-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର । ବିଭିନ୍ନ ୬୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

27-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୦ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା  ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ବିନିକା ପ୍ରମୋଦ କୁମାର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ନନ୍ଦ , ଉପାଧକ୍ଷ୍ୟ ନିର୍ମଳ ସାଣ୍ଢ, ସମେତ ଜିଲ୍ଲାସ୍ତରରୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ସୋନପୁର ଶ୍ରୀ ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଉପ ନିର୍ଦେଶକ ଶ୍ରମ ବିଭାଗ ଡିଲେଶ୍ୱର ଖାକା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ନିର୍ବାହୀ ଅଧିକାରୀ ପି ଏଚ ଡି ଏ କେ ମୂର୍ତ୍ତୀ, ଏ ଡି ଏଚ ହୃଷିକେଶ ଦାସ, ଡେପୁଟି କଲେକ୍ଟର (ଅଭିଯୋଗ ) ଶୁଭଶ୍ରୀ ରଥ, ତହସିଲଦାର ବିନିକା ସୀତାରାମ ଭୋଇ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ବିନିକା ସତ୍ୟ ନାରାୟଣ ପ୍ରଧାନ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like