-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସାରା ଦେଶରେ ଆଜି ପାଳିତ ହେଉଛି ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

26-Aug-2024



ବଲାଙ୍ଗୀର: ଆଜି ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ।ଏହି ପର୍ବ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ।ମହାପ୍ରଭୁ ଶ୍ରୀକୃଷ୍ଣ ଙ୍କ ଜନ୍ମ ଉତ୍ସବ ଆଜି ସାରା ଦେଶରେ ପାଳନ କରାଯାଉଛି।ସେହିଭଳି ବଲାଙ୍ଗୀର ରାଧାରାଣୀ ପଡା ସ୍ଥିତ ରାଧା କୃଷ୍ଣ ମନ୍ଦିର ଏବଂ ପାଟଣା ହୋଟେଲ ଛକ ନିକଟରେ ଥିବା ହନୁମାନ ମନ୍ଦିରରେ ମହାସମାରୋହରେ ପାଳିତ ହେଉଛି। ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁ ଭକ୍ତ ମାନେ ଉତ୍ସାହର ସହ ପାଳନ କରୁଛନ୍ତି କୃଷ୍ଣ ଜନ୍ମୋତ୍ସବ।ଆଜି ମଥୁରା ବୃନ୍ଦାବନ ରେ ଭକ୍ତି ମୟ ପରିବେଶରେ ମହାପ୍ରଭୁ ଶ୍ରୀକୃଷ୍ଣ ଙ୍କୁ ଆବାହନ କରାଯିବା ସହ ତାଙ୍କ ୫୨୫୧ ତମ ଜନ୍ମାଷ୍ଟମୀ ଉତ୍ସବ ଦ୍ବାରିକା ନଗରୀରେ ପାଳିତ ହେଉଛି।ପୁରୀ ଶ୍ରୀମନ୍ଦିରରେ ମଧ୍ୟ ନୀତି ନିୟମ ରେ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ଅନୁଷ୍ଠିତ ହେବ।ସନ୍ଧ୍ୟା ଧୂପ ପରେ ଶ୍ରୀକୃଷ୍ଣ ଙ୍କ ଜନ୍ମ ଉତ୍ସବ ପାଳନ କରାଯାଇଥାଏ।ଆଜି ମହାଜନ ସେବକ ଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମ ଅନୁଷ୍ଠିତ ହେବ।ଜନ୍ମ ଚକଡା଼ ରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ।ସନ୍ଧ୍ୟା ଧୂପ ପରେ ଜୟ ବିଜୟ ଦ୍ଵାର ବନ୍ଦ କରାଯାଇ ଭଣ୍ଡାର  ଘର ସମ୍ମୁଖ ଭାଗରେ ପୂଜା ପଣ୍ଡା ସେବାୟତ ମାନେ ପଞ୍ଚ ବର୍ଣ୍ଣ ମୁରୁଜ ରେ ଜନ୍ମ ମଣ୍ଡଳୀ କରିବେ।ସେଠାରେ ସୁନାର କୃଷ୍ଣ ମୂର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନ ମୋହନ ଙ୍କୁ ଅଣାଯାଏ। ଦେବକୀ ବସୁଦେବ ଚରିତ୍ର ଦୁଇଜଣ ମହାଜନ ସେବକ ଏହି ଜନ୍ମ ନୀତି ପାଳନ କରନ୍ତି। ତାପରେ ମଦନ ମୋହନ ଙ୍କୁ ନାଭିକଟା ମଣ୍ଡପ କୁ ନେଇ କୃଷ୍ଣ ଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ପାଳନ ହେବ।ଶ୍ରୀକୃଷ୍ଣ ଜନ୍ମ ନୀତି ଆରମ୍ଭ ହୋଇ କଂସବଧ ଲୀଳା ପର୍ଯ୍ୟନ୍ତ ଚାଲୁ ରହେ।ଜନ୍ମାଷ୍ଟମୀ ପାଇଁ ଶ୍ରୀକୃଷ୍ଣ ଜନ୍ମସ୍ଥାନ ମଥୁରା ନଗରୀ ଚଳ ଚଞ୍ଚଳ ହୋଇ ଉଠିଛି।ଗୁଜୁରାଟ ର ଦ୍ୱାରକାଧିଶ ମନ୍ଦିର ମଧ୍ୟ ଶ୍ରୀକୃଷ୍ଣ ଜନ୍ମୋତ୍ସବ ପାଳନ ଅବସରରେ ଆକର୍ଷଣୀୟ ଆଲୋକ ମାଲାରେ  ଝଲସି ଉଠେ।ଆଜିର ଏହି ପବିତ୍ର କୃଷ୍ଣ ଜନ୍ମୋତ୍ସବ ସବୁଠି ଧୁମଧାମରେ ପାଳନ ହେଉଥିବା ବେଳେ ସମସ୍ତ ଙ୍କ ମନରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like