-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ବାମନଘାଟୀ କରଣ ସମାଜର ବନ୍ଧୁ ମିଳନ କାର୍ଯ୍ଯକ୍ରମ ଅନୁଷ୍ଠିତ

26-Aug-2024



(ପ୍ରେରଣା ଖବର)
 ବାମନଘାଟୀ କରଣ ସମାଜର ବନ୍ଧୁ ମିଳନ କାର୍ଯ୍ଯକ୍ରମ ସ୍ଥାନୀୟ ପିସିଏମ୍ କଲ୍ଯାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ଯକ୍ରମ ପ୍ରାରମ୍ଭରେ ବାମନଘାଟୀ କରଣ ସମାଜର ସଭାପତି ପ୍ରଦୀପ୍ତ କୁମାର ମହାନ୍ତି ତଥା ବୟୋଜ୍ଯେଷ୍ଠ କରଣ ସାଆନ୍ତ  ମନୋରଞ୍ଜନ ମହାନ୍ତି,କୁଷ୍ଣ ବିହାରୀ ମହାନ୍ତି, ହିମାଂଶୁ ଶେଖର ପଟ୍ଟନାୟକ,ବରିଷ୍ଠ ଆଇନଜୀବୀ ପ୍ରଦୀପ ଦାସ, ଆରତୀ ମହାନ୍ତି,  ଆଭାରାଣୀ ଦାସ ପ୍ରମୁଖ କରଣମାନଙ୍କ ଆରାଧ୍ଯ ଦେବତାଙ୍କୁ ପୂଜାର୍ଚ୍ଚନା ପୂର୍ବକ କାର୍ଯ୍ଯକ୍ରମର ଶୁଭାରମ୍ଭ କରିଥିଲେ l ତତ୍ପରେ ଉପସ୍ଥିତ କରଣ ପରିବାରମାନଙ୍କୁ ମହାପ୍ରସାଦ ବଣ୍ଟନ ଓ କରଣମାନଙ୍କ ପ୍ରତୀକ ଭାବେ ସମସ୍ତ ପରିବାର ମୁଖ୍ଯଙ୍କୁ ଗୋଟିଏ ଲେଖାଏଁ କଲମ ବଣ୍ଟନ କରାଯାଇଥିଲା l ନିକଟରେ ଇହଧାମ ତ୍ଯାଗ କରିଥିବା କରଣ ସାଆନ୍ତ ଓ ସାଆନ୍ତାଣୀ ମାନଙ୍କୁ ଅମର ଆତ୍ମାର ସଦଗତି ନିମନ୍ତେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇ ବରିଷ୍ଠ କରଣ ସାଆନ୍ତ ନିଗମାନନ୍ଦ ପଟ୍ଟନାୟକ କରଣ ସମାଜର ଗଠନ ଓ କାର୍ଯ୍ଯାବଳୀ ସମ୍ବନ୍ଧରେ ବିସ୍ତୁତ ସୂଚନା ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ଯକ୍ରମରେ ପୁଷ୍ପଲତା ମହାନ୍ତି ମଞ୍ଚ ପରିଚାଳନା କରିଥିଲେ ତଥା ସମସ୍ତେ ସକ୍ରିୟ ସହଯୋଗ କରିଥିଲେ l ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like