-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ତ୍ରିଦିବସୀୟ ଯୁବ ନେତୃତ୍ବ ବିକାଶ ତାଲିମ ଶିବିର ଉଦଯାପିତ

26-Aug-2024



ନୂଆପଡ଼ା  (ରାମନାଥ ପଣ୍ଡା)
ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ,ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଓ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ଠାରେ ଅନୁଷ୍ଠିତ ଜାତୀୟ ସେବା ସଂସ୍ଥାର ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ବିକାଶ ତାଲିମ ଶିବିର ଉଦଯାପିତ ହୋଇଯାଇଛି।କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୋଡ଼େନ ଥାନା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ମାଝୀ, ସମ୍ମାନିତ ଅତିଥି ରୂପେ ପରିଚାଳନା ପରିଷଦ ସଭାପତି ରାଜା ରାମ କଟା,ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ପ୍ରଣତି ପଣ୍ଡା,ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ପ୍ରମୁଖ ମଞ୍ଚାଷିନ ଥିଲେ ।ଶିବିରରେ କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ୧୦୦ ଜଣ ସ୍ବେଚ୍ଛାସେବୀ ଏବଂ ୧୦ ଜଣ କାର୍ଯ୍ୟକ୍ରମ ଅଧିକାରୀ ଯୋଗଦାନ କରି ଶିବିରର ମାନ ବଢାଇ ଥିଲେ ।ଏହି ଶିବିରରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା ।ନୂଆପଡ଼ା ଆର୍ ଟି ଓ ମନ ସିଂ ସିଦ୍ଧାନ୍ତ ମହାପାତ୍ର ,ଅବକାରୀ ବିଭାଗ ଇନ୍ସପେକ୍ଟର ପ୍ରମୁଖ ଯୋଗଦାନ କରି ସ୍ବେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିଥିଲେ ।କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପାଞ୍ଚୋଟି ବର୍ଗରେ ନୃତ୍ୟ,ଗୀତ,ଦଳଗତ ନୃତ୍ୟ, ରଙ୍ଗୋଳି ଓ ସାଧାରଣ ଜ୍ଞାନର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଦଳଗତ ନୃତ୍ୟ ବର୍ଗରେ ସିନାପାଲି ମହାବିଦ୍ୟାଳୟ ପ୍ରଥମ ସ୍ଥାନ , ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ବୋଡ଼େନ ଦ୍ଵିତୀୟ ସ୍ଥାନ ଓ ପଞ୍ଚାୟତ ସମିତି ମହାବିଦ୍ୟାଳୟ କୋମନା ତୃତୀୟ ସ୍ଥାନ ଅଧିକାର କରିଥିଲେ। ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର ଅବିନାଶ ମହାପାତ୍ର ଓ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟର ଯୁଧିଷ୍ଠିର ଦଣ୍ଡସେନା ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବରେ ପୁରସ୍କୃତ ହୋଇଥିବାବେଳେ ଶ୍ରେଷ୍ଠ ମହିଳା ସ୍ବେଚ୍ଛାସେବୀ ରୂପେ ପଦ୍ମ ମାଝୀ ଓ ରଶ୍ମିତା ଜଗତ ପୁରସ୍କୃତ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like