-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....    (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||     

HOME   ଜିଲ୍ଲା

ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ପବିତ୍ର ଜନ୍ମାଷ୍ଟମୀ ପାଳିତ

26-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ): ପବିତ୍ର ଜନ୍ମାଷ୍ଟମୀ ଅର୍ଥାତ ଭଗବାନ ଶ୍ରୀ କୃଷ୍ଣଙ୍କ ଜନ୍ମ ଦିନ ବିନିକା ସହର ସମେତ ବ୍ଳକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି ।ଏହି ଅବସରରେ ନିର୍ଜଳା ଉପବାସ କରିଥିବା ଭଗବାନଙ୍କ ଭକ୍ତମାନେ ନିଜ ପୂଜା ସାମଗ୍ରୀ ଧରି ମନ୍ଦିର,କ୍ଲବ,ପାଠାଗାର ଆଦି ସ୍ଥାନ ମାନଙ୍କରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଗ ନେଇ ପ୍ରଭୁ ଶ୍ରୀ କୃଷ୍ଣଙ୍କ ଜନ୍ମ ଠାରୁ ପୃଥିବୀ ପୃଷ୍ଠରେ କରିଥିବା ଲୀଳା ସମ୍ପର୍କରେ ଭାଗବତ ମାଧ୍ୟମରେ ଅବଗତ ହୋଇଥିଲେ । ସେହିପରି ବିନିକା ଲୀଳା ଶାହାଜୀ ବିଦ୍ୟାମନ୍ଦିର ସ୍କୁଲରେ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ଆଜି ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର,ଶିଶୁ ବିକାଶ ସ୍କୁଲ,ଭବିଷ୍ୟତ ମିଡ଼ିୟମ,ସେଣ୍ଟ ଜାଭିୟର୍ସ ଆଦି ସ୍କୁଲ ମାନକରେ  ଅଧ୍ୟୟନ ରତ ସମସ୍ତ ଛାତ୍ରମାନେ କୃଷ୍ଣ ବେଶରେ ଓ ଛାତ୍ରୀମାନେ ରାଧା ବେଶରେ ସଜ୍ଜିତ ହୋଇଥିଲେ ।ଭଗବାନ ଶ୍ରୀ କୃଷ୍ଣଙ୍କ ବାଲ୍ୟ ଲୀଳା ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଦର୍ଶିତ ହୋଇଥିଲା ସେହିପରି ଲୀଳା ସାହାଜୀ ବିଦ୍ୟା ମନ୍ଦିର ଠାରେ ଜନ୍ମାଷ୍ଟମୀ ଧୁମଧାମ ରେ ପାଳିତ ହୋଇଯାଇଛି।ଛାତ୍ରଛାତ୍ରୀ ମାନେ ରାଧା କୃଷ୍ଣ ବେଶରେ ସଜ୍ଜିତ ହେବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।ଗୁରୁକୂଳ ସଭାପତି ସୋମିତ୍ରି ପତି,ବରିଷ୍ଟ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା,ବେଦାନ୍ତ ସମିତି ଅଧ୍ୟକ୍ଷ ଧର୍ମେନ୍ଦ୍ର ଭାଇ,ପ୍ରଧାନ ଆଚାର୍ଯ୍ୟ ସଞ୍ଜୀବ ମିଶ୍ର ପ୍ରମୁଖଙ୍କ ସମେତ ଗୁରୁକୂଳ ର ସମସ୍ତ ଗୁରୁଜୀ ଗୁରୁମା  ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026

You Might Also Like