ଛାତ୍ରୀ ଶ୍ରୀକୃଷ୍ଣ, ରାଧା, ଯଶୋଦା ଓ ବଳରାମ ବେଶରେ ସଜ୍ଜିତ ହୋଇ ଆସିଥିଲେ ।  ଶ୍ରୀକୃଷ୍ଣ ବେଶ ଧାରୀ ଛାତ୍ର ମାନଙ୍କ ଦ୍ୱାରା  ଦହି ହାଣ୍ଡି ଭଗ୍ନ କରାଯାଇଥିଲା  ।  ଏହି ଦୃଶ୍ୟ ଅତି ସୁନ୍ଦର ଓ ଚମତ୍କାର ହୋଇଥିଲା । ପରେ  ଛାତ୍ରୀ ଗଣ ଭକ୍ତି ସଂଗୀତ ତାଳେ ତାଳେ ମନଛୁଆଁ ନୃତ୍ୟ ପରିବେଷଣ କରିଥିଲେ । ପରିଚାଳନା  କମିଟିର ସଭ୍ୟ ସଭ୍ୟା  ଓ ଅଭିଭାବକ  ଅଭିଭାବିକା  ମାନେ ଉପସ୍ଥିତ ରହି  କାର୍ଯ୍ୟକ୍ରମ କୁ  ଉପଭୋଗ କରିଥିଲେ ।ଏହି ଉତ୍ସବ ଆୟୋଜନ କରିବାରେ ଆଚାର୍ଯ୍ୟ ସରୋଜ ସୁନାନୀ, ଅଖିଳେଶ ପାଣ୍ଡେ, ସୁନେଶ୍ୱର ପୁଞ୍ଜି, ବେଣୁଧର ନିଆଲ, ଖିରାଦ୍ରୀ ସୁନାନୀ, ଆଚାର୍ଯ୍ୟା ଡ଼ୁମେର ମତି ଗହୀର ଓ ପ୍ୟାରୀ ସା  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like