-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ରୁମକୁ ଝୁମାନା ର "ଭଏସ ଅଫ୍ ସମ୍ବଲପୁରୀ ସିଜନ ୱାନ" ଅନୁଷ୍ଠିତ

27-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ଟାଉନ ହଲ ଠାରେ ରୁମକୁ ଝୁମାନା ସୁବର୍ଣ୍ଣପୁର ତରଫରୁ ପ୍ରଥମ କରି ସମ୍ବଲପୁରୀ ଗୀତକୁ ନେଇ ଏକ କାର୍ଯକ୍ରମ "ଭଏସ ଅଫ ସମ୍ବଲପୁରୀ ସିଜନ ୱାନ" ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ତଥା ସଂଗୀତ ନିର୍ଦେଶକ ଶାଶ୍ୱତ କୁମାର ତ୍ରିପାଠୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦଘାଟକ ଭାବରେ ସୁବର୍ଣ୍ଣ ସମ୍ବଲ ର ସନ୍ଥ ଶ୍ରୀ ମନୋହର ବାବା ଏବଂ ନାଟ୍ୟଶ୍ରୀ ଗଦାଧର ବାରିକ ଯୋଗ ଦେଇଥିବା ବେଳେ ବ୍ଲକ ଅଧକ୍ଷ୍ୟ ପ୍ରହଲ୍ଲାଦ ନାୟକ, ନାରାୟଣ ଲୁହା, ସଂଗ୍ରାମ କେଶରୀ ନାୟକ, ଶ୍ରୀବସ ମଲ୍ଲିକ,ଶାନ୍ତନୁ କୁମ୍ଭକାର, ମେଘନାଦ ପ୍ରଧାନ, ଡ ଜ୍ୟୋତିରଞ୍ଜନ ବହିଦାର, ଡ ପ୍ରଫୁଲ୍ଲ ରଥ, ଶ୍ରଦ୍ଧାଞ୍ଜଳି ମିଶ୍ର, ଅଜୟ ସୁବୁଦ୍ଧି, ଡ ଅନିରୁଦ୍ଧ କୁରକୁରିଆ, ଗୀତାଞ୍ଜଳି ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଓଡିଶା ର ବିଭିନ୍ନ ପ୍ରାନ୍ତରୁ ୬୦ ଜଣ ପ୍ରତିଯୋଗୀ ଏଥିରେ ଯୋଗଦାନ କରିଥିଲେ। ଏଥିରେ ସଂଯୋଜକ ଭାବରେ ଭାଗିରଥି ମିଶ୍ର କାର୍ଯକ୍ରମ କୁ ସଂଯୋଜନା କରିଥିବା ବେଳେ ଜନକ ସେଠ ପରିଚୟ ପ୍ରଦାନ କରିଥିଲେ। ଗୀତିକାର ବ୍ରହ୍ମା କୁମ୍ଭାର, ପଦ୍ମ ଲୋଚନ ଦାଶ, ମାନି ଚକ୍ରବର୍ତ୍ତୀ, ତ୍ରିଲୋଚନ ସୁନା, ବିଚାରକ ଡ ବ୍ୟାସଦେବ ପୁରୋହିତ, ରତନ ପୁଜାହାରୀ, ନୁର ବେଗମ, ଶତ୍ରୁଘନ ଲୁହା ମହାଗୁରୁ ଭାବରେ ଯୋଗଦାନ କରିଥିଲେ। ସାନ୍ଧ୍ୟ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ କଣ୍ଠଶିଳ୍ପୀ ବିଭୁତି ପଟ୍ଟନାୟକ ଯୋଗ ଦେଇଥିବା ବେଳେ ଗୀତିକାର ଯତୀନ୍ଦ୍ର ପ୍ରଧାନ, ଡ ଜୟଶ୍ରୀ ଧଳ, ଶୁଚିସ୍ମିତା ପୃଷ୍ଟି ସ୍ୱତନ୍ତ୍ର ଅତିଥି ଭାବେ ଉଦଯାପନୀ ସନ୍ଧ୍ୟାରେ ଯୋଗଦେଇ କଳାକାର ମାନଙ୍କୁ ପୁରସ୍କୃତ କରିଥିଲେ। ସର୍ବ ମୋଟ ସାତଜଣ ପ୍ରତିଯୋଗୀ ଭାଗିରଥି କୁମ୍ଭାର, ଅଙ୍କିତ ଷଡ଼ଙ୍ଗୀ, ଲିପିକା ସାହୁ, ଦୀପା ନାଗ, ମସ୍ତରାମ ସୁନା, ମହେନ୍ଦ୍ର ମହାନନ୍ଦ, ଶୋଭମ ସୋବି ନାୟକ ଫାଇନାଲିଷ୍ଟ ଭାବେ ବିବେଚିତ ହୋଇଥିଲେ। ଶେଷରେ ଶୋଭମ ସୋବି ନାୟକ ଭଏସ ଅଫ ସମ୍ବଲପୁରୀ ସିଜନ ୱାନର ବିଜେତା ହୋଇଥିଲେ। ଏଥିରେ କମଲେଶ ଚକ୍ରବର୍ତ୍ତୀ, ତ୍ରିଶୂଳ, ବିସିକେଶନ ଦୀପ,ଅଙ୍କିତ ରାଜ,ସୌଭାଗ୍ୟଲଷ୍ମୀ ଦାଶ ଚୁମକି ପାଢ଼ୀ ପ୍ରମୁଖ ଅତିଥି କଳାକାର ଭାବେ ଯୋଗ ଦେଇଥିଲେ। ମାନଭଂଜନ ମିଶ୍ର, ବିଶ୍ଵଜୀତ ସାହୁ, ହିମାଂଶୁ ପଣ୍ଡା,ଭକ୍ତ ପ୍ରଧାନ, କୁନୁ ଖାନ, ସସ୍ମିତା ପରମଗୁରୁ, ତନିଶା ଅଗ୍ରୱାଲ, ରିୟା ପାଢ଼ୀ ଉଦ୍ଦଘୋଷକ ଉଦ୍ଦଘୋଷିକା ଭାବେ ଯୋଗଦେଇଥିଲେ। ବିଭୁତି ପଟ୍ଟନାୟକ ଙ୍କ ଗୀତ ଦର୍ଶକଙ୍କୁ ମନମୁଗ୍ଧ କରିଥିଲା। ଶାଶ୍ୱତଙ୍କ ଏହି ମହତ ଉଦ୍ୟେଶ୍ୟକୁ ଯତୀନ୍ଦ୍ର ପ୍ରଧାନ ପ୍ରଶଂସା କରିଥିବା ବେଳେ ଏହା ଇତିହାସ ହେଇରହିବ ବୋଲି ରତନ ପୁଜାହାରୀ କହିଥିଲେ ଓ ଆଗାମୀ ବର୍ଷ ମାନଙ୍କରେ ବିଭିନ୍ନ ଜିଲ୍ଲାରେ ଏହା ହେଉ ବୋଲି ମଧ୍ୟ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like