-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡାରୁ ବାହାରିଲା ଡେଙ୍ଗୁ ରୋଗ ସଚ଼େନେତା ରଥ

27-Aug-2024



(ମନୋରଞ୍ଜନ ତ୍ରିପାଠୀ)
ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଡେଙ୍ଗୁ ରୋଗ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଡ଼ାକ୍ତରଖାନା ଅଧୀକ୍ଷକ ଡ଼ାକ୍ତର ସମୀର ଭୋଇ ସବୁଜ ପତାକା ଦେଖାଇ ଏହି ସଚ଼େନେତା ରଥର ଶୁଭାରମ୍ଭ କରିଥିଲେ। ଡେଙ୍ଗୁ ରୋଗ ନିୟନ୍ତ୍ରଣ ଓ ପ୍ରତିକାର ପାଇଁ ବ୍ୟାପକ ସଚ଼େତନତା ସୃଷ୍ଟି କରିବା ଲକ୍ଷ୍ୟରେ ଆଗାମୀ ସେପ୍ଟେମ୍ବର ୫ ତାରିଖ ଯାଏଁ ଉଲୁଣ୍ଡା ବ୍ଳକର ବିଭିନ୍ନ ପଞ୍ଚାୟତରେ ଏହି ରଥ ବୁଲିବ । ଏଠାରେ ସୂଚ଼ନାଯୋଗ୍ୟ ଯେ ୧ ଅଗଷ୍ଟରୁ ୩୦ ସେପ୍ଟେମ୍ବର ୨୦୨୪ ଯାଏଁ ଡ଼େଙ୍ଗୁ ରୋଗର ପ୍ରତିକାର ଓ ନିୟନ୍ତ୍ରଣ ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ନିର୍ଦ୍ଧାରିତ ଦିବସରେ ଡ୍ରାଏ ଡ଼େ ପାଳନ ସହ ମଶା ଅଣ୍ଡାଦେବା ସ୍ଥାନ ନଷ୍ଟ କରିବା ଏବଂ ବ୍ୟକ୍ତିଗତ ଯୋଗାଯୋଗ ଦ୍ୱାରା ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପ୍ରକ୍ରିୟା ଚାଲୁଅଛି । ଏହା ବ୍ୟତିତ ସିଏଚଓ ଏବଂ ମହିଳା ସ୍ୱାସ୍ଥ୍ୟକର୍ମୀମାନଙ୍କ ଦ୍ୱାରା ଫୋକସ ଗୃପ ଆଲୋଚନାସବୁ ଆୟୋଜିତ ହେଉଛି । ଆଜିର କାର୍ଯ୍ୟକ୍ରମଟି ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ବିପିଏମ ସୁଧାଂଶୁ ଶେଖର ସେଠୀ, ସ୍ୱାସ୍ଥ୍ୟ ପରିଦର୍ଶକ ପଞ୍ଚାନନ ହୋତା, ପ୍ରଶାନ୍ତ କୁମାର ମେହେର, ସ୍ୱାସ୍ଥ୍ୟକର୍ମୀ  ରାଜେଶ ମେଣ୍ଡେଲି, ବଟକୃଷ୍ଣ ପଣ୍ଡା, ବିଡ଼ିଏମ ରାଜେନ୍ଦ୍ର ଦେହୁରୀ, ଏମଆରଏ ମିଳୁ ମେହେର, ଡ଼ାକ୍ତରଖାନା କର୍ମଚାରୀ ଏବଂ ଅନ୍ୟ ହିତାଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like