-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ରାଜ୍ୟ

ପୁରପଲ୍ଲୀ ରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ

26-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା):  ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ଜନ୍ମାଷ୍ଟମୀ ଭାବରେ ପାଳନ କରାଯାଉଛି l ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ଅବା ପବିତ୍ର ଜନ୍ମାଷ୍ଟମୀ ଆଜି ବୌଦ୍ଧ ଜିଲ୍ଲାର କଣ୍ଟାମାଲ ବ୍ଲକର ପୁରପଲ୍ଲୀରେ ନିଷ୍ଠାର ସହ ପାଳିତ ହେଉଛି l ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇଉଠିଛି ପୁରପଲ୍ଲୀ l ପଲଶାଗୋରା ରେ ଏବେବି ତାଳପତ୍ର ପୋଥି ରେ ଲିଖିତ ଶ୍ରୀ ହରିବଂଶ ପୁରାଣ ପାଠ ଚାଲିଛି l ପଲଶାଗୋରା ସ୍ଥିତ ଶ୍ରୀ ନୀଳାମ୍ବର ପଣ୍ଡାଙ୍କ ବାସଗୃହ ଠାରେ କାହିଁ କେଉଁ ବର୍ଷ ଠାରୁ ହୋଇ ଆସୁଥିବା ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ଉତ୍ସବରେ ଆଜି ମଧ୍ୟ ସେହି ତାଳପତ୍ର ପୋଥି ରେ ଲେଖାହୋଇଥିବା ଶ୍ରୀହରିବଂଶ ପୁରାଣ ର ପାଠ କରାଯାଉଛି |ସବୁ ବର୍ଷ ଜନ୍ମାଷ୍ଟମୀ ଦିନ ସକାଳୁ ପୂଜା ମଣ୍ଡପରେ ପୂଜା ଆରମ୍ଭ କରାଯାଇ କାହିଁ କେଉଁ ଦିନ ଠାରୁ କାଠବାକ୍ସ ରେ ଯତ୍ନ ର ସହ ରଖାଯାଇଥିବା ତାଳପତ୍ର ରେ ଲିଖିତ ପୁରାଣ କୁ ବର୍ତମାନ ଅବସରପ୍ରାପ୍ତ ଶିକ୍ଷକ ନୀଳାମ୍ବର ପଣ୍ଡା ପାଠ କରିଲୋକଙ୍କୁ ଶୁଣାଉଛନ୍ତି |ଏହି ସ୍ଥାନରେ ବର୍ତମାନ ବହୁତ ଭକ୍ତ ଶ୍ରୀ ଜନ୍ମାଷ୍ଟମୀ ଉତ୍ସବ ପାଳନ କରୁଥିବା ବେଳେ ପୁରାଣପାଠ ଶ୍ରବଣ କରୁଛନ୍ତି |ଏହି ତାଳପତ୍ର ରେ ଲିଖିତ ପୁରାଣ କୁ ନୀଳାମ୍ବର ପଣ୍ଡା ଙ୍କ ଅଜା କ୍ଷେତ୍ରବାସୀ ପଣ୍ଡା ନିଜେ ଲେଖି ପରେ ପାଠ କରିଥିଲେ ତାଙ୍କ ପରେ ତାଙ୍କ ପିତା ସ୍ବର୍ଗତ ପ୍ରସନ୍ନ ପଣ୍ଡା ପାଠ କରୁଥିଲେ |ତାଙ୍କ ଅନ୍ତେ ତାଙ୍କ ପୁଅ ନୀଳାମ୍ବର ପଣ୍ଡା ବର୍ତମାନ ଏହାକୁ ପାଠ କରି ଏହି ପରମ୍ପରା କୁ ବଞ୍ଚାଇ ରଖିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like