-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ସୋନପୁର ରେ ମହା ସମାରୋହରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳନ

26-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ ଉତ୍ସବ l ପ୍ରଭୁ ଶ୍ରୀକୃଷ୍ଣ ହେଉଛନ୍ତି ପ୍ରେମ ର ପ୍ରତୀକ l ପ୍ରଭୁ  ସୁଦାମା ପରି ଜଣେ ଦରିଦ୍ର ଲୋକ ଙ୍କ ସହ ମୈତ୍ରତl ଓ ବନ୍ଧୁତା ସ୍ଥାପନ କରି ତାଙ୍କ ଗାମୁଛା ରୁ ଆଁଇଠା ଚାଉଳ ଭଜା ଖାଇଥିଲେ l ଓ   ଧନୀ ଦରିଦ୍ର ସାନ ବଡ଼ ର ପାର୍ଥକ୍ୟ ନ ରଖି ତାଙ୍କୁ ବନ୍ଧୁ କରି ଦୁନିଆଁ କୁ ଉଦାହରଣ ଦେଇ ଥିଲେ l ପ୍ରଭୁ ଙ୍କ ଏ ଉଦାରତା ଓ ଅନ୍ୟାୟ ଅତ୍ୟାଚାର ର ଦମନ କରି ଧର୍ମ ରକ୍ଷା କରିବା ଜୀବ ଜଗତ କୁ ସୁରକ୍ଷା ଦେବା ଆଜି ଦିନ ର ବା ଉପାସନା ର ମୂଳ ଲକ୍ଷ୍ୟ ଅଟେ l ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସର ରେ ଆଜି ସୁବର୍ଣ୍ଣପୁର ସହର ତଥା ଜିଲ୍ଲା ଉତ୍ସବ ମୁଖର ହୋଇ ଉଠିଛି ।ସୋନପୁର ମଝିପଡ଼ା ରାମ ମନ୍ଦିର, ମହାବୀର କଲୋନୀ ରାମ ମନ୍ଦିର, ବୃନ୍ଦାବନ ବିହାରୀ  ମନ୍ଦିର, ଶ୍ରୀ ଗୋପାଳ ଜି ମନ୍ଦିର ସମେତ  ବିଭିନ୍ନ ମନ୍ଦିର ଓ ପାଠାଗାର ମାନଂକରେ ଜନ୍ମାଷ୍ଟମୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଛି  ।

ସେହିପରି ଗୋକନେଶ୍ୱର ପଡ଼ା ସ୍ଥିତ ସମାଜସେଵୀ ଗୋପାଳ ନେଗୀ ଙ୍କ ବାସ ଭବନ ରେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ଧୁମ୍ ଧାମରେ ପାଳନ କରାଯାଇଛି। ଏଠାରେ ଶହଶହ ପୁରୁଷ ଓ ମହିଳା ବ୍ରତ ଧାରୀ ଏକାଠି ହୋଇ ରୀତି ନୀତି ରେ ପୂଜା ଅର୍ଚ୍ଚନା କରି ପ୍ରଭୁ ଙ୍କୁ ନୈବେଦ୍ୟ ଅର୍ପଣ କରି ପ୍ରଭୁ ଙ୍କ ଆଶିଷ ଲାଭ କରି ଥିଲେ ଏଵଂ ଏଠାରେ ସଙ୍ଗୀତକାର ପୁରନ୍ଦର ଠେଲାଙ୍କ ସାଂସ୍କୃତିକ ଅନୁଷ୍ଠାନ ର କଳାକାର ଙ୍କ ଦ୍ଵାରା ଭଜନ ସଙ୍ଗୀତ ପରିବେଷଣ କରା ଯାଇ ଥିଲା । ଯାହାକି ସମଗ୍ର ଅଞ୍ଚଳ ରେ ଏକ ଭକ୍ତି ମୟ ପରିବେଶ ସୃଷ୍ଟି ହୋଇଥିଲା l  ସମସ୍ତ ଭକ୍ତ ଶ୍ରଦ୍ଧାଳୁ ଶ୍ରୀକୃଷ୍ଣ ଙ୍କ ଭଜନ କୀର୍ତ୍ତନ ରେ ଭାବ ବିହ୍ବଳ ହୋଈ ନାଚ ଗୀତ ରେ ସାମିଲ ହୋଇଥିଲେ l ଯୋଗ ସମିତି ସ୍ବଚ୍ଛ ଭାରତ ସମେତ ସହର ର ବହୂ ଭକ୍ତ ଶ୍ରଦ୍ଧାଳୁ ଏଠାରେ ଯୋଗ ଦେଇ ପ୍ରଭୂ କୃପା ଲାଭ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like