-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

 ପବିତ୍ର ଜନ୍ମାଷ୍ଟମୀରେ ରାଇରଙ୍ଗପୁର ସହର ଉତ୍ସବମୁଖର     

26-Aug-2024



ଆଜି ପବିତ୍ର ଜନ୍ମାଷ୍ଟମୀ ଉତ୍ସବ l ସାରା ଭାରତର ନରନାରୀ ଉତ୍ସବମୁଖର l ଉକ୍ତ ଦିନ ଦେବାଦି ଦେବ ଠାକୁର ଶ୍ରୀକୁଷ୍ଣ ଧରାପୁଷ୍ଠରେ ଅବତରଣ କରି ପାପଭାରାକ୍ରାନ୍ତ ଧରିତ୍ରୀକୁ ଦାନବମାନଙ୍କ ଠାରୁ ରକ୍ଷା କରିଥିଲେ l ତାଙ୍କର ଗୁଣାବଳୀ ଅବର୍ଣ୍ଣନୀୟ, ଅକଳ୍ପନୀୟ ଓ ଅଚିନ୍ତନୀୟ l ତାଙ୍କୁ ଭକ୍ତ ଭକ୍ତି ପ୍ରାଣରେ ଡାକିଲେ , ସେ ତାହାର ଦୁଃଖ  ଲାଘବ କରିଥାନ୍ତି l ସେହି ବନ୍ଦନୀୟ ଠାକୁରଙ୍କ ଜନ୍ମଦିନରେ ମନ୍ଦିର ଦେବାଳୟ ଆଜି ଭକ୍ତ ଓ ଭଗବାନ ଏକାକାର ହେବା ଭଳି ଦେଖାଯାଇଛି l ରାଇରଙ୍ଗପୁର ସହରସ୍ତ ମାଉସୀମା ମନ୍ଦିର, ଶ୍ରୀ ଜଗନ୍ନାଥ

ମନ୍ଦିର ଓ ଶ୍ରୀ ରାଧାକୁଷ୍ଣ ମନ୍ଦିର ରେ ଭକ୍ତମାନଙ୍କର ନାହିଁ ନ ଥିବା ଭିଡ ସାଙ୍ଗକୁ ଭକ୍ତଗଣ ଶ୍ରୀ ଠାକୁରଙ୍କ ଠାରେ ନୈବେଦ୍ଯ ସମର୍ପଣ କରି ଆଶିଷ କାମନା କରିଥିଲେ l ଏହି ଉପଲକ୍ଷେ ମାଉସୀମାଁ ମନ୍ଦିର  ଠାରେ ସନ୍ଧ୍ଯା ସମୟରେ ବାଦି ପାଲାର ଆୟୋଜନ କରାଯାଇଥିଲା l ଏହାକୁ ଦେଖିବାକୁ ସହରର ଶହ ଶହ ଭକ୍ତ ସମବେତ ହୋଇଥିଲେ l ତାସହିତ ପ୍ରଭୁଙ୍କର ଗୁଣକୀର୍ତ୍ତନ କରିଥିଲେ l ଭକ୍ତବୁନ୍ଦଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସାଦ ବଣ୍ଟନ କରାଯାଇଥିଲା l ଲାଇଟ ଡେକୋରେସନ୍ ରେ ମନ୍ଦିରର ଶୋଭା ଦ୍ବିଗୁଣିତ ହୋଇଥିଲା l ଲୋକେ ପ୍ରଭୁଙ୍କୁ ଦର୍ଶନ କରି ଆତ୍ମତୁପ୍ତି ଅନୁଭବ କରିଥିଲେ l ଏହିପରି ବାମନଘାଟୀ ଉପଖଣ୍ଡର ସମସ୍ତ ବ୍ଲକରେ ମଧ୍ଯ ଧୁମ୍ ଧାମରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି l

(ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like